Home

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ ବିଶ୍ଳେଷଣରୁ ଜଣାପଡ଼ିଛି, ତମାଖୁ ବର୍ଜନ ଦ୍ୱାରା ଭାରତର ୧୧.୫ ପ୍ରତିଶତ ଅର୍ଥାତ୍‌ ୨୦.୫…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ। ଭାରତ କେବେ ବି କୌଣସି ପ୍ରକାରର ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ ପ୍ରେମିକଙ୍କ ଏପରି ଘନ ଘନ ଚେତାବନୀ ଶୁଣି ଡରିଯାଇଥିଲେ ଦେଖଣାହାରି। ଖବରପାଇ ପହଞ୍ଚିଥିଲା…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ କରିଛି। ଗୋବିନ୍ଦପୁର ଥାନା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ତାଙ୍କ ଘରୁ ଗିରଫ କରିଥିଲା।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ ପୋଷ୍ଟ ଗ୍ରାଜୁଏଟ୍‌ ମାଷ୍ଟର୍ସ ଇନ୍‌ ବିଜ୍‌ନେସ୍‌ ଆଡ୍‌ମିନିଷ୍ଟ୍ରେଶନ ସମାପ୍ତ କରିଛନ୍ତି। ଆମେରିକାର ୟୁନିଭର୍ସିଟି…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ ଭାରତୀୟ ପୁଞ୍ଜିବଜାର ଅସ୍ବାଭାବିକ ସ୍ଥିତିରେ ରହିଛି। ଅସ୍ଥିର ବଜାରକୁ ଦେଖି କେବଳ ବିଦେଶୀ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ ସସ୍ମିତା ଓରଫ ଡଲି ଦାସ (୨୪)ଙ୍କୁ ଜଗତ୍‌ସିଂହପୁର-ବାଲିକୁଦା ରାସ୍ତାର ପାକନପୁର ୱେର ହାଉସ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ ଏହି ପ୍ରକଳ୍ପ ଶୁଖିଲା ଅବସ୍ଥାରେ ପଡ଼ିଛି। ଅପରପକ୍ଷରେ ଅଙ୍ଗନଦୀରେ ଥିବା ନାଗେନ ଦର୍ହାର…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ ହେବ କରାଯାଉଛି। ଏଠାରେ ସରକାରୀ ଗାଇଡ୍‌ ଲାଇନକୁ ଉଲ୍ଲଂଘନ କରି କାମ କରାଯାଉଥିବା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆସନ୍ତା ୨୫…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ ନେଇ କ୍ରୋଧିତ ହୋଇ ତାଙ୍କ ନିଜ ପ୍ରେମିକଙ୍କ ବିରୁଦ୍ଧରେ ଏକ କଠୋର ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?