ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…
ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧) ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୭ମ ଶ୍ରେଣୀ…
ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା
ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି। ଗ୍ରୀଷ୍ମପ୍ରବାହ ପ୍ରବାହକୁ ଆଖି ଆଗରେ ରଖି ଜିଲାପ୍ରଶାସନ ପକ୍ଷରୁ ଜିଲାପାଳ ଡାକ୍ତର ଶୁଭଙ୍କର…
କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ
ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯାହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଖୁସିବ୍ୟକ୍ତ କରିଛନ୍ତି। ଯେଉଁ ଛାତ୍ରୀଛାତ୍ରଙ୍କ ଯେଉଁଦିନ…
ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ
ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ କରିଛି। ବ୍ଲକରେ କାର୍ଯ୍ୟରତ ତିନି ଜଣ କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ, ନିଜେ…
ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ
ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍ରୁ ୨୦ ଜୁନ୍ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଦେବ ଦମ୍ପତିଙ୍କ ଶୁଭବିବାହ ଶୀତଳଷଷ୍ଠୀ ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଯେଉଁଥିରେ…
ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା
ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ବସ ଚକ ତଳେ ପଡ଼ି ବାଇକ ଆରୋହୀ ମୃତ୍ୟୁବରଣ କରିଛନ୍ତି। ଘଟଣାସ୍ଥଳରେ ବାଇକ…
କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି
କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ କରିବା ସହ ନର୍ଲାରେ ଲୋକୋ ମୋଟିଭ…
ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…
ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ ଯୋଗୁ ଇରାନ ପୁନର୍ବାର ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ପ୍ରଣାଳୀ ଦେଇ…
ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…
ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ବିହାରର ରାଜନୈତିକ କରିଡରରେ ହଇଚଇ ସୃଷ୍ଟି କରିଛି ।…
‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ
ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ ମିଡିଆରେ ଏହି ମହିଳାଙ୍କ ଫଟୋ ସହିତ ଏକ ପୋଷ୍ଟ ସେୟାର କରି ଦାବି…
ସ୍କୁଲ ପାଇଁ ନୂଆ ଗାଇଡ୍ଲାଇନ୍ ଜାରିକଲେ ସରକାର
ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ସରକାର ଏମିତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ନୂଆ ନିର୍ଦ୍ଦେଶାବଳୀରେ…
ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ
ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି। ଆୟୋଜିତ ଗ୍ରାମସଭା ସ୍ଥାନୀୟ ସରପଞ୍ଚ ହେମଲତା ନାଏକଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲା ପାଳ…

