Home

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୀଠର ସ୍ବଚ୍ଛତା ଓ ପରିଚ୍ଛନ୍ନତାକୁ ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଜିଲା…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା କ୍ୱାର୍ଟରଫାଇନାଲ୍‌ ମ୍ୟାଚ୍‌ ଲଗାଣ ବର୍ଷା ଯୋଗୁଁ ରଦ୍ଦ ହୋଇଯାଇଛି। ଏସିଆନ୍ ଗେମ୍ସର…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ବର୍ତ୍ତମାନ ଏକ ସ୍ପଷ୍ଟ ଅବପାତର ରୂପ ନେଇସାରିଛି। ପାଣିପାଗ ବିଭାଗର…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ କନ୍‌ଫେଡେରେଶନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ), ପୂର୍ବାଞ୍ଚଳ ଦ୍ୱାରା ଆୟୋଜିତ ପ୍ରତିଷ୍ଠିତ ‘ଏସ୍‌ଏଚ୍‌ଇ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫ ବର୍ଷର ଶିଶୁର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ଯୋଗୁ ସମଗ୍ର ଅଞ୍ଚଳରେ…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଘଟଣାକୁ ନେଇ ଶନିବାର ଏନ୍‌ଏଚ୍‌-୧୭ ରାସ୍ତା ଅବରୋଧ କରାଯାଇଥିଲା। ଏହା ଏକ ଲଭ୍‌…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା ଏକ ବାର୍‌ରେ ଘଟିଛି। ୮ ଆକ୍ରମଣକାରୀ ଏକେ-୪୭ ରାଇଫଲ ଏବଂ ପିସ୍ତଲରୁ ଗୁଳି…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା ପାଇଁ କ୍ରମାଗତ ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ବ୍ୟକ୍ତି ବା ଦେଶର ଯୁକ୍ତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ ବାତାବାରଣ ମଧ୍ୟ ବଦଳି ପାରୁନାହିଁ। ଅସ୍ବାସ୍ଥ୍ୟକର ପରିବେଶରେ ବାରଣ୍ଡାରେ ରୋଷେଇ ହେଉଛି। ଏଭଳି…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ହେଲେ, ଦୈନନ୍ଦିନ ଜୀବନରେ ଆମେ ଏହାକୁ ଅବହେଳା କରି ଏହାର ଦାୟିତ୍ୱ ନେବାକୁ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗାଜଲବାଡ଼ିଠାରେ ପ୍ରବେଶ ପଥରେ ଲାଗିବ ଓଭରହେଡ୍‌ ବ୍ୟାରିଅର ବା ଉଚ୍ଚ ପ୍ରତିବନ୍ଧକ ଗେଟ୍‌…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ ନିର୍ମାଣ କରିଛନ୍ତି, ଯେଉଁଠାରେ ଅଦରକାରୀ ଜିନିଷ କଳାକୃତି ଭାବେ ପ୍ରଦର୍ଶିତ ହେଉଛି। ୨୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?