ସୂର୍ଯ୍ୟୋପରାଗ ପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି
ପୁରୀ ଅଫିସ୍,୨୪।୧୦: ଦୀପାବଳି ଅମାବାସ୍ୟ ଅବସରରେ ସୋମବାର ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ମଙ୍ଗଳବାର ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ଆଜି ହିଁ ଦୀପଦାନ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଙ୍ଗଳବାର ରାତି ୧୨ଟାରେ ଦ୍ୱାରଫିଟା, ସାଢ଼େ ୨ଟାରୁ…
ବନ୍ଦର ପୋତାଶ୍ରୟରେ ଲାଗିଲା ୪୦ରୁ ଊର୍ଦ୍ଧ୍ୱ ବୋଟ୍
ପାରାଦୀପ,୨୪।୧୦(ସ୍ବ.ପ୍ର.): ସମ୍ଭାବ୍ୟବାତ୍ୟା ପ୍ରଭାବରେ ଶନିବାରଠାରୁ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି। ଏହାଦ୍ୱାରା ମହାନଦୀ ମୁହାଣରେ ପ୍ରଖର କରେଣ୍ଟ (ଅନ୍ତଶ୍ରୋତ) ପ୍ରବାହ ହେଉଛି। ଫଳରେ ସମୁଦ୍ରରେ ଥିବା ମାଛଧରା ବୋଟଗୁଡିକ ଫେରିବାରେ ବାଧା ଉପୁଜିଛି। ଏନେଇ ୪୦ରୁ ଊର୍ଦ୍ଧ୍ୱ ବୋଟ ରବିବାର ପାରାଦୀପ…
ଗାଙ୍ଗୁଲିଙ୍କ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୪।୧୦: ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଖେଳାଯାଉଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚରେ ଭାରତ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରିଛି। ଟୁର୍ଣ୍ଣାମେଣ୍ଟର ସେମିଫାଇନାଲ ବିଷୟରେ ଅନେକ ଭେଟେରାନ ନିଜର ମତ ଦେଉଛନ୍ତି। ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ମଧ୍ୟ…
ପର୍ଯ୍ୟଟକଙ୍କ ଅପେକ୍ଷାରେ କୁଲଡିହା
ନୀଳଗିରି, ୨୪ା୧୦(ସ୍ବ.ପ୍ର.): ନଭେମ୍ବର ୧ରୁ ଖୋଲିବ ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ଲାଗି ଏବେଠୁ ସଜେଇ ହେଲାଣି। କେସିପୁର ପଞ୍ଚାୟତ ବାଲିଆପାଳ ଫାଟକ ନିକଟରେ ବନ ବିଭାଗ ଅଧିକାରୀଙ୍କ ଦ୍ୱାରା ପର୍ଯ୍ୟଟକଙ୍କୁ ଗୋଲାପ…
ସକ୍ରିୟ ମାମଲା ୨୪ ହଜାର ତଳେ…
ନୂଆଦିଲ୍ଲୀ, ୨୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୫ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…
କାର୍ଗିଲରେ ପ୍ରଧାନମନ୍ତ୍ରୀ ମୋଦି: ଯବାନଙ୍କ ସହ ପାଳିବେ ଦୀପାବଳି
ନୂଆଦିଲ୍ଲୀ,୨୪।୧୦: ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାରଗିଲ୍ରେ ପହଞ୍ଚିଛନ୍ତି। ସେ ଏଲଏସିରେ ସୀମା ସୁରକ୍ଷା କର୍ମୀଙ୍କ ସହ ଦୀପାବଳି ପାଳନ କରିବେ। କ୍ରମାଗତ ୯ ବର୍ଷ ହେବ ମୋଦି ଦୀପାବଳି ଯବାନଙ୍କ ସହ ପାଳନ…
ଶିନ୍ଦେଙ୍କୁ ଝଟ୍କା ଦେଇପାରନ୍ତି ଫଡନଭୀସ, ଭାଜପାରେ ୨୨ ଶିବସେନା ବିଧାୟକ ସାମିଲ ହେବା ନେଇ ଚର୍ଚ୍ଚା…
ମୁମ୍ବାଇ,୨୪।୧୦ : ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ମୁଖପତ୍ର ସାମନାରେ ଦାବି କରିଛି ଯେ ୪୦ ବିଦ୍ରୋହୀ ଶିବସେନା ବିଧାୟକଙ୍କ ମଧ୍ୟରୁ ୨୨ ଜଣ ଖୁବ ଶୀଘ୍ର ଭାଜପାରେ ଯୋଗଦେବେ। ଏହା ଦ୍ୱାରା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ…
୧୯ ବର୍ଷର ବିଶ୍ୱରେକର୍ଡ ଭାଙ୍ଗିଲା ଭାରତ
ମେଲବୋର୍ନ,୨୪।୧୦: ଭାରତ ଟି-୨୦ ବିଶ୍ୱକପ ୨୦୨୨ର ପ୍ରଥମ ମ୍ୟାଚରେ ପାକିସ୍ତାନ ଉପରେ ଏକ ରୋମାଞ୍ଚକ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତ ଅଷ୍ଟ୍ରେଲିଆର ୧୯ ବର୍ଷ ପୁରୁଣା ଏକ ବିଶ୍ୱ ରେକର୍ଡକୁ ଭାଙ୍ଗିଛି। ଟିମ ଇଣ୍ଡିଆ ଗୋଟିଏ ବର୍ଷ…
୯ କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ: ରାଜ୍ୟପାଳଙ୍କୁ ଟାର୍ଗେଟ କଲେ ଶିକ୍ଷାମନ୍ତ୍ରୀ…
ଥିରୁଭାନନ୍ତପୁରମ୍,୨୪।୧୦ : କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ନଅ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଥିବାରୁ ରାଜ୍ୟରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆହୁରି ତୀବ୍ର ହୋଇଛି। ଶାସକ ବାମପନ୍ଥୀ ଗଣତାନ୍ତ୍ରିକ ଫ୍ରଣ୍ଟ(ଏଲଡିଏଫ୍) ଏହାକୁ ବିରୋଧ କରିଛି। ଏହାକୁ ନେଇ…
ସୁନକଙ୍କୁ ୧୪୨ ସାଂସଦଙ୍କ ସମର୍ଥନ…
ଲଣ୍ଡନ,୨୪।୧୦ : ବ୍ରିଟେନର ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ସୋମବାର ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଏପର୍ଯ୍ୟନ୍ତ ତାଙ୍କ ପ୍ରତି ୧୪୨ ଜଣ ସାଂସଦଙ୍କ ସମର୍ଥନ ଥିବା ଦାବି କରିଥିବା ସୁନକ ପ୍ରଧାନମନ୍ତ୍ରୀ ଦୌଡ଼ରେ ଆଗରେ ଅଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ…
ଏଲଏସିରେ ଶୀଘ୍ର ସୁଧୁରିବନି ସ୍ଥିତି: ପ୍ରତିରକ୍ଷା ବିଶେଷଜ୍ଞଙ୍କ ମତ…
ନୂଆଦିଲ୍ଲୀ,୨୪।୧୦ : ରାଷ୍ଟ୍ରପତି ଶି ଜିନପିଙ୍ଗ ଲଗାତାର ତୃତୀୟ ଥର ପାଇଁ ଚାଇନାରେ କ୍ଷମତା ହାସଲ କରିଛନ୍ତି। ଏହାଦ୍ୱାରା ଭାରତ-ଚାଇନା ସମ୍ପର୍କରେ ତିକ୍ତତା ପୁଣି ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି। ବିଶେଷଜ୍ଞମାନେ କହିଛନ୍ତି ଯେ ଜିନପିଙ୍ଗଙ୍କର ଅଭିଳାଷ ହେଉଛି ଦୁଇଦେଶର ସମ୍ପର୍କକୁ…
ଖୁସିରେ ଡେଇଁଲେ ଗାଭାସ୍କର
ମେଲବୋର୍ନ,୨୪।୧୦: ଟି-୨୦ ବିଶ୍ୱକପ୍ ୨୦୨୨ର ପ୍ରଥମ ମ୍ୟାଚ୍ରେ ଭାରତ ପାକିସ୍ତାନକୁ ଚାରି ଉଇକେଟ୍ରେ ପରାସ୍ତ କରିଛି। ଏହି ମ୍ୟାଚରେ ଆର୍. ଅଶ୍ୱିନ ଶେଷ ବଲରେ ଏକ ରନ ନେଇ ଭାରତକୁ ବିଜୟ ଦେଇଥିଲେ। ଏହି ବିଜୟ ପରେ ପଡ଼ିଆରେ ଉପସ୍ଥିତ ଥିବା…
Archives


