ଦୀପୋତ୍ସବ ଉଦଘାଟନ କଲେ ମୋଦି
ନୂଆଦିଲ୍ଲୀ,୨୩।୧୦:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ସରୟୁ ନଦୀ କୂଳରେ ଭବ୍ୟ ଦୀପୋତ୍ସବ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ମା’ ସରୟୁଙ୍କ ଆଳତୀ କରିଥିଲେ। ମୋଦି କହିଛନ୍ତି, ଅଯୋଧ୍ୟାରେ ଏଭଳି ଆୟୋଜନ ଆମର ସାଂସ୍କୃିକ ଜାଗରଣର ପ୍ରତିବିମ୍ବ। ଆଜି ଆମେ ଭାଗ୍ୟବାନ…
ବିଜୟ ଆଶା ନ ଥିଲା: ରୋହିତ
ମେଲବୋର୍ନ,୨୩।୧୦: ଏକ ରୋମାଞ୍ଚକର ମ୍ୟାଚରେ ଭାରତ ପାକିସ୍ତାନକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ମୋ ପାଇଁ କିଛି କହିବାକୁ କିଛି ଶବ୍ଦ ନାହିଁ। ଶେଷ ଓଭର ସମୟରେ ମୁଁ ଡ୍ରେସିଂ…
ମା’ ଲକ୍ଷ୍ମୀଙ୍କ ମନ୍ଦିରରୁ ଧଳା ପେଚା ଉଦ୍ଧାର
ପୁରୀ ଅଫିସ,୨୩ା୧୦: ଧନତେରସ ଭଳି ପବିତ୍ର ଦିନରେ ଶ୍ରୀମନ୍ଦିର ପରିସରସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିରରୁ ଏକ ଧଳା ପେଚା ଉଦ୍ଧାର କରାଯାଇଛି। ମହାଲକ୍ଷ୍ମୀଙ୍କ ସେବାୟତ ମଧୁସୂଦନ ସିଂହାରୀ ରବିବାର ଏହି ଧଳା ପେଚାକୁ ଉଦ୍ଧାର କରି ଏକ ବ୍ୟାଗ୍ ଯୋଗେ ଶ୍ରୀମନ୍ଦିର…
ରୋମାଞ୍ଚକ ମ୍ୟାଚ୍ରେ ପାକିସ୍ତାନକୁ ପରାସ୍ତ କଲା ଭାରତ
ମେଲବୋର୍ନ,୨୩।୧୦:ଟି-୨୦ ବିଶ୍ୱକପ୍ର ଏକ ରୋମାଞ୍ଚକ ମୁକାବିଲାରେ ଭାରତ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୪ ଉଇକେଟ୍ରେ ପରାସ୍ତ କରିଛି। ଏହି ମ୍ୟାଚ୍ର ହିରୋ ଥିଲେ ବିରାଟ କୋହଲି। ସେ ମାତ୍ର ୫୨ ବଲ୍ରେ ୮୨ ରନ୍ କରି ଅପରାଜିତ ରହିଥିଲେ। ପ୍ରଥମେ ବ୍ୟାଟିଂ କରି…
ମାତ୍ର ୧୮ ବର୍ଷରେ କାର୍ କିଣିଥିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ଯେତେବେଳେ ୧୮ ବର୍ଷ ହୋଇଥିଲା ସେ ପ୍ରଥମଥର ଏକ କାର୍ କିଣିଥିଲେ। ଏହି କଥା ରବୀନା ଏକ ଶୋ’ରେ ପ୍ରକାଶ କରିଛନ୍ତି। ଏହି ଶୋ’ର ନାମ ‘କାରଖାନା’: ଖାଦ୍ୟ ଏବଂ ଅଟୋ ଶୋ’। ଏହି ଶୋ’କୁ…
କ୍ଷତିପୂରଣ ଦାବିରେ ମୃତଦେହ ରଖି ଆନ୍ଦୋଳନ
ପାରଳାଖେମୁଣ୍ଡି,୨୩ା୧୦(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ଠିକା ନିଯୁକ୍ତି ହଟାଇବା ପରେ ଅନିଶ୍ଚିତତା ମଧ୍ୟରେ ରହିଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀମାନେ ଶନିବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରିବା ପାଇଁ ପାରଳାଖେମୁଣ୍ଡି ଆସିଥିଲେ। ଆଲୋଚନା ସରିବା ପରେ ବିରିକୋଟ ଡାକ୍ତରଖାନାର ଷ୍ଟାଫନର୍ସ ପ୍ରେମାଦିନୀ…
ଭାଇରାଲ ହେଉଛି ଆଇଏଏସ୍ଙ୍କ ୨୨ ବର୍ଷର ପୁରୁଣା ଚିଠି
ଆଇଏଏସ୍ ଉଦିତ ପ୍ରକାଶ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍। ସେ ତାଙ୍କ ଜୀବନ ସହିତ ଜଡ଼ିତ ଅନେକ ମଜାଦାର କଥା ଶେୟାର କରନ୍ତି। ଏବେ ସେ ତାଙ୍କର ୨୨ ବର୍ଷର ଏକ ପୁରୁଣା ଚିଠି ଶେୟାର କରିଛନ୍ତି। ଯାହା ଖୁବ୍ ଭାଇରାଲ…
ଋଷି ସୁନକ ଲଢିବେ ପ୍ରଧାନମନ୍ତ୍ରୀ ନିର୍ବାଚନ, କହିଲେ ବ୍ରିଟେନ ଅର୍ଥନୀତିକୁ ସୁଧାରିବାକୁ ଚାହୁଛି
ଲଣ୍ଡନ,୨୩ ।୧୦: ବ୍ରିଟେନର କଞ୍ଜରଭେଟିଭ ପାର୍ଟିର ନେତା ଋଷି ସୁନକ ପୁଣିଥରେ ପ୍ରଧାନମନ୍ତ୍ରୀ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି । ସେ କହିଛନ୍ତି ମୁଁ ବ୍ରିଟେନର ଅର୍ଥବ୍ୟବସ୍ଥାକୁ ସୁଧାରିବାକୁ ଚାହୁଁଛି । ଦଳକୁ ଏକାଠି କରିବାକୁ ଚାହୁଁଛି ଓ ଦେଶ…
ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ନେଇ ଗାନ୍ଧୀ ପରିବାରକୁ ଟାର୍ଗେଟ କଲା ଭାଜପା, କହିଲା ଚାଇନରୁ ବି ହୋଇଛି ଫଣ୍ଡିଂ
ନୂଆଦିଲ୍ଲୀ,୨୩ ।୧୦: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ରବିବାର ୨୩ ଅକ୍ଟୋବରରେ ରାଜୀବ ଗାନ୍ଧୀ ଫାଉଣ୍ଡେଶନର ଏଫସିଆରଏ ଲାଇସେନ୍ସ ରଦ୍ଦ କରି ଦେଇଛି । ମନ୍ତ୍ରଣାଳୟ ପକ୍ଷରୁ ଏହି ପଦକ୍ଷେପ ଫରେନ କଣ୍ଟ୍ରିବ୍ୟୁଶନ(ରେଗୁଲେଶନ)ଆକ୍ଟ ଆଧାରରେ କରାଯାଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରବକ୍ତା ସମ୍ବିତ…
ରାଷ୍ଟ୍ରୀୟ ସଙ୍ଗୀତ ଗାନ ସମୟରେ ଭାବୁକ ହେଲେ ରୋହିତ
ମେଲବୋର୍ନ,୨୩।୧୦: ମ୍ୟାଚ୍ ଆରମ୍ଭରୁ ଭାବବିହ୍ବଳ ନଜର ଆସିଲେ ଭାରତୀୟ ଅଧିନାୟକ ରୋହିତ ଶର୍ମା। ପାକିସ୍ତାନ ବିପକ୍ଷରେ ରବିବାର ସୁପର-୧୨ ଚରଣର ପ୍ରଥମ ମୁକାବିଲା ଖେଳିବାକୁ ଓହ୍ଲାଇଛି ଟିମ୍ ଇଣ୍ଡିଆ। ଏମିତିରେ ରୋହିତଙ୍କ ପାଇଁ ଏହା ଅଭୁଲା ମୂହୁର୍ତ୍ତ। ପ୍ରଥମ ଥର ଲାଗି…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ୨ ଶିକ୍ଷକଙ୍କ ନାମରେ ମାମଲା
କୁଆଁରମୁଣ୍ଡା,୨୩ା୧୦(ଡି.ଏନ୍.ଏ.): ଆବାସିକ ବିଦ୍ୟାଳୟରେ ରହି ଶିକ୍ଷାଲାଭ କରୁଥିବା ଗରିବ ଆଦିବାସୀ ଛାତ୍ରୀଙ୍କୁ କିଭଳି ଶିକ୍ଷାଦାନ ନାମରେ ନିଜର କାମନା ଚରିତାର୍ଥ କରିବା ପାଇଁ ୨ ଶିକ୍ଷକ ପ୍ରଲୋଭିତ ପୂର୍ବକ ଅସଦାଚରଣ କରିଥିବା ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ…
ପ୍ରେମିକାଙ୍କ ଜନ୍ମଦିନରେ ରୋମାଣ୍ଟିକ୍ ହେଲେ ଅର୍ଜୁନ: ଖାସ୍ ବାର୍ତ୍ତା ଦେଇ କହିଲେ ‘ତୁମେ କେବଳ ମୋର ହୋଇ ରୁହ’
ବମ୍ବେ: ଜନ୍ମଦିନରେ ଅଭିନେତ୍ରୀଙ୍କ ଲାଗି ରୋମାଣ୍ଟିକ୍ ହେଲେ ପ୍ରେମିକ ତଥା ଅଭିନେତା ଅର୍ଜୁନ କପୁର। ରବିବାର ତାଙ୍କ ପ୍ରେମିକା ମଲାଇକା ଅରୋରାଙ୍କ ହାପି ବର୍ଥ ଡେ। ଏହାକୁ ନେଇ ସେ ବେଶ ରୋମାଣ୍ଟିକ୍ ପୋଷ୍ଟ କରିଛନ୍ତି। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ…
Archives


