ବ୍ରେକ୍ ଫେଲ୍ ସାଜିଲା କାଳ: ଦୁଇଟି ଟ୍ରକ୍ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…
ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା ଫଳରେ ସେଥିରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡରେ ବୋଲେରୋ ମଧ୍ୟରେ ଥିବା ୬ରୁ…
ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି
ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ, କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି…
ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…
ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଦାରିଙ୍ଗବାଡି ଥାନା ସୋନପୁର ପଞ୍ଚାୟତର ସମୀର ବଡାଇକ (୩୨)ବୋଲି ତଦନ୍ତକାରୀ ଅଧିକାରୀ…
ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…
ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ବରଗଡ଼ ଜିଲା ଭଟଲିଛକ ନିବାସୀ ଗଣନାଥ ରଥ(୪୨) । ସେ ଆମ୍ବଘାଟ ଗ୍ରାମ…
ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ
ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇର ମୃତ୍ୟୁ ହୋଇଛି । ଏହି ଘଟଣା…
ଟିଉସନ୍ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ
ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ ସରକାରୀ ସ୍କୁଲର ଶିକ୍ଷକ ରଞ୍ଜନ ଜେନାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ପୋଲିସ…
ଭାରତୀୟ ଜାହାଜ ଉପରେ ଭୟଙ୍କର ଆକ୍ରମଣ, ହର୍ମୁଜରେ ୨ଟା ଜାହାଜକୁ ହାଇଜ୍ୟାକ୍ କଲେ…
ନୂଆଦିଲ୍ଲୀ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାର କିଛି ଘଣ୍ଟା ପରେ, ଇରାନର ରିଭୋଲ୍ୟୁସନାରୀ ଗାର୍ଡ (IRGC) ବୁଧବାର ଦୁଇଟି ଜାହାଜ ଉପରେ ଆକ୍ରମଣ କରି ଜବତ କରିଛି। ଏହି ଜାହାଜଗୁଡ଼ିକ ମଧ୍ୟରୁ ଗୋଟିଏ ଜାହାଜ…
ପରମାଣୁର କୋଡ ମାଗିଲେ ଟ୍ରମ୍ପ, ଯୁଦ୍ଧ ବିରତି ଭିତରେ ଭୟଙ୍କର ଖବର…
ତେହରାନ,୨୨।୪: ଇରାନ ସହିତ ବିବାଦ ମଧ୍ୟରେ, ପୂର୍ୱତନ CIA ଅଧିକାରୀ ଲାରି ଜନସନ ଏକ ପ୍ରମୁଖ ଦାବି କରିଛନ୍ତି। ଜନସନଙ୍କ ଅନୁସାରେ, ହୱାଇଟ ହାଉସ ସିଚୁଏସନ ରୁମରେ ଏକ ବୈଠକ ସମୟରେ, ଟ୍ରମ୍ପ ପରମାଣୁ କୋଡ୍ସଗୁଡ଼ିକ ପାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ…
ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ
ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର ରଘୁନାଥ ରାଉତ । ଏହି ଘଟଣାକୁ ନେଇ ତାଙ୍କ ସ୍ତ୍ରୀ ଅହଲ୍ୟା କଳାହାଣ୍ଡି…
ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ
ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର ୫ ଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାବାରେ ବିଫଳ ହୋଇଛି।…
ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ
ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍କୋ ଏବଂ ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ପ୍ରସ୍ତୁତି ଚଳାଇଥିବାବେଳେ ଏହାକୁ ନେଇ ସିମନବାଡ଼ି ଅଞ୍ଚଳରେ ଏବେ ତୀବ୍ର…
ମମତାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ସମାଲୋଚନା, ଗଣତନ୍ତ୍ରକୁ ବିପଦରେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ
କୋଲକାତା,୨୨ା୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ୍ ଏପ୍ରିଲ୍ ୨୩ ତାରିଖରେ ହେବାକୁ ଯାଉଛି । ଶାସକ ତୃଣମୂଳ କଂଗ୍ରେସ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନରେ ବିଜୟୀ ହେବା ନେଇ ଦାବି କରୁଛନ୍ତି। ଏହାରି ଭିତରେ ନିର୍ବାଚନର…

