Home

ବଡ଼ ଉପଲବ୍ଧି ହାସଲ କଲେ ପୂଜାରା

ଢାକା,୨୩।୧୨: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଢାକାରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ଏକ ବଡ଼ ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଏହି…

ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ ବେଳେ ୨ ଟ୍ରକ୍‌ ଜବତ କଲା ପୋଲିସ, ୬ ଅଟକ

ସାରସକଣା,୨୩ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳ ଦେଇ ଯାଉଥିବା ଦୁଇ ଗୋରୁ ବୋଝେଇ ଟ୍ରକ୍‌କୁ ଜବତ କରିଛି ପୋଲିସ। ମିଳିଥିବା ସୂଚନାନୁଯାୟୀ, ଝାରପୋଖରିଆ ଦେଇ ପଶ୍ଚିମବଙ୍ଗକୁ ଚାଲାଣ ହେବା ସମୟରେ ପୂର୍ବରୁ ସୂଚନା ପାଇ ଥାନାଧିକାରୀ ଫନୀନ୍ଦ୍ର ଭୂଷଣ ନାଏକ…

ଲୋକ ସଭା, ରାଜ୍ୟ ସଭା ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୧୨: ପାର୍ଲାମେଣ୍ଟର ଉଭୟ ଗୃହ ଲୋକ ସଭା ଏବଂ ରାଜ୍ୟ ସଭାକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଡିସେମ୍ବର ୨୯ ପର୍ଯ୍ୟନ୍ତ ଗୃହର ପ୍ରକ୍ରିୟା ପ୍ରସ୍ତାବ ଦିଆଯାଇଥିଲା। କିନ୍ତୁ ଏହାପୂର୍ବରୁ ଉଭୟ ଗୃହକୁ ସ୍ଥଗିତ କରାଯାଇଛି। ୭ ଡିସେମ୍ବରରେ ଆରମ୍ଭ ହୋଇଥିବା…

ସୁନା ବ୍ୟବସାୟ ଆଳରେ ସାଇବର କ୍ରାଇମ୍‌

ବରଗଡ଼ ଅଫିସ୍‌,୨୩।୧୨: ସୁନା ବ୍ୟବସାୟ ଆଳ ଦେଖାଇ ବରଗଡ଼ରେ ଏକ ସାଇବର କ୍ରାଇମ ଘଟଣା ସାମ୍ନାକୁ ଆସିଛି। ନକଲି ସୁନା ଦେଇ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୧୮ ବାନ୍ଦୁଟିକ୍ରା ନିବାସୀ ପ୍ରତିମାରାଣୀ ପ୍ରଧାନଙ୍କଠାରୁ ୧୩ଲକ୍ଷ ୭୨ହଜାର ଟଙ୍କା ଠକେଇ…

ପୁଣି କରୋନା ତଥ୍ୟ ଲୁଚାଉଛି ଚାଇନା

ବେଜିଂ,୨୩।୧୨: ଚାଇନାରେ କରୋନା ସଂକ୍ରମଣ ଅନିୟନ୍ତ୍ରିତ ହୋଇପଡିଛି। ଡାକ୍ତରଖାନାରେ ସଂକ୍ରମିତ ରୋଗୀମାନଙ୍କ ପାଇଁ ଆଉ ବେଡ୍‌ ମିଳୁନାହିଁ। ଦିନକୁ ଦିନ ନୂଆ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏକ ଆକଳନ ଅନୁଯାୟୀ, ବର୍ତ୍ତମାନ ଚାଇନାରେ ୫୪ ଲକ୍ଷରୁ ଅଧିକ କରୋନା…

ସରକାରୀ ରାଜକୋଷ ଲୁଟ୍‌ ଯୋଜନା

ସମ୍ବଲପୁର,୨୩ା୧୨(ବ୍ୟୁରୋ): ଏନ୍‌ଏଚ୍‌ଏଆଇ ପକ୍ଷରୁ ସମ୍ବଲପୁର ସହର ଚତୁଃପାର୍ଶ୍ୱରେ ନେକଲେସ ରାସ୍ତା ନିର୍ମାଣ କରିବାକୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ୩ (ଏ) ନୋଟିସ ହେବା ପରେ ମଧ୍ୟ ଅଧିକ କ୍ଷତିପୂରଣ ପାଇବା ଆଶାରେ ଅଧିଗ୍ରହଣ ପାଇଁ ଚିହ୍ନଟ ହୋଇଥିବା…

ସମ୍ପୂର୍ଣ୍ଣ ହେଉନି ରାୟଗଡ଼ା ରେଳ ଡିଭିଜନ କାର୍ଯ୍ୟ

ରାୟଗଡ଼ା,୨୩ା୧୨(ସ୍ବ.ପ୍ର.): ଶୀତଳ ଭଣ୍ଡାରରେ ରାୟଗଡ଼ା ରେଳ ଡିଭିଜନ। ୨୦୧୯ ରେ ରେଳ ଡିଭିଜନ ଘୋଷଣା ହୋଇଥିଲା। ଏହାମଧ୍ୟରେ ୩ ବର୍ଷ ବିତିଗଲାଣି। ଅନୁଦାନ ଗୃହୀତ ହୋଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନି। ବିଭାଗୀୟ କର୍ତ୍ତୃପକ୍ଷଙ୍କ ଆନ୍ତରିକତା ଅଭାବ ଯୋଗୁ କାମ…

ଜେଲରୁ ମୁକୁଳିଲେ ଦିଲ୍ଲୀ ଦଙ୍ଗା ମାମଲାର ଅଭିଯୁକ୍ତ ଉମର ଖଲିଦ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ ଦଙ୍ଗା ମାମଲାରେ ଅଭିଯୁକ୍ତ ଉମର ଖଲିଦ ଜେଲରୁ ମୁକୁଳିଛନ୍ତି। ଜେଲ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଦିଲ୍ଲୀର କର୍କାର୍ଡୋମା କୋର୍ଟରୁ ଉମର ଖାଲିଦଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିଥିଲା। ଯାହା ପରେ ତାଙ୍କୁ ଶୁକ୍ରବାର ଜେଲ୍‌ରୁ ମୁକ୍ତ କରାଯାଇଛି। ଖଲିଦଙ୍କ…

ଜାନୁୟାରୀରୁ ଚାଲିବ ଯାତ୍ରୀବାହୀ ଟ୍ରେନ୍‌

କୋରାପୁଟ,୨୩ା୧୨(ସ୍ବ.ପ୍ର.): କୋରାପୁଟ-ରାୟଗଡ଼ା ରେଳପଥ (କେଆର୍‌) ଲାଇନ୍‌ର କୋରାପୁଟରୁ ଦାମନଯୋଡ଼ି, କୋରାପୁଟରୁ କିରାଣ୍ଡୁଲ ଏବଂ କୋରାପୁଟରୁ ମାନାବାର ମଧ୍ୟରେ ୨୬ କି.ମି. ରେଳଲାଇନର ଦୋହରୀକରଣ କାର୍ଯ୍ୟ ଶେଷ ହୋଇଛି। ଏହାର ନିରୀକ୍ଷଣ ପାଇଁ ଗୁରୁବାର ରେଲୱେ ୱାଲ୍‌ଟିୟର ଡିଭିଜନର ଡିଆର୍‌ଏମ୍‌ ଅନୁପ ଶତପଥୀ…

ରାସ୍ତା ପାଇଁ କାଳ ସାଜୁଛି ଓଭରଲୋଡିଂ

ଉମରକୋଟ,୨୩।୧୨(ସ୍ବ.ପ୍ର.): ଗତ ୧୫ ତାରିଖରେ ଉମରକୋଟ ସହର ଦେଇ ଯାଇଥିବା ରାସ୍ତାର ଶୋଚନୀୟ ଅବସ୍ଥାକୁ ନେଇ ଉମରକୋଟ ମିଳିତ ନାଗରିକ ମଞ୍ଚ ପକ୍ଷରୁ ସହରର ଡିଏନ୍‌କେ ଛକରେ ୨ ଘଣ୍ଟିଆ ରାସ୍ତାରୋକୋ କରାଯାଇଥିଲା। ରାସ୍ତାରୋକୋରେ ସାମିଲ ହୋଇ ଉମରକୋଟ ବିଧାୟକ, ଭାଜପା…

ପାକିସ୍ତାନ ଡ୍ରୋନକୁ ତଳକୁ ଖସାଇଲେ ଭାରତୀୟ ଯବାନ

ଅମୃତସର,୨୩।୧୨: ପଞ୍ଜାବର ଅମୃତସର ସେକ୍ଟରରେ ସୀମା ସୁରକ୍ଷା ବଳ (ବିଏସଏଫ)ର ଯବାନଙ୍କୁ ଏକ ବଡ଼ ସଫଳତା ପାଇଛନ୍ତି। ସୀମା ସୁରକ୍ଷା ବାହିନୀର ଯବାନମାନେ ପାକିସ୍ତାନୀ ଡ୍ରୋନକୁ ଭାରତ ସୀମା ନିକଟରେ ପୁଲମୋରନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଗୁଳି…

ଓସ୍କାର ଦୌଡ଼ରେ ‘ନାଟୁ ନାଟୁ’

ଆସନ୍ତା ବର୍ଷ ଓସ୍କାର ପୁରସ୍କାର ଦୌଡ଼ରେ ସାମିଲ ହୋଇଛି ଏସ୍‌ଏସ୍‌ ରାଜମୌଲିଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ। ଅରିଜିନାଲ ସଙ୍ଗ୍‌ କାଟାଗୋରିରେ ଏହାକୁ ମନୋନୀତ କରାଯାଇଛି। ୧୦ ବର୍ଗର ଶର୍ଟଲିଷ୍ଟ ତାଲିକା ବୁଧବାର ରାତିରେ ଓସ୍କାର ପକ୍ଷରୁ ଘୋଷଣା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?