Home

ସହାୟତା ମାଗିଲେ ବଳାତ୍କାର ପୀଡ଼ିତା, ଭିଡିଓ କଲେ ଦେଖଣାହାରୀ

କନୌଜ,୨୬।୧୦: ଉତ୍ତରପ୍ରଦେଶର କନୌଜରେ ଜଣେ ୧୨ ବର୍ଷର ବାଳିକା ବଳାତ୍କାରର ଶିକାର ହୋଇ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ସହାୟତା ପାଇଁ ଚିତ୍କାର କରୁଥିବାବେଳେ ସେଠାରେ ଉପସ୍ଥିତ ଲୋକେ ସାହାଯ୍ୟର ହାତ ବଢ଼ାଇବା ପରିବର୍ତ୍ତେ ତାଙ୍କର ଭିଡିଓ ଶୁଟିଂ କରିବା ଭଳି ସମ୍ବେଦନଶୀଳ…

୨୦୨୪ ଜାନୁୟାରୀରେ ଭକ୍ତଙ୍କ ପାଇଁ ଖୋଲିବ ରାମମନ୍ଦିର

ଅଯୋଧ୍ୟା,୨୬।୧୦: ଅଯୋଧ୍ୟା ଦୀପୋତ୍ସବ ପାଳନ ପରେ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ମଙ୍ଗଳବାର ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ମନ୍ଦିର ନିର୍ମାଣ ଦେଖାଇଛି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ପୂଜାର୍ଚ୍ଚନା ସହ ଦୀପୋତ୍ସବରେ ଭାଗ ନେଇଥିଲେ। ସେ ଯେଉଁ ମଞ୍ଚରୁ…

ରୁଷିଆ ସହ ବୁଝାମଣା ପାଇଁ ବାଇଡେନ୍‌ଙ୍କୁ ଡେମୋକ୍ରାଟ୍‌ଙ୍କ ଚିଠି

ଓ୍ବାଶିଂଟନ୍‌, ୨୬।୧୦: ୟୁକ୍ରେନ୍‌ ଯୁଦ୍ଧ ବନ୍ଦ କରିବା ପାଇଁ ମସ୍କୋ ସହ ଓ୍ବାଶିଂଟନ୍‌ ବୁଝାମଣା କରୁ ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଡେମୋକ୍ରାଟିକ୍‌ ପାର୍ଟିର ୩୦ ଜଣ ହାଉସ୍‌ ମେମ୍ବର ତାଙ୍କୁ ଚିଠି ଲେଖିଛନ୍ତି। ସେମାନେ ରୁଷିଆର ଆକ୍ରମଣକୁ ବେଆଇନ…

ଦଳିତ ଦମ୍ପତି ଓ ପୁଅଙ୍କୁ ଗୁଳିକରି ହତ୍ୟା

ଡାମୋହ,୨୬।୧୦: ମଧ୍ୟପ୍ରଦେଶର ଡାମୋହ ଜିଲା ଡେଭ୍ରାନ୍‌ ଗ୍ରାମରେ ଏକ ବିବାଦକୁ କେନ୍ଦ୍ରକରି ମଙ୍ଗଳବାର ସକାଳେ ଦଳିତ ଦମ୍ପତି ଓ ସେମାନଙ୍କ ୩୨ ବର୍ଷର ପୁଅଙ୍କୁ ଗୁଳିକରି ହତ୍ୟା କରାଯାଇଛି। ହତ୍ୟାକାଣ୍ଡରେ ୬ ଜଣ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଦମ୍ପତିଙ୍କ…

କେରଳରେ ଆଉ ୨ କୁଳପତିଙ୍କୁ କାରଣ ଦର୍ଶାଅ ନୋଟିସ

ଥିରୁଭାନନ୍ଥପୁରମ୍‌,୨୬।୧୦: କେରଳ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନ୍‌ ମଙ୍ଗଳବାର ଆଉ ୨ ଜଣ କୁଳପତିଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଛନ୍ତି। ସେମାନଙ୍କର ନିଯୁକ୍ତି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିୟମାବଳୀର ଉଲ୍ଲଂଘନ କରୁଥିବାରୁ କେଉଁ ଆଇନଗତ ଅଧିକାର ବଳରେ ସେମାନେ ପଦବୀରେ…

୨୦୨୪ ପାଇଁ ପ୍ରସ୍ତୁତି: ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ଉଦ୍ଧବ-ପାଓ୍ବାର ସେନା…

ନୂଆଦିଲ୍ଲୀ,୨୫।୧୦ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ନଭେମ୍ବର ୭ରେ ମହାରାଷ୍ଟ୍ରରେ ପ୍ରବେଶ କରିବ। ପଦଯାତ୍ରାର ମହାରାଷ୍ଟ୍ର ପର୍ଯ୍ୟାୟ ବେଶ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଚର୍ଚ୍ଚା ହେଉଛି। ଏହି ପଦଯାତ୍ରାରେ ଉଦ୍ଧିବ ଠାକରେଙ୍କ ସେନା ଏବଂ ଶରଦ ପାଓ୍ବାରଙ୍କ ଏନସିପି…

ରାସ୍ତା କଡ଼ରୁ ମହିଳାଙ୍କ ମୃତ ଦେହ ଠାବ 

ପାଲଲହଡା,୨୫।୧୦ :  ଅନୁଗୋଳ ପାଲଲହଡା ଥାନା ନିଜିଗଡ଼ ପଞ୍ଚାୟତ ଉଦୟପୁର ସାହି ନିକଟସ୍ଥ ରାସ୍ତା କଡ଼ରୁ ଜଣେ ମହିଳାଙ୍କ ମୃତ ଦେହ ଗ୍ରାମ ବାସୀଙ୍କ ଦ୍ୱାରା ଠାବ କରାଯାଇଛି । ମୃତ ମହିଳା ଜଣଙ୍କ ପାଳଲହଡା ଥାନା ଜୋକପାଣି ଗ୍ରାମର ଡଲି…

ସାପ କାମୁଡ଼ାରେ ୨ ଆହତ

ବୁଗୁଡ଼ା : ତା ୨୫/୧୦/୨୨ : ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମର ଭାଗିରଥି ପାତ୍ର (୩୧)ଏବଂ ଜଗତ ପାଟଣା ଗ୍ରାମର କାହ୍ନୁ ବେହେରା (୨୦) ସାପ କାମୁଡ଼ାରେ ଆହତ ହୋଇଥିବା ଜଣାଯାଇଛି । ପ୍ରକାଶ ଯେ , ସୋମବାର ଭାଗିରଥି…

ଫିଲ୍ମ ନିର୍ଦ୍ଦେଶକ ପିନାକି ଚୌଧୁରୀଙ୍କ ପରଲୋକ…

କୋଲକାତା,୨୫।୧୦ : ବଙ୍ଗଳା ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ପିନାକି ଚୌଧୁରୀଙ୍କର ସୋମବାର ପରଲୋକ ଘଟିଛି। କୋଲକାତାରେ ତାଙ୍କ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛିନ୍ତgି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘ…

୭ ଓ୍ବିକେଟରେ ଜିତିଲା ଅଷ୍ଟ୍ରେଲିଆ…

ମେଲବୋର୍ନ,୨୫।୧୦ : ଟି-୨୦ ବିଶ୍ୱକପର ସୁପର-୧୨ ମ୍ୟାଚ୍‌ରେ ମଙ୍ଗଳବାର ଅଷ୍ଟ୍ରେଲିଆକୁ ଶ୍ରୀଲଙ୍କାକୁ ୭ ଓ୍ବିକେଟରେ ହରାଇଛି। ପର୍ଥ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲା। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ…

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୧୫୮ ରନ୍‌…

ମେଲବୋର୍ନ,୨୫।୧୦ : ଟି-୨୦ ବିଶ୍ୱକପର ସୁପର-୧୨ ମ୍ୟାଚ୍‌ରେ ମଙ୍ଗଳବାର ଅଷ୍ଟ୍ରେଲିଆକୁ ଶ୍ରୀଲଙ୍କା ଭେଟିଛି। ପର୍ଥ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲା। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ନେତୃତ୍ୱରେ ଦଳ…

ବିବାଦରେ ଋଷିଙ୍କ ସ୍ତ୍ରୀ ଅକ୍ଷତା: କୁଇନ୍‌ ଏଲିଜାବେଥ୍‌ଙ୍କଠାରୁ ଅଧିକ ସମ୍ପତ୍ତି…

ଲଣ୍ଡନ,୨୫।୧୦ : ମୂଳ ଭାରତୀୟ ଋଷି ସୁନକ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଥର ପାଇଁ ଯେତେବେଳେ ସୁନକ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ ସେତେବେଳେ ତାଙ୍କ ସ୍ତ୍ରୀଙ୍କ ଆୟକୁ ନେଇ ବିବାଦ ଦେଖାଦେଇଥିଲା। ପ୍ରକୃତରେ ସୁନକଙ୍କ ସ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri