ତାତି ଥମିନି, ଆଶ୍ରୟ ପାଇଁ ଜାଗା ନାହିଁ: ଲୋକେ ହଟହଟା
ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ତାପମାତ୍ରା ଥମିବାର ନଁା ନେଉ ନାହିଁ। ବରଗଡ଼ ଜିଲାରେ ଦିନକୁଦିନ ତାପମାତ୍ରା ବଢ଼ି ଚାଲିଛି। ତାତି ସାଙ୍ଗକୁ ଗୁଳୁଗୁଳି, ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଆହୁରି ଦହଗଞ୍ଜ କରିପକାଉଛି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଏହାର ପ୍ରଭାବ ଲାଗି ରହୁଛି। ରାତିରେ…
ଯୁଗେ ଯୁଗେ ଇଚ୍ଛାମୃତ୍ୟୁ
ଣସି କାରଣରୁ ବ୍ୟକ୍ତି ଇଚ୍ଛାକରି ମୃତ୍ୟୁକୁ ଆଦରି ନେବା ହେଉଛି ଇଚ୍ଛାମୃତ୍ୟୁ, ଯାହା ପୁରାଣ ପୃଷ୍ଠା ମଣ୍ଡନକରି ପାଠକର ମନ ହୃଦୟକୁ ଆନ୍ଦୋଳିତ କରେ। ରାମାୟଣ ଯୁଦ୍ଧର ଅବସାନ ପରେ ଶ୍ରୀରାମ ସୀତାଙ୍କୁ ଲଙ୍କାରୁ ଉଦ୍ଧାର କରି ଆଣିଲେ ସତ; କିନ୍ତୁ…
ଓଡ଼ିଶାରେ ଗଛର ବିବିଧତା
ପ୍ରକୃତି ଓଡ଼ିଶାକୁ ଗଛର ବିବିଧତାରେ ଭରିଦେଇଛି । ଓଡ଼ିଶାର ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ବିକାଶ ପାଇଁ ଗଛର ବିବିଧତାର ସୁରକ୍ଷା ଏବଂ ବିକାଶ ଆବଶ୍ୟକ। ଭାରତୀୟ ସଂସ୍କୃତିରେ ଗଛକୁ ଅଧିକ ଆଦର ଓ ସମ୍ମାନ ଦିଆଯାଉଥିଲା। ମୁନିଋଷିମାନେ ପ୍ରତ୍ୟେକ ଗଛର…
ଶାକାହାରୀ ଦୟାଳୁ କି
ନାଥୁରାମ ଗଡ୍ସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ କି? ହିନ୍ଦୁ ପୁରାଣ ଅନୁଯାୟୀ, ପର୍ଶୁରାମ ଅନେକ ପିଢ଼ିର କ୍ଷତ୍ରିୟଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ? ଜୈନ ପୁରାଣ ଅନୁଯାୟୀ, ଆକବର ଓ ଓରଙ୍ଗଜେବ…
ଆଜି ବିଜ୍ନେସ ଏମିନେସ୍ସ ଆଓ୍ବାଡର୍ସ-୨୦୨୬: ଯୋଗଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍ନେସ ଏମିନେସ୍ସ ଆଓ୍ବାଡର୍ସ-୨୦୨୬ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆଦ୍ୟାଶା…
ବଢୁଛି ଖରା, ପିଇବାକୁ ପାଣି ନାହିଁ
କେନ୍ଦ୍ରାପଡ଼ା,୨୩ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ପାରଦ ୪୦ ଡିଗ୍ରୀ ଉପରେ ଅଛି। ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଶୁଖିଲା ପଡ଼ିଛିି। ଜନଜୀବନ ପାଇଁ ପାଣି ନାହିଁ। ଜିଲା ପ୍ରଶାସନର ଜନଶୁଣାଣି ଶିବିରରେ ଏପ୍ରକାର ଅଭିଯୋଗ ବଢ଼ିଛାଲିଛି।…
୩ ଗାଁରେ ପାଣି ସଙ୍କଟ: ଟ୍ରାଏଲ ସରିଛି, କାର୍ଯ୍ୟକ୍ଷମ ହେଉନି ପାନୀୟ ପ୍ରକଳ୍ପ
ଲୋଇସିଂହା,୨୩।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ପ୍ରସ୍ତୁତି ସରି ଯାଇଛି। ଏପରି କି ପ୍ରକଳ୍ପରୁ ପାନୀୟ ଜଳ ଯୋଗାଣ ଟ୍ରାଏଲ ମଧ୍ୟ କରାଯାଇଛି। ଏହାସତ୍ତ୍ୱେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ ଅଗଲାପାଲି ,ଭାଲିଆମୁଣ୍ଡା ଓ ଭାଲୁପାଲି…
ଆଉ ସିଗାରେଟ୍ କିଣିପାରିବେନି ଯୁବପିଢି: ସରକାର ନେଲେ ବଡ଼ ନିଷ୍ପତ୍ତି
ଲଣ୍ଡନ,୨୩ା୪:ବ୍ରିଟେନ୍ରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ସିଗାରେଟ୍ କିଣା ନିଷିଦ୍ଧ କରିବା ଲାଗି ପାର୍ଲାମେଣ୍ଟରେ ଏକ ବିଲ୍ ଗୃହୀତ ହୋଇଛି। ଟବାକୋ ଆଣ୍ଡ ଭେପ୍ସ ବିଲ୍ ଅନୁଯାୟୀ, ୨୦୦୮ ଡିସେମ୍ବର ୩୧ ପରେ ଜନ୍ମିତ ପିଲାମାନେ ସିଗାରେଟ୍ କିଣିବାକୁ ନିଷେଧ କରାଯାଇଛି। ରାଜା…
କାର୍ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…
ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ ଆସିଥିବା ବରଯାତ୍ରୀଙ୍କ ଉପରେ ଗୁଳିମାଡ଼ ହୋଇଛି। ଏଥିରେ ୨ ବରଯାତ୍ରୀ ଆହତ ହୋଇଛନ୍ତି।…
ପଶ୍ଚିମବଙ୍ଗ-ତାମିଲନାଡୁ ବିଧାନସଭା ପାଇଁ ଭୋଟିଂ ଆରମ୍ଭ: ହେବ କଡ଼ା ଟକ୍କର
ନୂଆଦିଲ୍ଲୀ,୨୧।୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ ହୋଇଛି। ୧୬ ଜିଲାରେ ହେବାକୁ ଥିବା ଏହି ମତଦାନ ୪୪,୩୭୬ଟି ବୁଥ୍ରେ ଅନୁଷ୍ଠିତ ହେଉଛି। ଶାନ୍ତିପୂର୍ଣ୍ଣ ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ…
ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର
ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାର ବିଶେଶ୍ୱର ମନ୍ଦିର ଏବଂ ବରଗଡ଼…
ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ
ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା ରାଜସ୍ଥାନ ଲାଗି ସପ୍ତମ ମ୍ୟାଚ୍ରେ ପଞ୍ଚମ ବିଜୟ। ଏଥିସହିତ ଦଳ ୧୦ ପଏଣ୍ଟ…

