Home

ଜେଇଇ ଆଡ୍‌ଭାନ୍ସରେ ଆକାଶ ବାଇଜୁସ୍‌ର ସଫଳତା

ଭୁବନେଶ୍ୱର,୧୨।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆକାଶ ବାଇଜୁସ୍‌ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜେଇଇ ଆଡ୍‌ଭାନ୍ସଡ ଫଳାଫଳରେ ବଡ଼ ସଫଳତା ହାସଲ କରିଛି। ଉକ୍ତ ଯୋଗ୍ୟତା ପାଇଁ ଆଶାୟୀ ଛାତ୍ରୀଛାତ୍ରମାନେ ଜେଇଇ ଆଡ୍‌ଭାନ୍ସଡ ପରୀକ୍ଷା ଦେଇଥିଲେ। ରବିବାର ନ୍ୟାଶନାଲ ଟେଷ୍ଟିଂ…

ଦିବ୍ୟାଂଶୁ ମଲୁ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ରବିବାର ଜେଇଇ ଆଡ୍‌ଭାନ୍ସଡ୍‌ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ବମ୍ବେ ପକ୍ଷରୁ ପରୀକ୍ଷା ଫଳ ଘୋଷଣା କରାଯିବା ସହ jeeadv.ac.in ୱେବ୍‌ସାଇଟ୍‌ରେ ମଧ୍ୟ ଉପଲବ୍ଧ କରାଯାଇଛି। ଆଇଆଇଟି ବମ୍ବେ ଜୋନ୍‌ର ଆର୍‌. କେ.…

ଦୁଲୀପ୍‌ ଟ୍ରଫି: ସେମିରେ ଉତ୍ତରାଞ୍ଚଳ, ପଶ୍ଚିମାଞ୍ଚଳ

ଚେନ୍ନାଇ/ ପୁଡୁଚେରୀ, ୧୨ା୯ (ପିଟି) : ଦୁଲୀପ୍‌ ଟ୍ରଫିର ସେମି ଫାଇନାଲରେ ଉତ୍ତରାଞ୍ଚଳ ଓ ପଶ୍ଚିମାଞ୍ଚଳ ଜୋନ୍‌। ଚେନ୍ନାଇରେ ପଶ୍ଚିମାଞ୍ଚଳ ଓ ଉତ୍ତର ପୂର୍ବାଞ୍ଚଳ ମଧ୍ୟରେ ମ୍ୟାଚ ଖେଳାଯାଇଥିବା ବେଳେ ପୁଡୁଚେରୀରେ ଉତ୍ତରାଞ୍ଚଳ ଓ ପୂର୍ବାଞ୍ଚଳ ମ୍ୟାଚ ଖେଳା ଯାଇଥିଲା। ଅଜିଙ୍କ୍ୟ…

ସଦସ୍ୟ ଅଭାବ: ଚାଲିପାରୁନି ସେଲ୍‌ସ ଟ୍ୟାକ୍ସ ଟ୍ରିବ୍ୟୁନାଲ

କଟକ ଅଫିସ ୧୨ା୯: ଅଧିକାରୀ ଏବଂ କର୍ମଚାରୀ ଅଭାବରୁ ରାଜ୍ୟ ଅର୍ଥ ବିଭାଗ ଅଧୀନରେ ଥିବା ବିକ୍ରିକର ନ୍ୟାୟାଧିକରଣ(ସେଲ୍‌ସ ଟ୍ୟାକ୍ସ ଟ୍ରିବ୍ୟୁନାଲ) ଦୀର୍ଘ ଦିନ ହେବ ଅଚଳାବସ୍ଥାରେ ରହିଛି। ଫଳରେ ଏଥିରେ ବିଚାର ଅପେକ୍ଷାରେ ଥିବା ମାମଲା ସଂଖ୍ୟା ଦିନକୁ ଦିନ…

ସ୍ବିଟେକ୍‌ଙ୍କୁ ମହିଳା ସିଙ୍ଗଲ୍ସ ଟାଇଟଲ

ନ୍ୟୁୟର୍କ,୧୨ା୯(ପିଟି) : ଇଗା ସ୍ବିଟେକ୍‌ ଜିତିଲେ ୟୁଏସ୍‌ ଓପନ ମହିଳା ସିଙ୍ଗଲ୍ସ ଟାଇଟଲ୍‌। ଟ୍ୟୁନିସିଆର ଓନ୍ସ ଜାବେରଙ୍କୁ ପରାସ୍ତ କରି ନିଜ କ୍ୟାରିୟରର ତୃତୀୟ ଗ୍ରାଣ୍ଡସ୍ଲାମ ହାସଲ କରିଛନ୍ତି। ପୂର୍ବରୁ ଦୁଇଥର ରୋଲାଣ୍ଡ ଗ୍ୟାରସ୍‌(ଫ୍ରେଞ୍ଚ ଓପନ) ଜିତି ସାରିଥିବା ସ୍ବିଟେକ୍‌ ଶନିବାର…

ଯୁଦ୍ଧଜାହାଜ ତାରାଗିରିର ଜଳାବତରଣ

ମୁମ୍ବାଇ,୧୨।୯ : ମାଜାଗାଁଓ ଡକ୍‌ ଶିପ୍‌ବିଲ୍ଡର୍ସ ଲିମିଟେଡ ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ନୀଳଗିରି ଶ୍ରେଣୀର ଦ୍ରୁତଗାମୀ ଯୁଦ୍ଧଜାହାଜ ତାରାଗିରି ରବିବାର ସକାଳେ ମୁମ୍ବାଇରେ ଜଳାବତରଣ କରିଛି। ପ୍ରୋଜେକ୍ଟ ୧୭ଏର ଏହା ତୃତୀୟ ଷ୍ଟିଲ୍‌ଥ ଯୁଦ୍ଧଜାହାଜ ଯେଉଁଥିରେ କ୍ଷେପଣାସ୍ତ୍ର ମୁତୟନ କରାଯିବ।…

ତୁମକୁ କ୍ଷମା କରୁଛି, ଭୁଲି ପାରିବିନି

ଓ୍ବାଶିଂଟନ,୧୨ା୯: କ୍ରାଇମ୍‌ ଡ୍ରାମା ‘ସିଏସ୍‌ଆଇ: ମାଇଆମି’ ଅଭିନେତ୍ରୀ ଏଭା ଲାରୁଙ୍କ ପଛରେ ୧୨ ବର୍ଷ ଧରି ପଡ଼ିଥିଲେ ଜଣେ ଅପରାଧୀ। ଏଭା ଓ ତାଙ୍କ ଝିଅ କାୟାଙ୍କୁ ବଳାତ୍କାର ପରେ ହତ୍ୟା କରିବାକୁ ସେ ବାରମ୍ବାର ଧମକ ଦେଉଥିଲେ। ମା’ ଝିଅ…

ମଣିଷ ପିଲା ପରି କ୍ଷୀର ପିଉଛି କୁକୁର, ଭିଡିଓ ଦେଖିଲେ…

କୁକୁର ଏବଂ ମଣିଷ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର। କୁକୁରମାନେ ଯେତେ ବଡ଼ ହେଲେ ମଧ୍ୟ ସେମାନେ ନିଜ ମାଲିକଙ୍କ ସାମ୍ନାରେ ସବୁବେଳେ ଛୋଟ ପିଲାଙ୍କ ପରି ବ୍ୟବହାର ଦେଖାଇଥାନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ କୁକୁରଟି…

ଆଜି ୨୦୦ ପିଆଇଏଲ୍‌ ଶୁଣାଣି

ନୂଆଦିଲ୍ଲୀ,୧୨ା୯: ସୁପ୍ରିମକୋର୍ଟରେ ସୋମବାର ୨୦୦ରୁ ଊର୍ଦ୍ଧ୍ୱ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ର ଶୁଣାଣି କରାଯିବ। ଏହା ମଧ୍ୟରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲା ହେଉଛି ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଇଣ୍ଡିଆନ୍‌ ୟୁନିୟନ୍‌ ଅଫ୍‌ ମୁସଲିମ୍‌ ଲିଗ୍‌ (ଏଆଇୟୁଏମ୍‌ଏଲ୍‌)…

ରୁଷୀୟ ସୈନ୍ୟଙ୍କ ଛତ୍ରଭଙ୍ଗ

କିଭ୍‌/ମସ୍କୋ,୧୨ା୯: ଫେବୃୟାରୀ ୨୪ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ୟୁକ୍ରେନ୍‌ ଆକ୍ରମଣର ନିର୍ଦ୍ଦେଶ ଦେଇଥିଲେ ନିଜ ସୈନ୍ୟଙ୍କୁ। ସାମରିକ ଅପରେଶନ ବଳରେ ୨ ଦିନ ମଧ୍ୟରେ ୟୁକ୍ରେନ୍‌କୁ ସମ୍ପୂର୍ଣ୍ଣ ଦଖଲ କରିବେ ବୋଲି ସେତେବେଳେ ବାହୁସ୍ଫୋଟ ମାରିଥିଲେ। ହେଲେ ୟୁକ୍ରେନ୍‌ରେ ମସ୍କୋର…

ଏସିଆ କପ୍‌ ଟାଇଟଲ ହାତେଇଲା ଶ୍ରୀଲଙ୍କା

ଦୁବାଇ,୧୧।୯: ଫାଇନାଲ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଏସିଆ କପ୍‌ ଟାଇଟଲ ହାତେଇଛି ଶ୍ରୀଲଙ୍କା। ଭାନୁକା ରାଜପାକ୍ସେଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ପ୍ରମୋଦ ମଦୁଶାନ୍‌ ଓ ୱାନିଣ୍ଡୁ ହସରଙ୍ଗାଙ୍କ ଚମତ୍କାର ବୋଲିଂ ବଳରେ ଶ୍ରୀଲଙ୍କା ପାକିସ୍ତାନକୁ…

ସୋନାଲି ଫୋଗଟ ମୃତ୍ୟୁ ଘଟଣା: ପୁଣି ସିବିଆଇ ତଦନ୍ତ ଦାବି କଲେ ଝିଅ

ନୂଆଦିଲ୍ଲୀ,୧୧।୯: ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କ ରହସ୍ୟଜନକ ମୃତ୍ୟୁ ନେଇ ଚର୍ଚ୍ଚା ଜାରି ରହିଛି। ଏହି ଘଟଣାରେ ଗୋଆ ପୋଲିସ ହତ୍ୟା ମାମଲା ରୁଜୁ କରିଛି। ଗୋଆ ପୋଲିସ ସୋନାଲିଙ୍କ ପିଏ ସୁଧୀର ସାଙ୍ଗୱାନଙ୍କୁ ଗିରଫ କରିଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri