Home

ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ ସୁପାରିସ କଲେ ଡିଇଓ

ଜଗତ୍‌ସିଂହପୁର ଅଫିସ,୨୧ା୧୦: ନାଉଗାଁ ବ୍ଲକ ନୂଆଗାଁ ପଞ୍ଚାୟତ ଅଧୀନ ସୁଧକଣ୍ଠି ଗ୍ରାମସ୍ଥିତ କମଳଲୋଚନ ଉଚ୍ଚ ବିଦ୍ୟାଳୟ ପରିସରରେ ଗତ ୨ ତାରିଖ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଏହି ପରିସରସ୍ଥ ପୋଖରୀରେ ବିଦ୍ୟାଳୟର ୯ମ ଶ୍ରେଣୀ…

ମେକ୍ସିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରରେ ଧକ୍କା ହେବା ପରେ ନିକଟରେ ଥିବା କିଛି ଘରେ ଲାଗିଲା ନିଆଁ

ମେକ୍ସିକୋ ସିଟି,୨୧ ।୧୦: ନର୍ଥ ଆମେରିକାର ମେସ୍କିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରେନ୍ ତେଲ ଟ୍ୟାଙ୍କର ସହ ଧକ୍କା ହେବା ଫଳରେ ଏଥିରେ ନିଆଁ ଲାଗିଯାଇଛି । ଚାହୁଁ ଚାହୁଁ ଟ୍ରେନରେ…

ମହଙ୍ଗା ପଡ଼ିବ ଅଳସୁଆମୀ

ନୂଆଦିଲ୍ଲୀ,୨୧ା୧୦: ସୁସ୍ଥ ଶରୀର ପାଇଁ ବ୍ୟାୟାମ ଜରୁରୀ। ବିଶେଷକରି ଅତ୍ୟାଧୁନିକ ଜୀବନଶୈଳୀ ଯୋଗୁ ବିଭିନ୍ନ ପ୍ରକାର ଅସୁସ୍ଥତାରୁ ନିଜକୁ ରକ୍ଷା କରିବା ପାଇଁ ଏବେ ବ୍ୟାୟାମ ଅତ୍ୟାବଶ୍ୟକ ହୋଇପଡ଼ିଛି। ଜିମ୍‌, ପାର୍କ ତଥା ଘରେ ଏକ୍ସରସାଇଜକୁ ଆପଣାଉଥିବା ଲୋକଙ୍କ ସଂଖ୍ୟା ମଧ୍ୟ…

ବିଜେଡି ପାଇଁ କଣ୍ଟା ହୋଇପାରନ୍ତି ରାଜୁ

ଧାମନଗର, ୨୧।୧୦ (ଡି.ଏନ୍‌.ଏ):ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସହ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ପ୍ରଚାରରେ ଧାମନଗର କମ୍ପୁଛି। ବିଭିନ୍ନ ଅଞ୍ଚଳରୁ ଆସି ଏଠାରେ ଡେରା ପକାଇଥିବା ଭିନ୍ନ ଭିନ୍ନ ଦଳର ନେତୃବୃନ୍ଦ ପଥପ୍ରାନ୍ତ ସଭା, ପଦଯାତ୍ରା ମାଧ୍ୟମରେ…

ଘରେ ପଶିବା ପରେ ଚେତା: କୋଟିଆ ପଞ୍ଚାୟତରେ କାର୍ଯ୍ୟାଦେଶ ବାଣ୍ଟିଲା ବ୍ଲକ ପ୍ରଶାସନ

ପଟ୍ଟାଙ୍ଗୀ,୨୧ା୧୦(ଡି.ଏନ୍‌.ଏ.): ପଡ଼ୋଶୀ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ହୁଅନ୍ତୁ ବା ନେତା ମନ୍ତ୍ରୀ ବିଭିନ୍ନ ସମୟରେ ଓଡ଼ିଶାର ସୀମାନ୍ତ ଗ୍ରାମକୁ ଆସି ସେମାନଙ୍କ ଉପସ୍ଥିତି ଜାହିର କରୁଛନ୍ତି। ସ୍ଥାନୀୟ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ପଡ଼ୋଶୀ ରାଜ୍ୟ ବଳପୂର୍ବକ ପ୍ରବେଶ କରିବାକୁ ସାହସ…

ସୁପର-୧୨ରେ ଶ୍ରୀଲଙ୍କା, ନେଦରଲାଣ୍ଡ୍ସ

ଜିଲଙ୍ଗ(ଭିକ୍ଟୋରିଆ),୨୧ା୧୦(ପି.ଟି.): ଆଇସିସି ଟି୨୦ ବିଶ୍ୱକପ ମୁଖ୍ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ଶ୍ରୀଲଙ୍କା ଓ ନେଦରଲାଣ୍ଡ୍ସ। ଗ୍ରୁପ୍‌ ଏ’ରେ ସ୍ଥାନ ପାଇଥିବା ଦୁଇ ଦଳ ୩ ମ୍ୟାଚରୁ ଦୁଇଟି ଲେଖାଏ ବିଜୟ ସହିତ ସୁପର-୧୨ରେ ପ୍ରବେଶ କରିଛନ୍ତି। ଗୁରୁବାର ଶ୍ରୀଲଙ୍କା ନିଜ ଅନ୍ତିମ…

ଚାଷ ପ୍ରତି ବଢ଼ୁଛି ମହିଳାଙ୍କ ଆଗ୍ରହ

ସମ୍ବଲପୁର,୨୧ା୧୦(ବ୍ୟୁରୋ): ମହିଳା ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଇ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କୁ ତାଲିମ ଦେଇ ଆତ୍ମନିର୍ଭର କରାଯାଉଛି। ଏପରିସ୍ଥଳେ ସମ୍ବଲପୁର ଜିଲାରେ ଚାଷ ପ୍ରତି ମହିଳାଙ୍କ ଆଗ୍ରହ ବୃଦ୍ଧି ପାଉଥିବା ଦେଖାଯାଉଛି। ଏହା ଦ୍ୱାରା ସେମାନେ ରୋଜଗାରକ୍ଷମ…

ଅର୍ଚ୍ଚନା ଡର, ମୁହଁମୋଡ଼ି ପଳାଇଲେ ପୋଲିସ କମିଶନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବଡ଼ବଡିଆ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍‌ରେ ଫସାଇ ବିପୁଳ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ ହୋଇଥିବା ରହସ୍ୟମୟୀ ଅର୍ଚ୍ଚନା ନାଗ ଏବେ ଜେଲରେ ଦିନ କାଟୁଛନ୍ତି। ତେବେ ତାଙ୍କ ଲିଙ୍କ୍‌ରେ ଥିବା ତଥା…

ହାତୀମୃତ୍ୟୁ ବୃଦ୍ଧିକୁ ନେଇ ଉଦ୍‌ବେଗ

କଟକ ଅଫିସ,୨୧ା୧୦: ରାଜ୍ୟରେ ଅନିୟନ୍ତ୍ରିତ ହାତୀମୃତ୍ୟୁକୁ ରୋକିବା ନିମନ୍ତେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଓ ବନ ବିଭାଗ ଅଧିକାରୀଙ୍କୁ ନେଇ ଏକ ଜଏଣ୍ଟ ଟାସ୍କଫୋର୍ସ ଗଠନ କରାଯାଇଛି। ତଥାପି ହାତୀମୃତ୍ୟୁକୁ ରୋକାଯାଇପାରୁ ନାହିଁ। ତେଣୁ ଗୁରୁବାର ହାତୀମୃତ୍ୟୁ ସମ୍ପର୍କିତ ମାମଲାର ଶୁଣାଣିବେଳେ…

ଏକଲବ୍ୟ ବିଦ୍ୟାଳୟ ଜମି ଚିହ୍ନଟକୁ ଚାଷୀଙ୍କ ବିରୋଧ

ରାୟଗଡ଼ା ଅଫିସ,୨୧ା୧୦: ବହୁ ବିରୋଧ ପରେ ବି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ପ୍ରଧାନୀଗୁଡ଼ା ନିକଟରେ ପ୍ରଶାସନ ପକ୍ଷରୁ ଏକଲବ୍ୟ ଆଧୁନିକ ବିଦ୍ୟାଳୟ ନିମନ୍ତେ ଗୁରୁବାର ଜମି ଚିହ୍ନଟ ହୋଇଛି। ପୋଲିସ ଫୋର୍ସ ଉପସ୍ଥିତିରେ ଜିଲା ଓ ବ୍ଲକ…

ଜୟପୁର ଏୟାରପୋର୍ଟକୁ ଡିଜିସିଏର ଅନୁମତି

ଜୟପୁର,୨୧ା୧୦ (ନି.ପ୍ର.): ଜୟପୁରରୁ ସବୁଦିନିଆ ବିମାନ ଉଡିବା ନେଇ ଅନୁମତି ମିଳଛି। ଗୁରୁବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଉଡାନ ଯୋଜନାରେ ଡିଜିସିଏ ଏହି ଅନୁମତି ପ୍ରଦାନ କରଛି। ଅନୁମତି ପତ୍ର ବିଭାଗ ପକ୍ଷରୁ ଏନେଇ ଓଡିଶା ସରକାରଙ୍କୁ…

୬ ମାସରେ ୪୦% କମିଛି ଇସ୍ପାତ ମୂଲ୍ୟ

ନୂଆଦିଲ୍ଲୀ,୨୧।୧୦: ଚଳିତ ଆର୍ଥିକ ବର୍ଷ (୨୦୨୨-୨୩)ର ୨ୟ ତ୍ରୈମାସ ପରେ ଇସ୍ପାତ କ୍ଷେତ୍ରରେ କରାଯାଇଥିବା ସମୀକ୍ଷା ବୈଠକରୁ ଜଣାପଡିଛି, ଗତ ୬ ମାସ ମଧ୍ୟରେ ଇସ୍ପାତ ମୂଲ୍ୟ ପ୍ରାୟ ୪୦% ହ୍ରାସ ପାଇ ୫୭,୦୦୦ ଟଙ୍କାରେ ରହିଛି। ବିଶେଷ କରି ଇସ୍ପାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri