Home

ଯୌନ ନିର୍ଯାତନା ଅଭିଯୋଗ ପରେ ଇସ୍ତଫା ଦେଲେ କ୍ରୀଡା ମନ୍ତ୍ରୀ

ଚଣ୍ଡିଗଡ,୧।୧: ହରିୟାଣାର ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିବା ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ମହିଳା ହକି ଦଳର କୋଚ ତାଙ୍କ ବିରୋଧରେ…

ବିଦେଶୀ ନାଗରିକଙ୍କୁ ଗଞ୍ଜେଇ ଦେଲା କିଏ?

ରାୟଗଡ଼ା,୧ା୧(ସ୍ବ.ପ୍ର.): ରୁଷିଆ ନାଗରିକ ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁର ରହସ୍ୟ ଉନ୍ମୋଚନର ତୃତୀୟ ଦିନରେ ହୋଟେଲ ମାଲିକ ଏବଂ କର୍ମଚାରୀଙ୍କୁ ପଚରାଉଚରା ଚାଲିଛି। ପାଭେଲଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବର୍ତ୍ତମାନ ବିଦାନୋଭଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିବା…

ନୂଆ ରାଷ୍ଟ୍ର ପିତା ଦେଶ ପାଇଁ କରିଛନ୍ତି କ’ଣ ? ନୀତୀଶଙ୍କ ପ୍ରଶ୍ନ…

ପାଟନା,୧।୧ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଷ୍ଟ୍ର ପିତା କହିବା ନେଇ କଟାକ୍ଷ କରିଛନ୍ତି। କିଛି ଦିନ ତଳେ ଅମୃତା ଫଡନାଭିସଙ୍କ ମୋଦିଙ୍କୁ ରନୂଆ ରାଷ୍ଟ୍ରପିତା ମନ୍ତବ୍ୟକୁ ନେଇ ନୀତୀଶ ପଚାରିଛନ୍ତି ନୂଆ ଭାରତର ନୂଆ…

ରାହୁଲ ଆଣିବେ ଦେଶରେ ବଡ଼ ରାଜନୈତିକ ପରିବର୍ତ୍ତନ: ସଞ୍ଜୟ ରାଉତ…

ମୁମ୍ବାଇ,୧।୧ : ଶିବସେନା ନେତା ସଞ୍ଜୟ ରାଉତ ରବିବାର ଦାବି କରିଛନ୍ତି ଯେ ଗତ ୨୦୨୨ ବର୍ଷ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ନେତୃତ୍ୱକୁ ଏକ ନୂଆ ମୋଡ଼ ଦେଇଛି। ଯଦି ୨୦୨୩ରେ ମଧ୍ୟ ଏହି ଧାରା ଅବ୍ୟାହତ ରହେ, ତେବେ…

ଦୈନିକ ପଜିଟିଭ୍‌ ହାର ୦.୧୭ ପ୍ରତିଶତ…

ନୂଆଦିଲ୍ଲୀ, ୧।୧: ବର୍ଷର ପ୍ରଥମ ଦିନରେ ଦେଶରେ କରୋନା ସଂକ୍ରମଣ କମିବା ଖବର ମିଳିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ପ୍ରଥମ ଦିନରେ ଦେଶରେ ଖୁବ କମ କରୋନା ମାମଲା ପଞ୍ଜିକୃତ ହୋଇଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ…

ଟ୍ରକ୍‌ ପଛରେ ପିଟିହେଲା ପିସିଆର ଭ୍ୟାନ୍‌

ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍‌ ପଛରେ ପିସିଆର୍‌ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ଅଇଁଠାପାଲି ଥାନାର ଏହି ପିସିଆର…

ବର୍ଷର ପ୍ରଥମ ଦିନରେ ଆଫଗାନିସ୍ତାନରେ ସାମରିକ ବିମାନବନ୍ଦର ନିକଟରେ ଆତଙ୍କବାଦୀ ଆକ୍ରମଣ: ବହୁ ଲୋକଙ୍କ ମୃତ୍ୟୁ ଆଶଙ୍କା…

କାବୁଲ,୧।୧ : ଆଫଗାନିସ୍ତାନର ରାଜଧାନୀ କାବୁଲରେ ବର୍ଷର ପ୍ରଥମ ଦିନରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ତାଲିବାନ ଦ୍ୱାରା ପରିଚାଳିତ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ କାବୁଲର ସାମରିକ ବିମାନବନ୍ଦର ବାହାରେ ବିସ୍ଫୋରଣ ଘଟିଛି। ଏହି ଆକ୍ରମଣରେ ଅନେକ…

କିଭଳି ସୁଧୁରିବ ଦେଶର ଅର୍ଥବ୍ୟବସ୍ଥା, ନୂଆବର୍ଷ ବାର୍ତ୍ତାରେ ଶ୍ରୀଲଙ୍କା ରାଷ୍ଟ୍ରପତି ଦେଲେ ସୂଚନା…

କଲମ୍ବୋ,୧।୧ : ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ ରବିବାର କହିଛନ୍ତି ଯେ ନଗଦ ଅର୍ଥରାଶି ପାଇଁ ୨୦୨୩ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ କାରଣ ତାଙ୍କ ଶାସନ ସଙ୍କଟ ଜନିତ ଅର୍ଥନୀତିକୁ ପୁନର୍ଜୀବିତ କରିବା ପାଇଁ ବହୁ ଆବଶ୍ୟକୀୟ ନୀତି ଉପଲବ୍ଧ…

ପାକିସ୍ତାନରେ ରନ୍ଧନ ଗ୍ୟାସ ସଙ୍କଟ, ପ୍ଲାଷ୍ଟିକ୍‌ ବ୍ୟାଗରେ ଗ୍ୟାସ ଭରୁଛନ୍ତି ଲୋକେ..

.ଇସଲାମାବାଦ,୧।୧ : ପାକିସ୍ତାନର ଅର୍ଥନୀତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଗୋଟିଏ ପଟେ ବୈଦେଶିକ ମୁଦ୍ରା ସଂରକ୍ଷଣର ଅଭାବ ରହିଛି ଏବଂ ଅନ୍ୟ ପଟେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ଯୋଗୁ ସଙ୍କଟରେ ପଡ଼ିଛନ୍ତି। ଲୋକମାନଙ୍କୁ ଆବଶ୍ୟକ ସୁବିଧା ଯୋଗାଇବାରେ…

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ, ନୂଆବର୍ଷରେ କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ତାଙ୍କ ଦେଶର ଆଣବିକ ଅସ୍ତ୍ରଶସ୍ତ୍ରର ସମ୍ପ୍ରସାରଣ ଏବଂ ଏକ ନୂତନ ତଥା ଅଧିକ ଶକ୍ତିଶାଳୀ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ରର ବିକାଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତର କୋରିଆ ୨୦୨୩…

ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧(ବ୍ୟୁରୋ): ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଇଂରାଜୀ ନବବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର ବର୍ଷ ହେଉ। ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି…

ଟୁଇଟରରେ ଭାରତର ଭୁଲ୍‌ ମାନଚିତ୍ର, ପ୍ରତିବାଦ ପରେ ହଟାଇଲା

ନୂଆଦିଲ୍ଲୀ,୧।୧: ଟୁଇଟର ହ୍ୟାଣ୍ଡଲରେ ଭାରତର ଭୁଲ୍‌ ମାନଚିତ୍ର ପ୍ରକାଶ ପାଇଥିଲା। କେନ୍ଦ୍ର ସୂଚନା ପ୍ରଯୁକ୍ତି ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଶନିବାର ଏନେଇ ଉକ୍ତ ମେସେଜିଂ ପ୍ଲାଟ୍‌ଫର୍ମକୁ ଚେତାବନୀ ଦେବା ପରେ ଉକ୍ତ ଫଟୋକୁ ହଟାଇ ଦିଆଯାଇଛି। ଟୁଇଟର ଭୁଲ୍‌ ମ୍ୟାପ୍‌ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?