Home

ବସ୍‌ଷ୍ଟାଣ୍ଡରେ ବୋମା ବିସ୍ଫୋରଣ: ଜଣେ ମୃତ, ୧୫ ଆହତ

ଜେରୁଜେଲମ,୨୩ା୧୧: ଇସ୍ରାଏଲର ରାଜଧାନୀ ଜେରୁଜେଲମରେ ବୁଧବାର ଦୁଇଟି ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଡାକ୍ତରଖାନାରେ…

ଫିଫା ବିଶ୍ୱକପ: ବୁଧବାର ୪ ମ୍ୟାଚ୍‌ରେ ୮ ଟିମ୍‌ ମୁହାଁମୁହିଁ…

ଦୋହା,୨୩।୧୧ : ବୁଧବାର ଫିଫା ବିଶ୍ୱକପରେ ଚାରୋଟି ମ୍ୟାଚ ଖେଳାଯିବ। ଜର୍ମାନୀ, ସ୍ପେନ, କ୍ରୋଏସିଆ ଏବଂ ବେଲଜିୟମ ଭଳି ବଡ ଦଳ ପ୍ରତିପକ୍ଷ ଟିମ୍‌ଙ୍କ ସହିତ ମ୍ୟାଚ୍‌ ଖେଳିବେ। ଚାରିଥର ବିଶ୍ୱ ଚାମ୍ପିଅନ ଜର୍ମାନୀ ଜାପାନ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବ ।…

ଇଂଲଣ୍ଡର ବୃହତ ବିଜୟ

ଦୋହା,୨୩।୧୧: କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ମ୍ୟାଚରେ ବୃହତ ବିଜୟ ହାସଲ କରିଛି ଇଂଲଣ୍ଡ। ଓ୍ବିଙ୍ଗର ବୁକାୟୋ ସାକାଙ୍କ ଡବଲ ଗୋଲ ବଳରେ ୬-୨ରେ ଇରାନକୁ ପରାସ୍ତ କରିଥିଲା ଇଂଲଣ୍ଡ। ଖଲିଫା ଷ୍ଟାଡିୟମରେ ଆତସବାଜି ପ୍ରଦର୍ଶନ ପରେ ମ୍ୟାଚ…

ଚାଇନାରେ କରୋନା ମହାମାରୀ ସ୍ଥିତି ସଙ୍କଟ ଜନକ, ଜାରି ହେଲା କଡ଼ା କଟକଣା…

ବେଜିଂ,୨୩।୧୧ : ଚାଇନାରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ଗୁରୁତର ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। ବେଜିଂରେ କରୋନାଙ୍କ ନୂଆ ମାମଲାରେ ବୃଦ୍ଧି ଘଟିଥିବା ବେଳେ ଆଉ ଦୁଇଟି…

ବିବାହ କରିବେ ଅର୍ଶୀ

ମୁମ୍ବାଇ: ବିବାହ କରିବେ ବିଗ୍‌ ବସ୍‌ ଫେମ ଅର୍ଶୀ ଖାଁ। ପ୍ରେମିକଙ୍କ ହାତ ଧରିବେ ବୋଲି ନିକଟରେ ଆର୍ଶୀ ଏକ ସାକ୍ଷାତକାରରେ କହିଛନ୍ତି। ହେଲେ ସେ କେବେ ଏବଂ କାହାକୁ ବିବାହ କରିବେ ତାହାକୁ ଗୋପନୀୟ ରଖିଛନ୍ତି। ପୂର୍ବରୁ ଅର୍ଶୀ ଈଶାନ…

ମଣିଷ ଟିସୁର ପ୍ରିଣ୍ଟ ବାହାର କରିବ ‘ମିଟୋ ପ୍ଲସ୍‌’

ନୂଆଦିଲ୍ଲୀ: ଏଣିକି ମଣିଷ ଟିସୁର ପ୍ରିଣ୍ଟ୍‌ ଆଉଟ୍‌ ବାହାରିବ। ବାୟୋଇଙ୍କ୍‌ ବ୍ୟବହାର କରି ଏହି ପ୍ରିଣ୍ଟ ବାହାର କରାଯିବ। ତେବେ ଏ ନେଇ ଭାରତର ଷ୍ଟାର୍ଟଅପ୍‌ କମ୍ପାନୀ ମିଟୋ ପ୍ଲାସ ନାମରେ ଏକ ପ୍ରିଣ୍ଟର ମେଶିନ୍‌ ତିଆରି କରିଛି। ବର୍ତ୍ତମାନ ମିଟୋ…

‘ଲଭ୍‌ ଇନ୍‌ ଲଣ୍ଡନ୍‌’ରେ ସ୍ବପ୍ନା

ଢେଙ୍କାନାଳ ଅଫିସ: ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ମଡେଲିଂ କରି ଚର୍ଚ୍ଚିତ ଚେହେରା ପାଲଟିଥିବା ଢେଙ୍କାନାଳର ଝିଅ ସ୍ବପ୍ନା ପ୍ରିୟଦର୍ଶିନୀଙ୍କୁ ପୁଣିଥରେ ରୁପେଲି ପରଦାରେ ଦେଖିବାକୁ ମିଳିବ। ଅପ୍‌କମିଂ ଓଡ଼ିଆ ସିନେମା ‘ଲଭ୍‌ ଇନ୍‌ ଲଣ୍ଡନ’ରେ ସେ ଅଭିନେତା ଅନୁଭବ ମହାନ୍ତିଙ୍କ ସହ…

ଆମେରିକାରେ କର୍ମଚାରୀ ଛଟେଇ : ଭାରତୀୟ ଅଧିକ ପ୍ରଭାବିତ…

ଓ୍ବାଶିଂଟନ,୨୩।୧୧ : ଆମେରିକାରେ ବହୁ ସଂଖ୍ୟକ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରିବା ଜାରି ରହିଛି। ଏହା ଦ୍ୱାରା ଭାରତୀୟମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଆମେରିକାରେ ରହୁଥିବା କର୍ମଚାରୀମାନଙ୍କ ପାଇଁ ଅସ୍ଥାୟୀ ଭିଜା ଉପରେ ଆଉ ଏକ ଚାକିରି ଖୋଜିବା ପାଇଁ କମ…

କାନାଡ଼ାରେ ଅଘୋଷିତ ଚାଇନା ପୋଲିସ ଥାନା, ତଦନ୍ତ ଆରମ୍ଭ…

ଟରୋଣ୍ଟୋ,୨୩।୧୧ : କାନାଡାର ଟରୋଣ୍ଟୋରେ ଅଘୋଷିତ ଚାଇନା ପୋଲିସ ଷ୍ଟେଶନ ଚଳାଇବା ମାମଲା ସାମ୍ନାକୁ ଆସିଛି। କାନାଡାର ରୟାଲ ମାଉଣ୍ଟେଡ ପୋଲିସ (ଆରସିଏମପି) ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ଆରସିଏମପି ଏକ ବିବୃତ୍ତିରେ କହିଛି ଯେ ଗ୍ରେଟର ଟରୋଣ୍ଟୋ ଏରିଆ…

ଫିଫାକୁ ସମାଲୋଚନା କଲେ ବ୍ଲିଙ୍କେନ୍‌

ଦୋହା,୨୩।୧୧(ପି.ଟି.): ଓ୍ବାନ୍‌ ଲଭ୍‌ ଆର୍ମବ୍ୟାଣ୍ଡକୁ ନେଇ ଫିଫା ପକ୍ଷରୁ ଜାରି କରାଯାଇଥିବା ନୂତନ ନିୟମକୁ ସମାଲୋଚନା କରିଛନ୍ତି ଆମେରିକୀୟ କୂଟନୀତିଜ୍ଞ ଆଣ୍ଟୋନୀ ବ୍ଲିଙ୍କେନ୍‌। ମାନବାଧିକାର ଓ ସମଲିଙ୍ଗୀଙ୍କ ସମର୍ଥନରେ ଓ୍ବାନ ଲଭ୍‌ ଆର୍ମବ୍ୟାଣ୍ଡ ପିନ୍ଧିବା ନେଇ ପୂର୍ବରୁ ନିର୍ଦ୍ଦେଶନାମା ଜାରି କରିଥିଲେ…

ଆର୍ଜେଣ୍ଟିନାକୁ ହରାଇ ବିପର୍ଯ୍ୟୟ ଘଟାଇଲା ସୌଦୀ ଆରବ

ଲୁସେଲ (କାତାର), ୨୩।୧୧: ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ ଦିବସରେ ସବୁଠାରୁ ବଡ଼ ବିପର୍ଯ୍ୟୟ ଘଟାଇଛି ସୌଦୀ ଆରବ। ଲୁସେଲ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ୨ ଥର ଚାମ୍ପିୟନ ତଥା ଟାଇଟଲ ଫେଭରାଇଟ ଆର୍ଜେଣ୍ଟିନାକୁ ପରାସ୍ତ କରି…

ବୁର୍କିନା ଫାସୋରେ ଜିହାଦି ଗୋଷ୍ଠୀଙ୍କ ଆକ୍ରମଣ, ୮ ଯବାନ ସମେତ ୧୪ ମୃତ…

ଔଗାଡୋଗୁ,୨୩।୧୧ : ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରେ ଜିହାଦି ଗୋଷ୍ଠୀ ଦୁଇଟି ପୃଥକ ପୃଥକ ଆକ୍ରମଣ କରିଛନ୍ତି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଆଠ ଜଣ ସେନା କର୍ମଚାରୀ ମଧ୍ୟ ଅଛନ୍ତି। ୨୦୧୫ ମସିହାରୁ ଦୁନିଆର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri