ପାଓ୍ବାର ଲିଷ୍ଟ୍-୨୦୨୨
କରୋନା ମହାମାରୀରୁ ଆଶ୍ୱସ୍ତି ପାଇବା ପରେ ୨୦୨୨ ପ୍ରଥମାର୍ଦ୍ଧରେ ବିଶ୍ୱ ଦେଖିଥିଲା ରୁଷିଆ-ୟୁକ୍ରେନ୍ ଯୁଦ୍ଧ। ପରବର୍ତ୍ତୀ ସମୟରେ ବିଭିନ୍ନ ଦେଶରେ ରାଜନୈତିକ ପରିବର୍ତ୍ତନ ଓ ଅର୍ଥନୈତିକ ଦୁଃସ୍ଥିତି ଦୃଷ୍ଟିଗୋଚର ହୋଇଥିଲା। ଅନୁରୂପ ଭାବେ ଔଦ୍ୟୋଗିକ, ପ୍ରଶାସନିକ ଓ ସାମାଜିକ ନେତୃତ୍ୱ ଅନ୍ତର୍ଜାତୀୟଠାରୁ…
ଅଲିଗଡ଼ରେ ପହଞ୍ଚିଲେ ସଲମାନ ଖୁର୍ସିଦ: ଭାରତ ଯୋଡୋ ଯାତ୍ରା ପାଇଁ ଏସ୍ପି ମୁଖ୍ୟଙ୍କୁ କରିବେ ନିମନ୍ତ୍ରଣ
ଅଲିଗଡ଼,୩୦।୧୨: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସଲମାନ ଖୁର୍ସିଦ ଉତ୍ତରପ୍ରଦେଶର ଅଲିଗଡ଼ରେ ପହଞ୍ଚିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବା ପାଇଁ ଏସ୍ପି ସୁପ୍ରିମୋ ଅଖିଳେଶ ଯାଦବଙ୍କୁ…
ରାହୁଲ ନିଜେ ପାଳନ କରିନାହନ୍ତି ପ୍ରୋଟୋକଲ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୩୦।୧୨: ଭାରତ ଯୋଡୋ ଯାତ୍ରା ସମୟରେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜେ ହିଁ ସୁରକ୍ଷା ପ୍ରୋଟୋକଲ୍ ପାଳନ କରିନାହାନ୍ତି। ରାହୁଲ ଗାନ୍ଧୀଙ୍କୁ ସୁରକ୍ଷା ବାବଦରେ ଅବଗତ କରାଯାଇଥିଲା। ଭାରତ ଯୋଡା ଯାତ୍ରା ସମୟରେ ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ…
ବିଏସ୍କେୱାଇ କାର୍ଡଧାରୀଙ୍କୁ ଟଙ୍କା ମାଗୁଛି ହସ୍ପିଟାଲ
ଗୋପାଳପୁର,୩୦ା୧୨(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଉନ୍ନତମାନର ଚିକିତ୍ସା ପାଇଁ ବିଏସ୍କେୱାଇ କାର୍ଡ ପ୍ରଣୟନ କରାଯାଇଥିଲେ ମଧ୍ୟ କିଛି ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ମନମାନି ଯୋଗୁଁ ଏହି କାର୍ଡର ସୁଫଳ ମିଳିପାରୁନଥିବା ଅଭିଯୋଗ ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରଣ୍ଢା…
ଅକ୍ସିଜେନ ପ୍ଲାଣ୍ଟ କାର୍ଯ୍ୟକ୍ଷମର ସପ୍ତାହ ପରେ ଅଚଳ
ଭଞ୍ଜନଗର,୩୦।୧୨(ଡି.ଏନ.ଏ): କରୋନାର ସମ୍ଭାବ୍ୟ ଚତୁର୍ଥ ଲହରକୁ ସାମନା କରିବାକୁ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଉନ୍ନତୀ ପ୍ରତି ଯେତିକି ଧ୍ୟାନ ଦେବାକଥା ଦେଉନାହାନ୍ତି। ଏହି ଡାକ୍ତରଖାନାରେ ଖାଲି ପଡିଥିବା…
ଘରୁ ତଡ଼ିଦେଲେ ପୁଅ ବୋହୂ, ମା’ଙ୍କ ଆତ୍ମହତ୍ୟା ଉଦ୍ୟମ
ଛତ୍ରପୁର,୩୦ା୧୨(ଡି.ଏନ୍.ଏ): ଜନ୍ମ କଲା ମା’ ଏବେ ପୁଅମାନଙ୍କ ପାଇଁ ଅଲୋଡ଼ା ହୋଇପଡ଼ିଛନ୍ତି। ପରିଣତ ବୟସରେ ମା’ଙ୍କୁ ଘରୁ ତଡ଼ିଦେଇଛନ୍ତି ପୁଅ ବୋହୂ। ଶେଷରେ କିଛି ଉପାୟ ନପାଇ ମା’ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ପରେ କେତେକ ଗ୍ରାମବାସୀ ଓ ବଜରଙ୍ଗଦଳର…
ପୋଷ୍ଟ ଅଫିସ ସ୍ଥାନାନ୍ତରଣ ନେଇ ଅସନ୍ତୋଷ
ବ୍ରହ୍ମପୁର ଅଫିସ୍,୩୦ା୧୨: ବ୍ରହ୍ମପୁର ସହରତଳି ଅଞ୍ଚଳ ତଥା ବ୍ରଜନଗରରେ ଅବସ୍ଥିତ ଆଇପିପିବିଏସ୍ (ଇଣ୍ଡିଆନ ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ସର୍ଭିସ) କ୍ଷମତା ଧାରଣକ୍ଷମ ପୋଷ୍ଟ ଅଫିସକୁ ଅନ୍ୟତ୍ର ସ୍ଥାନାନ୍ତର ନେଇ ଅସନ୍ତୋଷ ଦେଖାଦେଇଛି। ଏ ନେଇ ବ୍ରଜନଗର ଉନ୍ନୟନ ପରିଷଦ ପକ୍ଷରୁ ବୁଧବାର…
କର୍ମଚାରୀମାନଙ୍କୁ ଅଚାନକ ଛଟେଇ
କୁଆଁରମୁଣ୍ଡା,୩୦।୧୨(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ କୁଆଁରମୁଣ୍ଡା ଚଦ୍ରିହରିହରପୁରରେ ଥିବା ଆଧୁନିକ ମେଟାଲିକ୍ସ କାରଖାନା ଦୁର୍ଦ୍ଦିନ ମଧ୍ୟଦେଇ ଗତି କରୁଥିଲାବେଳେ ୨୦୨୦ ମସିହାରେ ଲିବର୍ଟି ନାମକ ଏକ ବହୁ ରାଷ୍ଟ୍ରୀୟ କମ୍ପାନୀ ଏହାକୁ ଅଧିଗ୍ରହଣ କରିଥିଲା। ଲିବର୍ଟି ହାଉସ ଏହି କାରଖାନାକୁ ଅଧିଗ୍ରହଣ କଲା…
ଭୁଲ୍ରେ ସ୍ତ୍ରୀଙ୍କୁ ଅଧାରାସ୍ତାରେ ଛାଡ଼ି ଚାଲିଗଲେ ସ୍ବାମୀ, ଆଉ ତା’ ପରେ…
ପ୍ରତ୍ୟେକ ଦିନ କିଛି ନା କିଛି ଅଜବ ଖବର ପଢ଼ିବାକୁ ଏବଂ ଶୁଣିବାକୁ ମିଳିଥାଏ। ବର୍ତ୍ତମାନ ଏପରି ଖବର ସାମ୍ନାକୁ ଆସିଛି, ଯାହା ବିଷୟରେ ଜାଣି ଆଶ୍ଚର୍ଯ୍ୟ ହେବେ। ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ସହ ବୁଲି ଯାଉଥିବା ବେଳେ ଅଧା ରାସ୍ତାରେ…
ପିଟିଆଇ ଏମ୍ପିଙ୍କ ସାମୂହିକ ଇସ୍ତଫା ନାମଞ୍ଜୁର
ଇସଲାମାବାଦ୍,୩୦।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇ ଏମ୍ପିଙ୍କ ସାମୂହିକ ଇସ୍ତଫାକୁ ପ୍ରତ୍ୟାଖ୍ୟାନ କରିଛନ୍ତି ପାକିସ୍ତାନ ନ୍ୟାଶନାଲ ଆସେମ୍ବଲି ବାଚସ୍ପତି ରାଜା ପରଭେଜ ଅଶରଫ। ସମ୍ବିଧାନ ଅନୁଯାୟୀ, ଇସ୍ତଫା ବ୍ୟକ୍ତିଗତ ଭାବରେ ଗ୍ରହଣ କରାଯାଇପାରିବ ଏବଂ ସାମୂହିକ ଭାବରେ ନୁହେଁ।…
ନୂଆ ବର୍ଷରେ ଏହି ସୀମାନ୍ତ ରାଜ୍ୟଗୁଡ଼ିରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଆଲର୍ଟ ଜାରି କଲା ଗୋଇନ୍ଦା ବିଭାଗ
ନୂଆଦିଲ୍ଲୀ,୩୦।୧୨: ଦିନକ ପରେ ପୁରୁଣା ବର୍ଷକୁ ବିଦାୟୀ ଦିଆଯାଇ ନୂଆବର୍ଷକୁ ସ୍ବାଗତ କରାଯିବ। ଇତିମଧ୍ୟରେ ଆତଙ୍କବାଦୀମାନେ ନୂଆ ବର୍ଷ ଅବସରରେ ଏକ ବଡ଼ ଷଡଯନ୍ତ୍ର ରଚିପାରନ୍ତି ବୋଲି ଗୋଇନ୍ଦା ବିଭାଗ (ଇଣ୍ଟେଲିଜେନ୍ସ ବ୍ୟୁରୋ) ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।…
ନୋବେଲ ବିଜେତା ସୁ କିଙ୍କୁ ୭ ବର୍ଷ ଜେଲ୍
ନାଏପିଡାଉ,୩୦।୧୨: ଦୁର୍ନୀତି ଅଭିଯୋଗରେ ମିଆଁମାର କୋର୍ଟ ଶୁକ୍ରବାର ନୋବେଲ ପୁରସ୍କାର ବିଜେତା ଆଙ୍ଗ ସାନ ସୁ କିଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ହେଲିକପ୍ଟର ନିଯୁକ୍ତି ଏବଂ ରକ୍ଷଣାବେକ୍ଷଣ ସହ ଜଡିତ ପାଞ୍ଚଟି ଦୁର୍ନୀତି ମାମଲାରେ ସୁ କିଙ୍କୁ ଏହି…

