Home

ପ୍ରଧାନମନ୍ତ୍ରୀଙ୍କୁ ‘ଝାଲମୁଢ଼ି’ ଖୁଆଇଥିବା ଦୋକାନୀଙ୍କ ମାସିକ ଆୟ ଜାଣିଲେ ଉଡ଼ିଯିବ ହୋସ୍‌

କୋଲକାତା,୨୧।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବାକୁ ନେଇ ଚର୍ଚ୍ଚା ଜୋର ଧରିଛି। କିନ୍ତୁ ତାଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତି ଏବେ ଟ୍ରେଣ୍ଡରେ ଅଛନ୍ତି। ନିର୍ବାଚନ ପ୍ରଚାର ସମୟରେ ବିକ୍ରମ ଶାହା ପ୍ରଧାନମନ୍ତ୍ରୀ ମୋଦିଙ୍କ…

ବରୁଣେଇ ପୀଠରେ ସାମୁହିକ ବିବାହ ଉତ୍ସବ: ୪୯ ଯୋଡ଼ିଙ୍କର ଏକାସାଙ୍ଗେ ପଡ଼ିଲା ହାତଗଣ୍ଠି

ଖୋର୍ଦ୍ଧା,୨୧ା୪(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ବରୁଣେଇ ପୀଠରେ ସାମୁହିକ ବିବାହୋତ୍ସବ ଅନୁଷ୍ଠିତ ହୋଇଛି। ଜିଲାରେ ବିଭିନ୍ନ ବ୍ଲକରୁ ମନୋନୀତ ହୋଇଥିବା ୪୯ ଯୋଡ଼ି ଏହି ବିବାହରେ ସାମିଲ ହୋଇଛନ୍ତି। ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀଙ୍କ କନ୍ୟାବିବାହ ଯୋଜନାରେ ଜିଲା ପ୍ରଶାସନ ପକ୍ଷରୁ ଏହି…

ଇସଲାମାବାଦ ଆଲୋଚନାରେ ନୂଆ ଟୁଇଷ୍ଟ! ଯୋଗ ଦେବେ ଟ୍ରମ୍ପ, ଇରାନ ପାଇଁ ଏହା ସରପ୍ରାଇଜ ନାଁ ଆଶ୍ଚର୍ଯ୍ୟକର ଘଟଣା? ଜାଣନ୍ତୁ…

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଇସଲାମାବାଦରେ ହେବାକୁ ଥିବା ଇରାନ ସହିତ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି; କିନ୍ତୁ, ସେ ବ୍ୟକ୍ତିଗତ ଭାବରେ ଯୋଗ ଦେବେ କି ଭର୍ଚୁଆଲ ଭାବରେ ଅଂଶଗ୍ରହଣ କରିବେ ତାହା ସ୍ପଷ୍ଟ ନୁହେଁ। ସମ୍ବାଦ…

ମୁଁ ନିଜକୁ ଅସହଜ ମନେ କରୁଛି….ମୈଥିଲିଙ୍କ ଚାଞ୍ଚଲ୍ୟକର ବୟାନ

କୋଲକାତା,୨୧।୪:ଭାଜପା ବିଧାୟକ ମୈଥିଲି ଠାକୁର ବଙ୍ଗଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ହୁଗଲି (ପଶ୍ଚିମବଙ୍ଗ)କୁ ନିର୍ବାଚନ ପ୍ରଚାର ପାଇଁ ଆସିଛନ୍ତି। ବଙ୍ଗଳାରେ ପହଞ୍ଚିବା ପରେ ସେ କିଛିଟା ଅସହଜ ଅନୁଭବ କରୁଥିବା କହିଛନ୍ତି। ମୈଥିଲି କହିଛନ୍ତି, ନିର୍ବାଚନ ସମୟରେ…

ରାତିରେ ଏତିକି ଘଣ୍ଟା ଶୋଉଛନ୍ତି ଭାରତର ମୁଖ୍ୟ ବିଚାରପତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୪: ମଦୁରାଇ ଜିଲା କୋର୍ଟ ପରିସରରେ ଅତିରିକ୍ତ କୋର୍ଟ କୋଠା ଏବଂ ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ ପାଇଁ ନୂତନ ଅତିଥି ଗୃହ ଉଦ୍‌ଘାଟିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଭାରତର ମୁଖ୍ୟ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ସମେତ ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର…

ଗିରଫ ହେଲେ ପୂର୍ବତନ କ୍ରିକେଟରଙ୍କ ଶଳା-ଶ୍ୱଶୁର

ମୁମ୍ବାଇ,୨୧।୪: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନଙ୍କ ଶ୍ୱଶୁର ଘର ଘରେ ଉତ୍ତେଜନା ଦେଖାଦେଇଛି। ମୁମ୍ବାଇ ପୋଲିସ ୟୁସୁଫ ପଠାନଙ୍କ ଶ୍ୱଶୁର ଖାଲିଦ ଖାନ, ତାଙ୍କ ଶଳା ଏବଂ ଅନ୍ୟ ଜଣେ ସମ୍ପର୍କୀୟଙ୍କୁ ଗିରଫ କରିଛି।…

ଇରାନ ସହିତ ଯୁଦ୍ଧ ମଧ୍ୟରେ ଜେଲ ଯିବେ ବେଞ୍ଜାମିନ ନେତାନ୍ୟାହୁ!

ଜେରୁଜେଲମ,୨୧।୪: ହଙ୍ଗେରୀର ନୂତନ ପ୍ରଧାନମନ୍ତ୍ରୀ ପିଟର ମାଗୟାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଯଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ହଙ୍ଗେରୀ ଗସ୍ତ କରନ୍ତି, ତେବେ ତାଙ୍କୁ ଗିରଫଦାରୀର ସମ୍ମୁଖୀନ ହେବାକୁ ପଡ଼ିପାରେ।…

ଚାଲିଗଲେ ଗୁଣପୁର ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ପିଅନ, ଝୁରି ହେଉଛନ୍ତି କର୍ମଚାରୀ

ଗୁଣପୁର,୨୧ା୪(ସଙ୍କେତ ପାତ୍ର): ଗୁଣପୁର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟରତ ଚକ୍ରଗୁଡ଼ା ଗ୍ରାମ ନିବାସୀ ପୀତାମ୍ବର ଶବରଙ୍କର ମଙ୍ଗଳବାର ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି। ସେ ବହୁଦିନ ଧରି ଟିବି ରୋଗରେ ପୀଡ଼ିତ ଥିଲେ। କିଛିଦିନ ସୁସ୍ଥ ହେବା…

ମା’ଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର କଲେ ପୁଅ: ସାରା ରାତି ରହିବା ପରେ ଘଟିଲା…

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀର ବୁରାରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୩୬ ବର୍ଷୀୟ ପୁଅ ନିଶାଗ୍ରସ୍ତ ଅବସ୍ଥାରେ ନିଜ ୭୦ ବର୍ଷୀୟା ବୃଦ୍ଧା ମା’ଙ୍କ ବଳାତ୍କାର କରିଛନ୍ତି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୋଲିସ ଅଭିଯୁକ୍ତକୁ ଜେଲରେ…

ଶ୍ୱଶୁରଘର ଗାଁ ଗଛରେ ଝୁଲୁଛି ରାଜସ୍ଥାନୀ ଯୁବକଙ୍କ ମୃତଦେହ, ସ୍ତ୍ରୀଙ୍କ ସହ…

ଉଦଳା,୨୧ା୪(ସନ୍ତୋଷ କୁମାର ବାଚ୍ଛିନୀ): ରାଜସ୍ଥାନୀ ଯୁବକ ହେଲେ ବାହା ହୋଇଥିଲେ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଝିଅକୁ। ଆଉ ବାହାଘର ପରେ ଉଦଳା ଥାନା କୋଚିଳାଡିହା କଇଁଫୁଲିଆ ଗ୍ରାମରେ ସ୍ତ୍ରୀଙ୍କ ସହ ରହୁଥିଲେ। ମଙ୍ଗଳବାର ସକାଳୁ ଯୁବକଙ୍କ ଝୁଲନ୍ତା ମୃତଦେହ ଏକ…

ପାକିସ୍ତାନକୁ କାଙ୍ଗାଳ କରିଦେଲା ସାଉଦି ଆରବର ଗୋଟିଏ ନିଷ୍ପତ୍ତି!

ଇସଲାମାବାଦ,୨୧।୪: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନାରେ ସକ୍ରିୟ ଭାବରେ ମଧ୍ୟସ୍ଥତା କରୁଥିବା ପାକିସ୍ତାନକୁ ଏକ ବଡ଼ କୂଟନୈତିକ ଏବଂ ଆର୍ଥିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡ଼ିଛି। ସମ୍ବାଦ ସରବରାହ ସଂସ୍ଥା ରଏଟର୍ସର ଏକ ରିପୋର୍ଟ ଅନୁଯାୟୀ, ପାଣ୍ଠି ପ୍ରତ୍ୟାହାର…

ପାକିସ୍ତାନକୁ ଚେତାବନୀ ଦେଲା ଭାରତୀୟ ସେନା: ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ…

ନୂଆଦିଲ୍ଲୀ,୨୧।୪: ଆଉ ଗୋଟିଏ ଦିନ ପରେ ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ। ୨୨ ଏପ୍ରିଲ, ୨୦୨୫ ଏହା କେବଳ ଏକ ତାରିଖ ନୁହେଁ, ବରଂ ଏକ ଚିତ୍କାର ଯାହା ଭାରତର ହୃଦୟକୁ ଭାଙ୍ଗି ଦେଇଥିଲା। ସେହି ଦିନ ପହଲଗାମର ଉପତ୍ୟକାରେ ଶୋକାକୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?