Home

ଏଲଓସି ନିକଟରେ ଏୟାରବେସ ନିର୍ମାଣ କରିବ ଭାରତୀୟ ବାୟୁସେନା…

ଗାନ୍ଧିନଗର,୧୯।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧିନଗରରେ ପ୍ରତିରକ୍ଷା ଏକ୍ସପୋ-୨୦୨୨ର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଭାରତ-ପାକିସ୍ତାନ ସୀମା ଏଲଓସି ନିକଟରେ ଥିବା ଦିସା ଠାରେ ଏକ ନୂତନ ଏୟାରବେସର ମୂଳଦୁଆ ପକାଇଛନ୍ତି। ସେ କହିଛନ୍ତି ଯେ ଏହି…

ଆତଙ୍କବାଦୀ କାର୍ଯ୍ୟକଳାପକୁ ଯଥାର୍ଥ କୁହାଯାଇ ପାରିବ ନାହିଁ…

ମୁମ୍ବାଇ,୧୯।୧୦ : ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିୟା ଗୁଟେରସ ବୁଧବାର ମୁମ୍ବାଇରେ ହୋଇଥିବା ୨୬/୧୧ ଆତଙ୍କବାଦୀ ଆକ୍ରମଣ ଘଟଣାରେ ନିହତ ହୋଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ସେ ଆତଙ୍କବାଦକୁ ସମ୍ପୂର୍ଣ୍ଣ ଖରାପ ବୋଲି କହିଥିଲେ ଏବଂ…

ଶିନ୍ଦେ-ଫଡନଭିସଙ୍କ ସହିତ ପାଓ୍ବାରଙ୍କ ରାତ୍ରଭୋଜନ…

ମୁମ୍ବାଇ,୧୯।୧୦ : ଅନ୍ଧେରୀ ଇଷ୍ଟ ଆସନରେ ଉପ-ନିର୍ବାଚନ ଏବଂ ବ୍ରିହନମୁମ୍ବାଇ ମୁନିସିପାଲ କର୍ପୋରେଶନ ନିର୍ବାଚନ ଯୋଗୁଁ ମହାରାଷ୍ଟ୍ରରେ ରାଜନୈତିକ କାର୍ଯ୍ୟକଳାପ ଜୋରଦାର ଜାରି ରହିଛି। ବର୍ତ୍ତମାନ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ସୁପ୍ରିମୋ ଶରଦ ପାୱାରଙ୍କ ରାତ୍ରଭୋଜନ ଯୋଜନା ରାଜ୍ୟ ରାଜନୀତିରେ ମୁଖ୍ୟ…

ଦିନିକିଆ ବିଶ୍ୱକପ୍‌ରୁ ଓହରିଯିବା ଲାଗି ପାକିସ୍ତାନର ଧମକ

କରାଚୀ,୧୯ା୧୦(ପି.ଟି.): ଭାରତ ନିରପେକ୍ଷ ଭେନ୍ୟୁରେ ଏସିଆ କପ୍‌ ଖେଳିବାକୁ ପସନ୍ଦ କରିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଏକଥା ପ୍ରକାଶ କରିବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ବିସିସିଆଇ ସଭାପତି, ସମ୍ପାଦକଙ୍କୁ ସମ୍ବର୍ଦ୍ଧିତ କଲା ଓସିଏ

ଭୁବନେଶ୍ୱର, ୧୯ା୧୦(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୯୧ତମ ବାର୍ଷିକ ସାଧାରଣ ବୈଠକ ମଙ୍ଗଳବାର ମୁମ୍ବାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପ୍ରତିନିଧିଭାବେ ସମ୍ପାଦକ ସଞ୍ଜୟ ବେହେରା ଯୋଗ ଦେଇଥିଲେ। ପରେ ସମ୍ପାଦକ ସଞ୍ଜୟ…

ବେଞ୍ଜେମା, ପୁଟେଲାସ୍‌ଙ୍କୁ ବାଲନ ଡି’ଅର ପୁରସ୍କାର

ପ୍ୟାରିସ, ୧୯ା୧୦(ଏପି): କରିମ ବେଞ୍ଜେମା ପୁରୁଷ ପ୍ରଥମ ଥର ବାଲାନ ଡି’ଅର ପୁରସ୍କାର ଲାଭ କରିଛନ୍ତି। ସିଜନରେ ରିଅଲ ମାଡ୍ରିଡର ଚାମ୍ପିୟନ୍ସ ଲିଗ୍‌ ଓ ସ୍ପାନିଶ ଟାଇଟଲ ହାସଲରେ ତାଙ୍କର ବିଶେଷ ଭୂମିକା ରହିଥିଲା। ସ୍ପାନିଶ ଖେଳାଳି ଆଲେକ୍ସିଆ ପୁଟେଲାସ୍‌ ବାର୍ସିଲୋନା…

‘ପଡ଼ିଆରୁ ମିଳିଥିବା ଶିକ୍ଷା ଗୁରୁତ୍ୱପୂର୍ଣ୍ଣ’

କଳିଙ୍ଗ ଷ୍ଟାଡିୟମରେ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ। ଏଠାରେ ଆୟୋଜକ ଭାରତ ଗ୍ରୁପ୍‌ ‘ଏ’ରେ ୩ଟି ମ୍ୟାଚ ଖେଳିଥିବାବେଳେ ଆମେରିକାଠାରୁ ୦-୮, ମରକ୍କୋଠାରୁ ୦-୩ ଓ ବ୍ରାଜିଲଠାରୁ ୦-୫ ଗୋଲରେ…

ଏନ୍‌ସିବି ଅଧିକାରୀଙ୍କ କାର୍ଯ୍ୟ ସନ୍ଦେହଜନକ ଥିଲା

ମୁମ୍ବାଇ,୧୯ା୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନ ଖାନ୍‌ ସମ୍ପୃକ୍ତ ଥିବା କ୍ରୁଜ୍‌ ଜାହାଜ ଡ୍ରାଗ୍ସ ଜବତ ମାମଲାର ତଦନ୍ତରେ ଅନେକ ଅନିୟମିତତା ହୋଇଥବା ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଏକ ଆଭ୍ୟନ୍ତରୀଣ ରିପୋର୍ଟରୁ ଜଣାପଡ଼ିଛି। ଏନ୍‌ସିବିର ୭-୮ ଜଣ…

ଦୀପାବଳି ଛୁଟି ପରେ ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯ା୧୦: ସୁପ୍ରିମକୋର୍ଟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ବିଚାରାଧୀନ ଥିବାରୁ ଏ ସମ୍ପର୍କିତ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରାଯାଇନାହିଁ ବୋଲି ମଙ୍ଗଳବାର ଓଡ଼ିଶା ଲୋକାୟୁକ୍ତ ଶୀର୍ଷ ଅଦାଲତଙ୍କୁ ଅବଗତ କରାଇଛନ୍ତି। ଲୋକାୟୁକ୍ତଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରବୀନ୍ଦ୍ର ଶ୍ରୀବାସ୍ତବ…

ହିମାଚଳ ପ୍ରଦେଶରେ ଭାଜପାର ନୂଆ ପ୍ରାର୍ଥୀ ଚୟନ ସୂତ୍ର, ପରିବାରର ଜଣକୁ ଟିକଟ-୭୫ ବର୍ଷରୁ ଅଧିକଙ୍କୁ ନିର୍ବାଚନ ଲଢ଼ିବା ମନା…

ଶିମଲା,୧୯।୧୦ : ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୬୨ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇଛି। ଅନେକ ଭେଟେରାନ ଏହି ତାଲିକାରେ ସ୍ଥାନ ପାଇଥିବାବେଳେ କେତେକଙ୍କୁ ମଧ୍ୟ କାଟି ଦିଆଯାଇଛି। ହିମାଚଳ ଭାଜପା ସୂତ୍ରରୁ ପ୍ରକାଶ ଯେ…

ଭୂପେଶ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୯ା୧୦: ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଭୂପେଶ ବଘେଲ। ସରକାର ବିରୋଧୀ ହାଓ୍ବାକୁ ନେଇ ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ ପ୍ରକାଶିତ ତ୍ରୟମାସିକ ରିପୋର୍ଟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ନାମ ଶୀର୍ଷରେ ରହିଛି। ଭୂପେଶ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଆସନ ଅଧିକାର କରିବା…

୩୨ ଏକର ଜମିର ମାଲିକ ମାଙ୍କଡ଼

ମୁମ୍ବାଇ: ମହାରାଷ୍ଟ୍ରର ଓସ୍‌ମାନାବାଦ୍‌ର ଉପଲା ଗ୍ରାମବାସୀ ମାଙ୍କଡ଼ଙ୍କ ନାଁରେ ୩୨ ଏକର ଜମି ରେଜିଷ୍ଟର କରିଛନ୍ତି। ଶତାଧିକ ମାଙ୍କଡ଼ ଏହି ସ୍ଥାନରେ ରହୁଥିବାବେଳେ ଖାଦ୍ୟ ସନ୍ଧାନରେ ସେମାନେ ଗାଁ ଭିତରକୁ ମଧ୍ୟ ଚାଲିଆସିଥାନ୍ତି। ତେବେ ଉପଲା ଗ୍ରାମର ଲୋକେ ସେମାନଙ୍କୁ ନିରାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri