ଶାସକ ମେଣ୍ଟରେ ସଙ୍କଟ ଆଶଙ୍କା, ସୀମା ବିବାଦ ନେଇ ଶିନ୍ଦେ-ଫଡନାଭିସଙ୍କ ମଧ୍ୟରେ ବଢ଼ିଲା ଦୂରତା…
ମୁମ୍ବାଇ,୨୬।୧୨ : ସୀମା ବିବାଦକୁ ନେଇ ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ ଶେଷ ହୋଇ ନଥିଲା ବେଳେ ବର୍ତ୍ତମାନ ଏହି ପ୍ରସଙ୍ଗରେ ସରକାରରେ ବିଭାଜନ ହେବାର ଖବର ଆସିବା ଆରମ୍ଭ କରିଛି। ସର୍ବଶେଷ ମାମଲା କର୍ନାଟକରେ ପଡୁଥିବା ଅଞ୍ଚଳ…
ଜୋତା ଶୋ’ରୁମ୍ରେ ବୋମାମାଡ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଭୁବନେଶ୍ୱରରେ ଏକ ଜୋତା ଶୋ’ରୁମ୍ରେ ବୋମା ମାଡ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି। ସୂଚନାଯୋଗ୍ୟ, ସହିଦନଗର ରୁପାଲି ଛକ ନିକଟରେ ଥିବା ଡଲଫିନ ଜୋତା ଶୋ’ରୁମରେ…
ଟେଷ୍ଟଠାରୁ ଟି-୨୦ ପର୍ଯ୍ୟନ୍ତ ସବୁଠି ଭାରତର ଦବ୍ଦବା
ନୂଆଦିଲ୍ଲୀ,୨୬।୧୨: ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ଏହାସହ ଟିମ ଇଣ୍ଡିଆ ୨୦୨୨ ବର୍ଷର ଶେଷ ଟେଷ୍ଟ ସିରିଜ ଏବଂ ଶେଷ ମ୍ୟାଚ ଜିତିଥିଲା। ଯଦି ଟିମ ଇଣ୍ଡିଆର ଚଳିତବର୍ଷର ସମଗ୍ର ପ୍ରଦର୍ଶନକୁ ଦେଖାଯାଏ,…
କରୋନା ଆକ୍ରାନ୍ତଙ୍କଠାରେ ମିଶ୍ରିତ ସ୍ବରୂପରେ ବୃଦ୍ଧି, ୩ ମାସରେ ୭.୫ରୁ ୫୮ ପ୍ରତିଶତ ଛୁଇଁଛି…
ନୂଆଦିଲ୍ଲୀ,୨୬।୧୨ : ବିଭିନ୍ନ କରୋନା ଭାରିଆଣ୍ଟ ଏବଂ ଏହାର ଚିକିତ୍ସା ପ୍ରଭାବ ବିଷୟରେ ଇନସାକଗ୍ର ରିପୋର୍ଟ ପ୍ରକାଶ ପାଇଛି। ଏହା ଅନୁଯାୟୀ ଭାରତୀୟ କରୋନା ଆକ୍ରାନ୍ତଙ୍କଠାରେ ବିଭିନ୍ନ ପ୍ରକାରର ମିଶ୍ରିତ ସ୍ବରୂପ ପ୍ରକାଶିତ ହୋଇଛି। ସମ୍ପ୍ରତି, ଜେନୋମ କ୍ରମର ରିପୋର୍ଟ ରାଜ୍ୟମାନଙ୍କ…
କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ଜୋରଦାର ପ୍ରସ୍ତୁତି…
ନୂଆଦିଲ୍ଲୀ,୨୬।୧୨ : ପୃଥିବୀର ବିଭିନ୍ନ ଦେଶରେ ବଢୁୁଥିବା କୋଭିଡ ମାମଲାକୁ ଦୃଷ୍ଟିରେ ରଖି ଦେଶରେ କୋଭିଡର ନୂତନ ବିପଦ ସମ୍ପର୍କରେ କେନ୍ଦ୍ର ସରକାର ପୁଣି ଚେତାବନୀ ଦେଇଛନ୍ତି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ଉପରେ ନଜର ରଖିବାକୁ କେନ୍ଦ୍ର ସରକାର ସମସ୍ତ…
ଚାଇନାରେ କରୋନା ତାଣ୍ଡବ: ଦିନକୁ କୋଟିଏରୁ ଅଧିକ ଆକ୍ରାନ୍ତ ଚିହ୍ନଟ-ଦୈନିକ ମୃତ୍ୟୁ ସଂଖ୍ୟା ୩୦ ହଜାର ପାର…
ବେଜିଂ,୨୬।୧୨ : ଚାଇନାରେ ପ୍ରତିଦିନ ଏକ କୋଟିରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହେଉଥିବାବେଳେ ୩୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଆସନ୍ତା ୯୦ ଦିନ ମଧ୍ୟରେ ଚାଇନାରେ ପ୍ରାୟ ୯୦୦ ନିୟୁତ ଲୋକ ସଂକ୍ରମଣର ଶିକାର…
କୋବି ଗୋଟାକୁ ୩ ଟଙ୍କା
ଜଳେଶ୍ୱର, ୨୬ା୧୨(ଡି.ଏନ.ଏ.):ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ କୋବି ଚାଷୀମାନେ ଉଚିତ୍ ମୂଲ୍ୟ ନ ପାଇ ହତାଶ ହୋଇପଡିଛନ୍ତି। ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ଫୁଲ ଓ ବନ୍ଧାକୋବି ଗୋଟାକୁ ୩ଟଙ୍କାରେ ବିକ୍ରି କରି ବ୍ୟାପକ କ୍ଷତି ସହୁଛି। ୧ ଏକର…
୨୦୨୩ ନିର୍ବାଚନରେ ଇମ୍ରାନଙ୍କ ବିରୋଧରେ ଲଢ଼ିବେ ନଓ୍ବାଜ ଶରିଫ…
ଇସଲାମାବାଦ,୨୬।୧୨ : ଆସନ୍ତା ୨୦୨୩ ବର୍ଷରେ ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଶେହବାଜ ଶରିଫ ସରକାରରେ ଗୃହମନ୍ତ୍ରୀ ରାଣା ସନାଉଲ୍ଲା ନୱାଜ ଶରିଫଙ୍କ ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି ଯାହା ଉପରେ ପାକିସ୍ତାନର ରାଜନୈତିକ ବାତାବରଣ ଉଷ୍ଣତା ସୃଷ୍ଟି…
ଦିବ୍ୟାଙ୍ଗ ଦୁଃସାହସିକ କ୍ରୀଡ଼ା ଶିବିରରେ ଓଡ଼ିଶାରୁ ୧୧
ଭୁବନେଶ୍ୱର,୨୬ା୧୨(ସ୍ପୋଟର୍ସ ବ୍ୟୁରୋ): ପଶ୍ଚିମବଙ୍ଗ ରାଜ୍ୟ କ।ଲିମ ପୋଙ୍ଗ ଜିଲାର ଦୁର୍ଗମ ଜଙ୍ଗଲ ଓ ପାହାଡ଼ଭରା ଦାରସିଂ ଅଞ୍ଚଳରେ ଡିସେମ୍ବର ୧୮ରୁ ୨୩ ଯାଏ ଅନୁଷ୍ଠିତ ହୋଇଛି ଜାତୀୟ ଦୁଃସାହସିକ କ୍ରୀଡ଼ା ଓ ପ୍ରକୃତିକୁ ଚିହ୍ନିବା ଶିବିର। ୭ରୁ ୨୫ ବୟସ ବର୍ଗର…
ଅଦିତି, ସାର୍ଥକ, ଅଙ୍କିତ, ଅର୍ଣ୍ଣବ ଚାମ୍ପିୟନ୍
ଭୁବନେଶ୍ୱର,୨୬ା୧୨(ସ୍ପୋଟର୍ସ ବ୍ୟୁରୋ): ପ୍ରଥମ ପ୍ରସନ୍ନ କୁମାର ମଲ୍ଲିକ ଶିଶୁ ସ୍ମୃତି ଚେସ୍ ଚାମ୍ପିୟନଶିପ୍ରେ ବିଭିନ୍ନ ବୟସ ବର୍ଗରେ ଅଦିତି, ସାର୍ଥକ, ଅଙ୍କିତ, ଅର୍ଣ୍ଣବ ଚାମ୍ପିୟନ୍ ଆଖ୍ୟା ଅର୍ଜନ କରିଛନ୍ତି। ୭ ବର୍ଷରୁ କମ୍ ବୟସ ବର୍ଗରେ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଅଦିତି ମହାରଣା…
ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଅନୁଗୋଳ ଅଫିସ, ୨୬ା୧୨ : ଅନୁଗୋଳ ଜିଲା କ୍ରିକେଟ ସଂଘର ରୌପ୍ୟ ଜୟନ୍ତୀ ଅବସରରେ ଆୟୋଜିତ ସର୍ବଭାରତୀୟ ଅନୁଗୋଳ କପ୍ କ୍ରିକେଟ୍ ପ୍ରତିଯୋଗିତା ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ଅନୁଗୋଳ କ୍ରିକେଟ୍ କ୍ଲବକୁ ହରାଇ କଟକର ୟୁନିୟନ ସ୍ପୋର୍ଟିଂ ଟିମ୍…
ରାଉରକେଲାରେ ଟିକେଟ୍ ଶେଷ
ଭୁବନେଶ୍ୱର,୨୬ା୧୨(ସ୍ପୋଟର୍ସ ବ୍ୟୁରୋ): ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଆୟୋଜିତ ହେବାକୁଥିବା ହକି ବିଶ୍ୱକପ୍କୁ ନେଇ ଫ୍ୟାନ୍ଙ୍କ ମଧ୍ୟରେ ଦେଖାଦେଇଛି ପ୍ରବଳ ଉତ୍ସାହ। ସମଗ୍ର ବିଶ୍ୱର ନଜର ଏହି ଟୁର୍ନାମେଣ୍ଟ ଉପରେ ରହିଛି। ବିଶ୍ୱର ୧୬ଟି ଶକ୍ତିଶାଳୀ…

