Home

ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍‌ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପଞ୍ଚଭୂତରେ ବିଲୀନ ହେଲେ ହୀରାବେନ୍‌: ମୁଖାଗ୍ନି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ଙ୍କ ପାର୍ଥିବଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଗାନ୍ଧିନଗର ସେକ୍ଟରସ୍ଥିତ ଶ୍ମଶାନଘାଟରେ ହୀରାବେନ୍‌ଙ୍କ ଅନ୍ତିମସତ୍କାର କରାଯାଇଛି। ମୋଦି ମା’ଙ୍କୁ ନିଆଁ ମୁଖାଗ୍ନି ଦେଇଥିଲେ। ଶୁକ୍ରବାର ଭୋର ୩.୩୦ରେ ହୀରା ବା’ଙ୍କର ଦେହାନ୍ତ ହୋଇଥିଲା। ଅହମ୍ମଦାବାଦର ୟୁଏନ୍‌…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା ମୁଖ୍ୟ…

ଗବେଷଣା ପାଇଁ ଶରୀର ଦାନକଲେ ପରିବାର ବର୍ଗ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) ଖୋର୍ଦ୍ଧା ଜିଲା ପାତ୍ରପଡ଼ା ଅଞ୍ଚଳର ୬୪ ବର୍ଷୀୟ ଶ୍ରୀନିବାସ ମିଶ୍ରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଜୀବନ ଯୁଦ୍ଧରେ ହାରିଯାଇ ସେ ସବୁଦିନ ପାଇଁ ଚିରନିଦ୍ରାରେ ଶୋଇଯାଇଛନ୍ତି ସିନା, ହେଲେ ତାଙ୍କ ଶରୀର ତାଙ୍କ ପରି ଅନେକ ରୋଗୀଙ୍କ…

କୌପୀନଧାରୀଙ୍କ ଜେଲଭରୋ ଚେତାବନୀ

ଢେଙ୍କାନାଳ ଅଫିସ,୩୦।୧୨: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ଜିଲାର ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ସ୍ଥଳୀ ଯୋରନ୍ଦା ମହିମା ଗାଦିର ବିବାଦୀୟ ତୃତୀୟ ବେଢ଼ାରୁ କୌପୀନଧାରୀ ମହିମା ସମାଜର ଉପାସନାସ୍ଥଳୀ ଉଚ୍ଛେଦକୁ ମାସେ ବିତିଗଲାଣି। ହେଲେ କୌପୀନଧାରୀଙ୍କ ଦାବିକୁ ଅଣଦେଖା କରାଯାଉଛି। ତେଣୁ ନୀତିକାନ୍ତି…

ନୂଆବର୍ଷରୁ ଜଙ୍ଗଲ ସଫାରି

ଢେଙ୍କାନାଳ ଅଫିସ,୩୦ା୧୨: ଘଞ୍ଚ ଜଙ୍ଗଲରେ ରୋମାଞ୍ଚକର ଯାତ୍ରା। ବନ୍ୟପ୍ରାଣୀଙ୍କୁ ଅତି ନିକଟରୁ ଦେଖିବାର ମିଳିବ ସୁଯୋଗ। ପରିବେଶବିତ୍‌, ଓ୍ବାଇଲ୍ଡ ଲାଇଫ୍‌ ଫଟୋଗ୍ରାଫରଙ୍କ ସମେତ ସାଧାରଣ ପର୍ଯ୍ୟଟକ ମଧ୍ୟ ନେଇପାରିବେ ଏହାର ମଜା। ଏଥିଲାଗି ରାଜ୍ୟ ସରକାରଙ୍କ ସହାୟତାରେ ଢେଙ୍କାନାଳ ବନ ବିଭାଗ…

ବସ୍‌ଷ୍ଟାଣ୍ଡରେ ପରିବା ବେପାର

ଚମ୍ପୁଆ,୩୦ା୧୨(ଡି.ଏନ.ଏ): ଦୈନିକ ପରିବା ବଜାର ଥାଉ ଥାଉ ବେପାରୀଙ୍କର କିଣାବିକାର ଆଡ଼ା ପାଲଟିଛି ଚମ୍ପୁଆ ବସ୍‌ଷ୍ଟାଣ୍ଡ। ବେପାରୀମାନେ ବସ୍‌ଷ୍ଟାଣ୍ଡ ଭିତରେ ଚାଷୀଙ୍କଠୁ କାରବାର କରୁଛନ୍ତି। ଏପରିକି ବସ୍‌ ରହୁଥିବା ସ୍ଥାନ ଗୁଡିକ ମଧ୍ୟ ସକାଳ ସମୟରେ ବେପାରୀମାନଙ୍କ କବ୍‌ଜାରେ ରହୁଛି। ଏଠାରେ…

ସୁରକ୍ଷା ଅର୍ଥ ଯାଉଛି କୁଆଡ଼େ

ବାରିପଦା ଅଫିସ,୩୦ା୧୨: ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ନେଇ ପରିବେଶବିତ୍‌ମାନେ ଆଶଙ୍କା ବ୍ୟକ୍ତ କଲେଣି। ବନ୍ୟଜନ୍ତୁଙ୍କ ଅବାଧ ଶିକାର ଓ କାଠମାଫିଆଙ୍କ ଦୌରାତ୍ମ୍ୟକୁ ନେଇ ଶିମଳିପାଳ ଅଭୟାରଣ୍ୟ ଏବେ ସଙ୍କଟରେ। ଅସୁରକ୍ଷିତ ଓ ଦିଗହରା…

‘ଏହି ଦୁଃଖ ସମୟରେ ପୂରା ଦେଶ ପ୍ରଧାନମନ୍ତ୍ରୀଙ୍କ ସହ ଅଛି’

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ଦୁନିଆକୁ ଅଲବିଦା କହିଛନ୍ତି। ସେ ଶୁକ୍ରବାର ଭୋର ୩.୩୦ରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ହୀରାବେନଙ୍କ ଦେହାନ୍ତ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ମନ୍ତ୍ରୀ ସମବେଦନା…

୨ବର୍ଷ ପରେ ଝୁମିବ ରାଜଧାନୀ ରାତି: ରଙ୍ଗିନ ହେବ ଜିରୋ ନାଇଟ୍‌

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ନୂଆବର୍ଷକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହୋଇଗଲାଣି ରାଜଧାନୀ ଭୁବନେଶ୍ୱର। ବିଶେଷକରି ଜିରୋ ନାଇଟ୍‌ ପାଇଁ ସବୁଠି ଉତ୍କଣ୍ଠା ଓ ଉତ୍ସାହ ବାରିହୋଇପଡିଲାଣି। ୨ବର୍ଷ ପରେ ନାଚ, ଗୀତରେ ଝୁମିବ ସହର। ରଙ୍ଗିନ ହେବ ବିଦାୟ ଓ ସ୍ବାଗତ ସମୟର…

ପର ଘରେ ବାସନ ମାଜୁଥିଲେ ମୋଦିଙ୍କ ମା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ସକାଳେ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହୀରାବେନ ଗୁଜରାଟର ପାଲନପୁରରେ ଜନ୍ମଗ୍ରହଣ କରିଥିଲେ। ବିବାହ ପରେ ସେ ବଡ଼ନଗରକୁ ଚାଲିଯାଇଥିଲେ। ଯେତେବେଳେ ସେ ବିବାହ କରିଥିଲେ,…

ଗାନ୍ଧିନଗରରେ ହେବ ହୀରାବେନଙ୍କ ଅନ୍ତିମ ସଂସ୍କାର, ପୁଅ ପଙ୍କଜ ମୋଦିଙ୍କ ଘରେ ଶେଷ ଦର୍ଶନ

ଗାନ୍ଧିନଗର,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?