Home

ଅର୍ଚ୍ଚନାଙ୍କ ହାତ ଲେଖା ନେଲା ପୋଲିସ୍‌

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ହସ୍ତାକ୍ଷର ନେଇଛି କମିଶନରେଟ ପୋଲିସ। ତାଙ୍କ ଡାଏରୀର ଲେଖା ସହ ହସ୍ତାକ୍ଷର ମେଳ କରିବାକୁ ଶନିବାର ଝାରପଡ଼ା ଜେଲରୁ ନମୁନା ଅଣାଯାଇଛି। ଏହାଫଳରେ କୋର୍ଟରେ ଦେବା ଲାଗି ଏକ ବଳିଷ୍ଠ ପ୍ରମାଣ ପୋଲିସ ପାଖରେ…

ସମ୍ପୂର୍ଣ୍ଣ ଲକ୍‌ଡାଉନ ମୁହାଁ ଚାଇନା, ଜିନପିଙ୍ଗଙ୍କ ନିଷ୍ପତ୍ତିକୁ ଅପେକ୍ଷା…

ବେଜିଂ,୨୪।୧୨ : ଚାଇନାରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦିନକୁ ଦିନ ବିଗିଡୁଥିବା ପରିସ୍ଥିତି ମଧ୍ୟରେ ଖବର ଆସୁଛି ଯେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଶନିବାର କିମ୍ବା ରବିବାର ପ୍ରଥମ ଥର ପାଇଁ କୋଭିଡ ସମୀକ୍ଷା ବୈଠକ କରିପାରନ୍ତି।…

ୟୁକ୍ରେନ ଉପରେ ରୁଷିଆର ପୁଣି ଆକ୍ରମଣ: ୫ ମୃତ, ୩୫ ଆହତ

କିଭ୍‌,୨୪ା୧୨: ରୁଷିଆ ପୁଣି ୟୁକ୍ରେନ ଉପରେ ଶନିବାର ଆକ୍ରମଣ କରିଛି। ଅଧିକାରୀମାନେ କହିଛନ୍ତି, ନିକଟରେ ମୁକ୍ତ ହୋଇଥିବା ୟୁକ୍ରେନ ସହର ଖେର୍ସନ ଉପରେ ରୁଷିଆ ଆଜି ଆକ୍ରମଣ କରିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି।…

ଚାଇନାରେ କରୋନା ବେକାବୁ: ଗୋଟିଏ ଦିନରେ ୩ କୋଟି ୭୦ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ…

ବେଜିଂ,୨୪।୧୨ : ଚାଇନାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ବ୍ଲୁମବର୍ଗ ଅନୁସାରେ ଚାଇନା ସରକାରଙ୍କ ସର୍ବୋଚ୍ଚ ସ୍ବାସ୍ଥ୍ୟ ପ୍ରାଧିକରଣର ଆକଳନ ଅନୁଯାୟୀ, ଏହି ସପ୍ତାହରେ ଗୋଟିଏ ଦିନରେ ଚାଇନାରେ ପ୍ରାୟ ୩ କୋଟି ୭୦ ଲକ୍ଷ ନୂଆ କରୋନା ଆକ୍ରାନ୍ତଙ୍କୁ…

ରୋମାଞ୍ଚକର ସ୍ଥିତିରେ ଢାକା ଟେଷ୍ଟ: ୫୦ ନପୂରୁଣୁ ୪ ଉଇକେଟ ହରାଇଲା ଭାରତ

ଢାକା,୨୪।୧୨: ରେମାଞ୍ଚକର ସ୍ଥିତିରେ ପହଞ୍ଚିଛି ଢାକା ଟେଷ୍ଟ। ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତକୁ ବିଜୟ ଲାଗି ୧୪୫ ରନ୍‌ର ଟାର୍ଗେଟ ମିଳିଛି। ତେବେ ଶନିବାର ତୃତୀୟ ଦିନର ଖେଳ ଶେଷ ସୁଦ୍ଧା ଭାରତୀୟ ଟିମ୍‌ ୪ ଉଇକେଟ ହରାଇ ୪୫…

ଚାଇନା ଅଧିକାରୀଙ୍କ ମନ୍ତବ୍ୟକୁ ସେନସର କରାଗଲା, ଦେଶରୁ ବାହାରକୁ ଯିବନି କରୋନା ତଥ୍ୟ !…

ବେଜିଂ,୨୪।୧୨ : ଚାଇନାର ଜଣେ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀ କହଥିଲେ ଯେ ଚାଇନାର ଏକ ସହରରେ ପ୍ରତିଦିନ ପାଞ୍ଚ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି। ତେବେ ସ୍ବାସ୍ଥ୍ୟ ଅଧିକାରୀଙ୍କ ଏହି ମନ୍ତବ୍ୟକୁ ତୁରନ୍ତ ସେନ୍ସର କରାଯାଇଥିଲା। କିଙ୍ଗଦାଓ୍ବଠାରେ ଶାସକ କମ୍ୟୁନିଷ୍ଟ…

ସମୁଦ୍ରରେ ଓଲଟିଲା ଡଙ୍ଗା, ୫ ଗୁରୁତର

ପାରାଦୀପ,୨୪ା୧୨(ସ୍ବ.ପ୍ର.): ଶନିବାର ପାରାଦୀପ ସମୁଦ୍ରରେ ଡଙ୍ଗା ଓଲଟି ପଡ଼ିବାରୁ ୫ ମତ୍ସ୍ୟଜୀବୀ ଗୁରୁତର ହୋଇଛନ୍ତି। ଡଙ୍ଗା ଓଲଟି ପଡ଼ିବା ପରେ ଲହଡ଼ିରେ ଭାସି ଯାଇ ପଥର ଚଟାଣରେ ମାଡ଼ ହେବାରୁ ମତ୍ସ୍ୟଜୀବୀଙ୍କ ମୁଣ୍ଡ ଓ ଶରୀରରେ ଆଘାତ ଲାଗିଛି। ଗୁରୁତର ମତ୍ସ୍ୟଜୀବୀଙ୍କୁ…

ଲାହୋର-କରାଚି ବିନା ଭାରତ ଅସମ୍ପୂର୍ଣ୍ଣ: ଆରଏସଏସ ନେତା…

ନୂଆଦିଲ୍ଲୀ,୨୪।୧୨ : ମୁସଲିମ ରାଷ୍ଟ୍ରିୟ ମଞ୍ଚ ଠିକ ୨୦ବର୍ଷ ପୂର୍ବେ ୨୪ ଡିସେମ୍ବର ୨୦୦୨ ରେ ଗଠିତ ହୋଇଥିଲା। ଯେଉଁମାନେ ଏହାକୁ ଆରମ୍ଭ କରିଥିଲେ ସେମାନଙ୍କ ମଧ୍ୟରେ ପୂର୍ବତନ ଆରଏସଏସ ସଂଘ ପ୍ରମୁଖ କେସି ସୁଦର୍ଶନ, ସଂଗଠନର ବରିଷ୍ଠ ନେତା ଇନ୍ଦ୍ରେଶ…

ଭାରତ ଯୋଡୋ ଯାତ୍ରାରେ କମଲ ହାସନ…

ନୂଆଦିଲ୍ଲୀ,୨୪।୧୨ : କୋଭିଡ ପ୍ରୋଟୋକଲ ପାଳନ କରିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆବେଦନ ମଧ୍ୟରେ ଶନିବାର ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ ସହ ହଜାର ହଜାର ଲୋକ କଂଗ୍ରେସର ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ସହ ଅଭିନେତା-ରାଜନେତା କମଲ ହାସନ ମଧ୍ୟ…

ମକ୍କାରେ ବାଦଲ ଫଟା ବର୍ଷା, ରାସ୍ତାରେ ବୁଡ଼ିଗଲା ଶହ ଶହ ଗାଡ଼ି…

ମକ୍କା,୨୪।୧୨ : ସୌଦି ଆରବର ମକ୍କା ସହରରେ ପ୍ରବଳ ବାଦଲ ଫଟା ବର୍ଷା ପରେ ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଯୋଗୁ ବ୍ୟାପକ କ୍ଷତି ଘଟିଛି। ମକ୍କାରୁ ଆସିଥିବା ଭିଡିଓରେ ଏହା ସ୍ପଷ୍ଟ ଭାବରେ ଦେଖାଯାଇଛି ଯେ, ମୁଷଳଧାରା ବର୍ଷା…

କମଳା ଶତପଥୀଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଲେଖିକା କମଳା ଶତପଥୀ ଅନୁବାଦ ପାଇଁ ୨୦୨୨ର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ। ତେଲୁଗୁ ଉପନ୍ୟାସ ‘ଭେନ୍ଦି ମେଘମ’ ପୁସ୍ତକର ଓଡ଼ିଆ ଅନୁବାଦ ‘ସୁନେଲି ବାଦଲ’ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ମୂଳ ତେଲୁଗୁ ପୁସ୍ତକର…

ପିଲାଦିନୁ ମା’ବାପାଙ୍କୁ ହରାଇଥିଲେ, କ୍ରିକେଟ ହିଁ ପାଲଟିଥିଲା ବନ୍ଧୁ; ଆଇପିଏଲ୍‌ ନିଲାମି ପରେ ହେଲେ କୋଟିପତି…

ଶ୍ରୀନଗର,୨୪।୧୨: ଆଇପିଏଲ୍‌ ୨୦୨୩ ଲାଗି ଅନୁଷ୍ଠିତ ମିନି ଅକ୍ସନରେ ଜମ୍ମୁ-କଶ୍ମୀରର ବିବ୍ରାନ୍ତ ଶର୍ମାଙ୍କୁ କିଣିଛି ସନରାଇଜର୍ସ ହାଇଦ୍ରାବାଦ। ଏହି ୨୩ ବର୍ଷୀୟ କ୍ରିକେଟରଙ୍କ ବେସ୍‌ ପ୍ରାଇସ୍‌ ୨୦ ଲକ୍ଷ ଟଙ୍କା ଥିବା ବେଳେ ତାଙ୍କୁ ୨.୬ କୋଟି ଟଙ୍କାରେ କିଣାଯାଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?