ଓଲା ଏସ୍୧ ଏୟାରର ଅନାବରଣ
ନୂଆଦିଲ୍ଲୀ,୨୬।୧୦: ଦେଶର ପ୍ରମୁଖ ଇଲେକ୍ଟ୍ରିକ୍ ଭେଇକିଲ୍ (ଇଭି) କମ୍ପାନୀ ଓଲା ଇଲେକ୍ଟ୍ରିକ୍ ପକ୍ଷରୁ ନୂଆ ଓଲା ଏସ୍୧ ଏୟାରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ମଡେଲ କମ୍ପାନୀର ଏସ୍୧ ପ୍ଲାଟ୍ଫର୍ମ ଉପରେ ନିର୍ମିତ ହୋଇଛି। ବିଶେଷକରି ୨.୫ କେଡବ୍ଲ୍ୟୁଏଚ୍…
ଦୈନିକ ମୃତ୍ୟୁ ସଂଖ୍ୟା ଶୂନ,ଦୈନିକ ସଂକ୍ରମଣ ୯ ଶହ ତଳେ…
ନୂଆଦିଲ୍ଲୀ, ୨୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୨ ହଜାର ତଳେ ରହିଛି। ଗତ ୨୪…
ପୃଥିବୀକୁ କରୋନା ଟିକା ଯୋଗାଣରେ ଭାରତ ଆଗୁଆ, ସ୍ବୀକାର କଲା ଆମେରିକା…
ଓ୍ବାଶିଂଟନ,୨୬।୧୦ : କୋଭିଡ ମହାମାରୀ ସହ ଲଢ଼େଇ ସମୟରେ ଭାରତ ନିଜର ସାମର୍ଥ୍ୟକୁ ହୃଦୟଙ୍ଗମ କରିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ପୃଥିବୀକୁ କରୋନା ଟିକା ଯୋଗାଣରେ ଅଗୁଆ ରହିଥିଲା। ଏହାକୁ ଆମେରିକା ସ୍ବୀକାର କରିଛି। ହ୍ବାଇଟ ହାଉସ ପକ୍ଷରୁ…
ହାୟରର ନୂତନ ଉତ୍ପାଦ ଉନ୍ମୋଚିତ
ନୂଆଦିଲ୍ଲୀ,୨୬।୧୦: ଦେଶର ପ୍ରମୁଖ ହୋମ୍ ଆପ୍ଲାଏନ୍ସେସ୍ ଓ କଞ୍ଜ୍ୟୁମର ଇଲେକ୍ଟ୍ରୋନିକ୍ସ କମ୍ପାନୀ ‘ହାୟର’ ପକ୍ଷରୁ ଏକ ଅତ୍ୟାଧୁନିକ ତଥା ନୂତନ ଉତ୍ପାଦ ‘ୱାଶିଂ ମେଶିନ’ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ହାୟରର ୫୨.୫ ସେମି ସୁପର ଡ୍ରମ୍, ଆଡ୍ଭାନ୍ସଡ୍ ସୁପରସାଇଲେଣ୍ଟ ଡାଇରେକ୍ଟ…
ନିର୍ଣ୍ଣାୟକ ହେବ ୧୩ ପଞ୍ଚାୟତର ଭୋଟ
ଭଦ୍ରକ ଅଫିସ,୨୬।୧୦: ଧାମନଗର ଉପନିର୍ବାଚନ ଯେତେ ପାଖେଇ ଆସୁଛି ହାର୍ଜିତ୍କୁ ନେଇ ରାଜନୈତିକ ମହଲରେ ଉତ୍କଣ୍ଠା ସେତେ ବଢ଼ିଚାଲିଛି। ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକର ୧୩ ପଞ୍ଚାୟତର ଭୋଟ୍ ଏହି ଉପନିର୍ବାଚନ ଫଳାଫଳର ନିର୍ଣ୍ଣାୟକ ହେବ ବୋଲି ଚର୍ଚ୍ଚା ହେଉଛି।…
ବଦଳୁଛି ସ୍ଥିତି, ଇୟୁ ସାଂସଦଙ୍କୁ ସୂଚନା ପ୍ରଦାନ କଲେ ଜମ୍ମୁ-କଶ୍ମୀର ଆସିଥିବା ପ୍ରତିନିଧି ମଣ୍ଡଳ…
ବ୍ରସେଲ୍ସ,୨୬।୧୦: ଗତ ତିନିବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ୟୁରୋପୀୟ ୟୁନିଅନ (ଇୟୁ) ଏହି ଭାରତୀୟ ରାଜ୍ୟର ସ୍ଥିତିକୁ ନେଇ ଅନେକ ସମୟରେ ଉଦବେଗ ପ୍ରକାଶ କରିଆସୁଥିଲା। କିନ୍ତୁ ବର୍ତ୍ତମାନ ଏହା ବଦଳୁଥିବା ପରିସ୍ଥିତିରେ ମଧ୍ୟ ପ୍ରକାଶ ପାଇଛି।…
ସିଇଓଙ୍କୁ ଫେରାଦ ହେଲେ ବିଜେଡି, ଭାଜପା
ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହେଉଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଟଙ୍କା ଓ ଅନ୍ୟାନ୍ୟ ଜନିଷ ଦେଇ ପ୍ରଲୋଭିତ କରାଯାଉଥିବା ନେଇ ଉଭୟ ଭାଜପା ଓ ବିଜେଡି ପରସ୍ପରକୁ ଦୋଷାରୋପ କରିଛନ୍ତି। ଏ ନେଇ…
ମୁକ୍ତ, ଅବାଧ ନିର୍ବାଚନକୁ ଗୁରୁତ୍ୱ
କଟକ ଅଫିସ,୨୬।୧୦: ଆସନ୍ତା ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ଡିଜିପି ସୁନୀଲ ବଂଶଲ ପୋଲିସ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ସ୍ବଚ୍ଛ, ମୁକ୍ତ, ଅବାଧ ନିର୍ବାଚନ ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଆଦର୍ଶ ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ କରାଯିବା…
୩୧ରେ ନବୀନ କରିବେ ପ୍ରଚାର
ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନ ପାଇଁ ଏବେ ପ୍ରଚାର ସରଗରମ ରହିଛି। ଆସନ୍ତା ୩ ତାରିଖରେ ହେବାକୁ ଥିବା ମତଦାନ ନିମନ୍ତେ ନଭେମ୍ବର ୧ ତାରିଖ ସା ୬ଟା ସୁଦ୍ଧା ପ୍ରଚାର ଶେଷ ହେବ। ୩୧ ତାରିଖରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ…
ଧଉଳି ଶାନ୍ତିସ୍ତୂପରେ ଗଛକଟାକୁ ନେଇ ଅସନ୍ତୋଷ
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,(ଡି.ଏନ୍.ଏ)୨୬ା୧୦: ରାଜଧାନୀରେ ଗଛକଟାକୁ ନେଇ ପୁଣି ବିବାଦ ଛିଡ଼ାହୋଇଛି। ପର୍ଯ୍ୟଟନସ୍ଥଳୀ ଶାନ୍ତିସ୍ତୂପ ଧଉଳି ଆସନ୍ତା ୨୮ତାରିଖରେ ଏହାର ସୁବର୍ଣ୍ଣ ଜୟନ୍ତ୍ରୀ ପାଳନ କରିବାକୁ ଯାଉଛି। ଦେଶ ବିଦେଶରୁ ବହୁ ବୌଦ୍ଧ ସାଧୁସନ୍ଥ ଏଥିରେ ଯୋଗଦେବାକୁ ଥିବାରୁ ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ…
ମାର୍ଗାଓରେ ଆଜି ସେମିଫାଇନାଲ ମୁକାବିଲା
ମାର୍ଗାଓ,୨୬ା୧୦: ଚଳିତ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ ଶେଷ ପର୍ଯ୍ୟାୟରେ ଉପନୀତ। ସ୍ଥାନୀୟ ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ହେବ ସେମିଫାଇନାଲ ମ୍ୟାଚ। ପ୍ରଥମ ସେମିରେ କଲମ୍ବିଆକୁ ଭେଟିବ ନାଇଜେରିଆ। ଦକ୍ଷିଣ ଆମେରିକା ଓ ଆଫ୍ରିକାର…
ଫଲ୍ସ ଫ୍ଲାଗ୍ ଆଟାକ୍ ଯୋଜନା କରୁଛି ରୁଷିଆ: ଜେଲେନ୍ସ୍କି
ମସ୍କୋ/କିଭ୍, ୨୬ା୧୦: ୟୁକ୍ରେନ୍ ଉପରେ ରୁଷିଆ ୮ମାସ ଧରି ଆକ୍ରମଣ ଜାରି ରଖିଥିବା ବେଳେ କିଭ୍ ରେଡିଓଆକ୍ଟିଭ୍ ବିକିରଣ ପାଇଁ ‘ଡାର୍ଟି ବମ୍ବ’ ବ୍ୟବହାର କରିପାରେ ବୋଲି ମସ୍କୋ ଅଭିଯୋଗ ଆଣିଛି। ଏହି ପ୍ରସଙ୍ଗକୁ ରୁଷିଆ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ…
Archives


