ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ
ଭୁବନେଶ୍ୱର,୫ା୩: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ। ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ ଅଧିକ…
‘ମୋଦି ଜଣେ ଭିନ୍ନ ପ୍ରକାରର ନେତା… ୨୫ ବର୍ଷ ମଧ୍ୟରେ ଗୋଟିଏ ଦିନ ବି ଛୁଟି ନେଇନାହାଁନ୍ତି’, କାନାଡିୟ ପ୍ରଧାନମନ୍ତ୍ରୀ ମାର୍କ କାର୍ନି କହିଲେ…
ନୂଆଦିଲ୍ଲୀ,୫।୩: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ କିଛି ସମୟ ପରେ, ଦୁଇ ଦେଶ ମଧ୍ୟରେ ଏକ ନୂତନ ଆରମ୍ଭ ସ୍ଥାପନ ପାଇଁ ପ୍ରୟାସ ତୀବ୍ର ହୋଇଛି ଏବଂ ଏହା ଦୃଶ୍ୟମାନ ହେଉଛି। ଏହି ସମୟରେ, କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି…
ରାଜ୍ୟ ସଭା ଯିବା ପରେ କେତେ ଦରମା ପାଇବେ ନୀତୀଶ କୁମାର?
ନୂଆଦିଲ୍ଲୀ,୫।୩: ରାଜ୍ୟ ସଭା ଯିବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ନୀତୀଶ କୁମାର ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରି ଏହି ଖବରକୁ ନିଶ୍ଚିତ କରିଛନ୍ତି । ସେ ଲେଖିଛନ୍ତି, “ମୁଁ ଏହି ନିର୍ବାଚନରେ ରାଜ୍ୟ ସଭାର ସଦସ୍ୟ ହେବାକୁ ଚାହୁଁଛି।”…
‘ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଥିଲା ଯୋଜନା’, ଇରାନୀ ଗୁପ୍ତଚର ଏଜେଣ୍ଟଙ୍କ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ
ଓ୍ବାଶିଂଟନ,୫।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଜଣେ ପାକିସ୍ତାନୀ ନାଗରିକ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ସେ ଦାବି କରିଛନ୍ତି ଯେ ଇରାନୀ ଗୁପ୍ତଚର ଏଜେଣ୍ଟମାନେ ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପୂର୍ବତନ ରାଷ୍ଟ୍ରପତି…
କଲବଲ କରୁଛି ମହୁମାଛି: ବିପଦରେ ଛାତ୍ରୀଛାତ୍ର
ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ ଦେଖାଯାଇଛି। ଏକାଧିକ ବଡ଼ ବଡ଼ ଗଛରେ ମହୁମାଛି ବସା ବାନ୍ଧିଛନ୍ତି । ଏହି ବସା ଗୋଟିଏ କି ୨ଟି ନୁହେଁ, ଶହ ଶହ…
ରାଜ୍ୟ ସଭା ଯିବେ ନୀତୀଶ କୁମାର: ନିଜେ କଲେ ଘୋଷଣା, ପୁଅ ହେବେ…
ପାଟନା,୫।୩:ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ତାଙ୍କର ଇଚ୍ଛା ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି ଶକ୍ତିରେ,…
ଟିମ ଇଣ୍ଡିଆ ପାଇଁ ବିପଦ ଇଂଲଣ୍ଡର ଏହି ୫ ଖେଳାଳି! ସେମିଫାଇନାଲରେ ହୋଇପାରେ…
ନୂଆଦିଲ୍ଲୀ,୫।୩: ICC ପୁରୁଷ T20 ବିଶ୍ୱକପ ୨୦୨୬ ଏବେ ଏହାର ନିର୍ଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚିଛି। ଗୁରୁବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ ଖେଳାଯିବ। ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ଟିମ ଇଣ୍ଡିଆ ଫାଇନାଲରେ ପହଞ୍ଚିବାକୁ ଲକ୍ଷ୍ୟ…
ସ୍ତ୍ରୀଙ୍କୁ ଏତିକି ଟଙ୍କାର ଭରଣପୋଷଣ ଦେବେ ଥଲାପତି ବିଜୟ: ଜାଣିଲେ ଉଡ଼ିଯିବ ହୋଶ୍
ସାଉଥ୍ ସୁପରଷ୍ଟାର ଏବଂ ରାଜନେତା ଥଲାପତି ବିଜୟ ଏବଂ ସ୍ତ୍ରୀ ସଙ୍ଗୀତା ସୋର୍ନାଲିଙ୍ଗମଙ୍କ ମଧ୍ୟରେ ଛାଡପତ୍ର ମାମଲା ଜୋର ଧରିଛି। ସଂଗୀତା ସମ୍ପ୍ରତି ଚେଙ୍ଗାଲପଟୁ ପରିବାର କୋର୍ଟରେ ବିବାହ ବାହାର ସମ୍ପର୍କ ଏବଂ ଗମ୍ଭୀର ବୈବାହିକ ସମସ୍ୟାର ଅଭିଯୋଗ ଆଣି ଛାଡପତ୍ର…
ଶୌଚ ପାଇଁ ଯାଇଥିଲେ ଚାରୁଲତା, ମାଡ଼ିଆସିଲା ହାତୀ: ଆଉ ତା’ପରେ…
କାମାକ୍ଷାନଗର,୫।୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ଅଁଳାବେରଣିଠାରେ ଜଣେ ମହିଳାଙ୍କୁ ଦଳି ଦେଇଛି ହାତୀ। ମୃତକ ଜଣଙ୍କ ହେଲେ ଚାରୁଲତା ନାଏକ। ଭୋର ସମୟରେ ଶୌଚ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣ କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ…
ହଠାତ୍ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି: ଦେଖନ୍ତୁ Video
ଉଦଳା, ୫।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳିଯାଇଛି ସ୍କୁଟି। ଅଚାନକ ସ୍କୁଟିରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଛି। ସୂଚନାଯୋଗ୍ୟ, ଉଦଳା ଥାନା ଛକ ନିକଟରେ ସବ ଜଜ୍ଙ୍କ କାଟର ସମ୍ମୁଖରେ ଗେଟ ବାହାରେ ଏକ…
ଆଜି ଓଡ଼ିଶା ଆସିବେ ଅମିତ ଶାହା: ରାଜ୍ୟ ଭାଜପାର ଜୋରଦାର ପ୍ରସ୍ତୁତି
ଭୁବନେଶ୍ୱର, ୫ା୩:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍ର ପ୍ରତିଷ୍ଠା ଦିବସ…
ସେମିଫାଇନାଲ ପୂର୍ବରୁ ଟେନ୍ସନ୍ରେ ଟିମ୍ ଇଣ୍ଡିଆ: ସଞ୍ଜୁ ସାମସନ୍ଙ୍କୁ ନେଇ ଆସିଲା…
ମୁମ୍ବାଇ,୫।୩: ICC T20 ବିଶ୍ୱକପ 2026ର ଦ୍ୱିତୀୟ ସେମିଫାଇନାଲ ପୂର୍ବରୁ ‘ସଞ୍ଜୁ ସାମସନ ବ୍ୟାନ୍’ ସୋସିଆଲ ମିଡିଆରେ ବହୁତ ଟ୍ରେଣ୍ଡ କରୁଛି। ଏହି ନକଆଉଟ ମ୍ୟାଚରେ ଭାରତ ଏବଂ ଇଂଲଣ୍ଡ ପରସ୍ପର ସହିତ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ୱେଷ୍ଟଇଣ୍ଡିଜ…
Archives


