Home

ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ସବୁଜ ପତାକା ଦେଖାଇଲେ ମୋଦି: ମମତା କହିଲେ, ମା’ଠୁ ବଡ଼ ଆଉ କିଛି ନୁହେଁ

କୋଲକାତା,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ୭୮୦୦କୋଟି ଟଙ୍କାର ଏକ ପ୍ରକଳ୍ପ ଭେଟି ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୋଦି ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ସବୁଜ ପତାକା ଦେଖାଇଛନ୍ତି। ଏହି ଟ୍ରେନ୍‌ ହାଓ୍ବଡାରୁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର,୩୦ା୧୨(ବ୍ୟୁରୋ): ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀ…

ଆବର୍ଜନାରେ ପରିପୂର୍ଣ୍ଣ ରେଳଷ୍ଟେଶନ ରାସ୍ତା

ଲାଠୋର,୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରୋଡ ରେଳ ଷ୍ଟେଶନ ରାସ୍ତା ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ରହିଥିଲେ ମଧ୍ୟ ସେଥିପ୍ରତି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ପଡ଼ୁନାହିଁ। ଫଳରେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଦୀର୍ଘ ବର୍ଷରୁ ଲାଠୋର…

ଏହି କାରଣରୁ ଦୁର୍ଘଟଣାର ଶିକାର ହେଲେ ରିଷଭ ପନ୍ତ

ଡେରାଡୁନ,୩୦।୧୨: ଭାରତୀୟ କ୍ରିକେଟ ଦଳର ଉଇକେଟ୍‌କିପର ରିଷଭ ପନ୍ତ ଶୁକ୍ରବାର କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଦିଲ୍ଲୀରୁ ନିଜ ଘର ରୁର୍‌କୀ ଯାଉଥିବା ସମୟରେ ତାଙ୍କ କାର୍‌ ଏକ ଡିଭାଇଡର୍‌ରେ ପିଟି ହୋଇଯାଇଛି। ଏହି ଦୁର୍ଘଟଣାରେ ପନ୍ତ ଗୁରୁତର ଆହତ…

ଆସୁନି ଟୋକନ, ଅଭାବୀ ବିକ୍ରିକୁ ପ୍ରୋତ୍ସାହନ

ସମ୍ବଲପୁର,୩୦ା୧୨(ବ୍ୟୁରୋ): ସମ୍ବଲପୁର ଜିଲାର ସଦର, କୁଚିଣ୍ଡା ଓ ରେଢ଼ାଖୋଲ ଉପଖଣ୍ଡରେ ଧାନ ସଂଗ୍ରହ ଜାରି ରହିଛି। ମଣ୍ଡି ଖୋଲା ରହିଥିବାବେଳେ ଚାଷୀଙ୍କ ପାଖରେ ଅମଳ ଧାନ ମହଜୁଦ ରହିଛି। ହେଲେ ଧାନ ବିକ୍ରି ପାଇଁ ଟୋକନ ଆସି ନ ଥିବାରୁ ଅବିକ୍ରି…

ଇଡ୍‌କୋ ଜମି ଅଧିଗ୍ରହଣକୁ ବିରୋଧ

ଝାରସୁଗୁଡ଼ା ଅଫିସ୍‌,୩୦ା୧୨: ଲଖନପୁର ତହସିଲ ଅନ୍ତର୍ଗତ ବରତାପ ମୌଜାର ମୂଳବାସିନ୍ଦା ଦୀର୍ଘବର୍ଷରୁ ସରକାରୀ ଜମି ଦଖଲ କରିଆସୁଛନ୍ତି। ଏହି ଜମିକୁ ଝାରସୁଗୁଡା ରାଜସ୍ବ ବିଭାଗ ଇଡ୍‌କୋକୁ ପ୍ରଦାନ କରିବାପାଇଁ ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛି ା ଏଥିପାଇଁ ତହସିଲ କୋର୍ଟରୁ ୭୦ଜଣଙ୍କୁ…

ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି। ଟୁଇଟ୍‌…

ଗୋଟିଏ ମାସରେ ତୃତୀୟଥର ପାଇଁ ଗିରଫ ହେଲେ ଟିଏମ୍‌ସି ନେତା

ନୂଆଦିଲ୍ଲୀ,୩୦।୧୨: କ୍ରାଉଡଫଣ୍ଡିଂ ଜରିଆରେ ସଂଗ୍ରହ କରିଥିବା ଅର୍ଥକୁ ଅପବ୍ୟବହାର କରିଥିବା ଅଭିଯୋଗରେ ଟିଏମସିର ମୁଖପାତ୍ର ସାକେତ ଗୋଖଲେ ଗିରଫ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଗୁଜରାଟ ପୋଲିସ ତାଙ୍କୁ ଗିରଫ କରିଛି। ଗୁଜରାଟ ପୋଲିସ ଚଳିତ ମାସରେ ତୃତୀୟ ଥର ପାଇଁ…

ଚାଇନା କରୋନା ପରିସ୍ଥିତି ଚିନ୍ତାଜନକ: ଉଦ୍‌ବେଗ ପ୍ରକାଶ କଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା,୩୦।୧୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଦାନୋମ ଗେବ୍ରେସିୟସ ଚାଇନାରେ କରୋନା ପରିସ୍ଥିତି ଗୁରୁତର ଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଚାଇନା କରୋନା ନିୟମ କୋହଳ କରିବା ପରେ ଏକ ଚିନ୍ତାଜନକ ପରିସ୍ଥିତି ଉପୁଜିଛି।…

ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍‌ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପଞ୍ଚଭୂତରେ ବିଲୀନ ହେଲେ ହୀରାବେନ୍‌: ମୁଖାଗ୍ନି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ଙ୍କ ପାର୍ଥିବଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଗାନ୍ଧିନଗର ସେକ୍ଟରସ୍ଥିତ ଶ୍ମଶାନଘାଟରେ ହୀରାବେନ୍‌ଙ୍କ ଅନ୍ତିମସତ୍କାର କରାଯାଇଛି। ମୋଦି ମା’ଙ୍କୁ ନିଆଁ ମୁଖାଗ୍ନି ଦେଇଥିଲେ। ଶୁକ୍ରବାର ଭୋର ୩.୩୦ରେ ହୀରା ବା’ଙ୍କର ଦେହାନ୍ତ ହୋଇଥିଲା। ଅହମ୍ମଦାବାଦର ୟୁଏନ୍‌…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?