ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ରାଜାଭିଷେକ ଉପରେ ରୋକ ଲଗାଇଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୧୫।୧୦ : ସୁପ୍ରିମକୋର୍ଟ ଉତ୍ତରପ୍ରଦେଶର ଜ୍ୟୋର୍ତିପୀଠର ନୂତନ ଶଙ୍କରାଚାର୍ଯ୍ୟ ଭାବରେ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀଙ୍କ ରାଜାଭିଷେକ ଉପରେ ରୋକ ଲଗାଇଛନ୍ତି। ଜଷ୍ଟିସ ବି.ଆର ଗାଭାଇ ଏବଂ ବି.ଭି ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କର ସୂଚନା…
୪୫ ବର୍ଷ ମଧ୍ୟରେ ଦେଶରେ ସବୁଠାରୁ ଅଧିକ ବେରୋଜଗାରୀ, ଚାକିରି କେଉଁଠି ଅଛି କୁହନ୍ତୁ : ପ୍ରଧାନମନ୍ତ୍ରୀଙ୍କୁ ରାହୁଲଙ୍କ ପ୍ରଶ୍ନ…
ବେଲାରି,୧୫।୧୦ : କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାରେ କର୍ନାଟକର ବେଲାରିରେ ପହଞ୍ଚିଛନ୍ତି। ଏହା ସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ୪୫ ବର୍ଷ ମଧ୍ୟରେ ସମ୍ପ୍ରତି ଭାରତରେ ସର୍ବାଧିକ…
ମହିଳାଙ୍କ ଗଳିତ ମୃତଦେହ ଜବତ: ବଡ଼ଭାଇ ଆଣିଲେ ହତ୍ୟା ଅଭିଯୋଗ
ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବୁଡ଼ାଙ୍ଗପିପିଲି ଜଙ୍ଗଲରେ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ମୃତ ମହିଳାଙ୍କ ବଡ଼ଭାଇ ସନାତନ ପ୍ରଧାନ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଏକ ହତ୍ୟା ମାମଲା (୧୮୩/୨୨)ରୁଜୁ କରି…
ଆମେରିକା ରାଷ୍ଟ୍ରଦୂତଙ୍କୁ ସମନ ପାଇଁ ପାକିସ୍ତାନର ଯୋଜନା…
ଇସଲାମାବାଦ,୧୫।୧୦ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ତାନକୁ ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ଦେଶ ବୋଲି କହିଛନ୍ତି। ଏହାକୁ ନେଇ ପାକିସ୍ତାନକୁ ବଡ଼ ଝଟ୍କା ଲାଗିଛି। ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନ, ବିଶ୍ୱରେ ନିଜର ଭାବମୂର୍ତ୍ତିକୁ ଖରାପ କରିଦେଇଛି। ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ…
କାଏରୋ ପାର୍କରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଜୟଶଙ୍କର…
କାଏରୋ,୧୫।୧୦ : କାଏରୋର ପ୍ରସିଦ୍ଧ ପାର୍କରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶନିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଇଜିପ୍ଟର ରାଜଧାନୀରେ ସେ କହିଛନ୍ତି ଯେ ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ବିଶ୍ୱର ସମସ୍ତଙ୍କ ପାଇଁ ନ୍ୟାୟ ଏବଂ…
ରାସ୍ତାରେ ଅଚେତ ଅବସ୍ଥାରେ ପଡ଼ିରହିଥିଲେ ଯୁବକ, ଡାକ୍ତରଖାନାରେ ଭର୍ତ୍ତିକଲେ ଅଟୋଚାଳକ
ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅମ୍ବାଖାଲିଆ ଘାଟିରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଅଞ୍ଚଳ ଲୋକଙ୍କ ସହ ସୁଲୁମାହା ଗ୍ରାମର ସନ୍ତୋଷ କୁମାର ଦିଗାଲ ସେହିବାଟ ଦେଇ ଆସୁଥିବା ବେଳେ ଉଦ୍ଧାର କରି ନିଜ…
ଧୋନୀଙ୍କ ଭଳି ବ୍ୟାଟିଂ କରିବା ଶିଖିଗଲେଣି ଏହି କ୍ରିକେଟର; ରାଇନା କହିଲେ ବିଶ୍ୱକପ୍ରେ ଚମକିବେ
ନୂଆଦିଲ୍ଲୀ,୧୫।୧୦: ଭାରତୀୟ ଟିମ୍ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ସତ, ହେଲେ ଏବେ ଭାରତୀୟ ଟିମ୍ର ଜଣେ ଖେଳାଳି ଧୋନୀଙ୍କ ଭଳି ଖେଳିବା ଶିଖି ଗଲେଣି। ଏହି ଖେଳାଳିଜଣଙ୍କ ହେଲେ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ…
ଏହା କ’ଣ ମୋଦି ସରକାରଙ୍କ ଆଛେ ଦିନ୍, ପାକିସ୍ତାନ ବି ଭାରତଠାରୁ ଆଗରେ, ଆରଜେଡ଼ିର କଟାକ୍ଷ…
ପାଟନା,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି ଆସିଛି। ସୂଚକାଙ୍କ ପ୍ରକାଶ କରିଥିବା ସଂଗଠନ ଅନୁଯାୟୀ ଏହି ତାଲିକାରେ ଶ୍ରୀଲଙ୍କା ୬୪ ତମ…
ମଧ୍ୟାହ୍ନଭୋଜନ ମାନ ଯାଞ୍ଚ କଲେ ଏଡିଇଓ
ବରଗଡ଼ ଅଫିସ,୧୫ା୧୦: ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ଅତିରିକ୍ତ ଜିଲା ଶିକ୍ଷାଧିକାରୀ(ଏଡିଇଓ) ଜ୍ୟୋତିକାନ୍ତ ସାହୁ ଛାତ୍ରୀଙ୍କ ଗହଣରେ ମଧ୍ୟାହ୍ନଭୋଜନ ଖାଇ ଖାଦ୍ୟର ଗୁଣବତ୍ତା ଯାଞ୍ଚ କରିଥିଲେ। ସ୍ଥାନୀୟ କାଉନସିଲର ସାରଳା ବଗର୍ତ୍ତି, ପ୍ରଧାନଶିକ୍ଷୟିତ୍ରୀ ରେଣୁଦାସ…
‘ବିଶ୍ୱକପ୍ ଗୁରୁତ୍ୱପୂର୍ଣ୍ଣ, ହେଲେ ବୁମ୍ରାଙ୍କ କ୍ୟାରିୟର ଆମ ପାଇଁ ଅଧିକ ଜରୁରୀ’
ନୂଆଦିଲ୍ଲୀ,୧୫।୧୦: ଟି୨୦ ବିଶ୍ୱକପ୍କୁ ଆଉ ଦିନ କେଇଟା। ଏମିତିରେ ପିଠିରେ ସମସ୍ୟା କାରଣରୁ ଭାରତୀୟ ଟିମ୍ରୁ ବାଦ୍ ପଡ଼ିଛନ୍ତି ଅନୁଭବୀ ଦ୍ରୁତ ବୋଲର୍ ଜସପ୍ରିତ ବୁମ୍ରା। ଏହା ଦଳ ଲାଗି ବଡ଼ ଝଟ୍କା ବୋଲି କୁହାଯାଇଥିଲା। ଏବେ ତାଙ୍କ ସ୍ଥାନରେ ପେସର…
ମୋଦି ସରକାରଙ୍କ ଶାସନ କାଳରେ ୨୦୧୪ଠାରୁ ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ପଛୁଆ: ଚିଦାମ୍ବରମ…
ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି ଆସିଛି। ଏହି ରିପୋର୍ଟକୁ ସୂଚାଇ କଂଗ୍ରେସ ଏମ୍ପି ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି…
ଅଟୋ ଉପରେ ମିନି ଗାର୍ଡେନ, ଯାତ୍ରୀଙ୍କୁ ମିଳୁଛି ଏସି ସୁବିଧା
ଜଳବାୟୁ ପରିବର୍ତ୍ତନର ପ୍ରଭାବ ବର୍ତ୍ତମାନ ସମଗ୍ର ବିଶ୍ୱରେ ଦେଖାଦେଇଛି। ଏହାର ସଦ୍ୟତମ ଉଦାହରଣ ହେଉଛି ଅକ୍ଟୋବରରେ ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଅନ୍ୟପକ୍ଷରେ ରାଜଧାନୀ ଦିଲୀରେ ବର୍ଷା ହେବା ପରେ ପାଗ ବଦଳିଛି। ଶୀତଦିନ ଆରମ୍ଭ ହେବା ଉପରେ। କିନ୍ତୁ…
Archives


