Home

୯୦ କୋଟିର ପେଣ୍ଟିଂକୁ ନିଜେ ଜାଳିଦେଲେ ଚିତ୍ରଶିଳ୍ପୀ, କାରଣ ଜାଣିଲେ…

ଦୁନିଆରେ ବିଭିନ୍ନ ପ୍ରକାରର ଲୋକ ଅଛନ୍ତି। ସେମାନଙ୍କର ଚିନ୍ତାଧାରା ମଧ୍ୟ ନିଜସ୍ବ ଅନୁଯାୟୀ ଚାଲିଥାଏ। ବେଳେବେଳେ ଆମେ କେତେକ ପ୍ରସିଦ୍ଧ ଏବଂ ଜଣାଶୁଣା ସେଲିବ୍ରିଟିଙ୍କ ବିଷୟରେ କିଛି ଶୁଣିବାକୁ ପାଇଥାଉ। ଯାହା ସମ୍ପୂର୍ଣ୍ଣ ଅଦ୍ଭୁତ ଲାଗେ। ବ୍ରିଟେନର ଜଣେ ପ୍ରସିଦ୍ଧ କଳାକାରଙ୍କ…

ଆଚରଣ ବିଧି ଲାଗୁ ହେଉ ହେଉ ଉଲ୍ଲଂଘନ କଲା ବିଜେଡି: ଭାଜପା

ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଶାସକ ବିଜେଡି ନିର୍ବାଚନକୁ ଏକ ପ୍ରହସନରେ ପରିଣତ କରିବାର ପ୍ରୟାସ କରିଛି। ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗ ପରେ ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ଗତ ୩ ତାରିଖରେ ଦିନ ଘୋଷଣା…

ଜବାବ ଦାଖଲ ପାଇଁ ଏନ୍‌ଜିଟିର ନିର୍ଦ୍ଦେଶ

ଯାଜପୁର ଅଫିସ,୧୪ା୧୦: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାମରେ ଆଇନଗତ ଅଧିକାର ନ ଥାଇ ବିପୁଳ ପରିମାଣରେ ବିଭିନ୍ନ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ ହୋଇଛି। ଏଥିରେ ନିୟୋଜିତ ଠିକାସଂସ୍ଥା ଗମନ ଇନ୍‌ଫ୍ରାଷ୍ଟ୍ରକ୍ଚର…

ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ଓ୍ବାଶିଂଟନ୍‌,୧୪।୧୦: ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟିଛି। ଉତ୍ତର କାରୋଲିନାରେ ଘଟିଥିବା ଏହି ଗୁଳିକାଣ୍ଡରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପରେ ପୋଲିସ ସମଗ୍ର ଅଞ୍ଚଳକୁ ଘେରି ରହିଛି। ଏହା ସହିତ ଗୁଳିକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ ପୋଲିସ…

ବିଦ୍ୟୁତ୍‌ ବିଭ୍ରାଟରୁ ରୋଗୀ ହନ୍ତସନ୍ତ

ବ୍ରହ୍ମପୁର ଅଫିସ,୧୪ା୧୦: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରମୁଖ ହସ୍ପିଟାଲ ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ଅବ୍ୟବସ୍ଥା ପିଛା ଛାଡୁନି। ବିଭିନ୍ନ ସମୟରେ ରୋଗୀ ସେବାରେ ନାନା ଅବ୍ୟବସ୍ଥା ଏବେ ପ୍ରତିଦିନ ଦୃଷ୍ଟିକୁ ଆସୁଛି। ଗୁରୁବାର ପୁଣିଥରେ ରୋଗୀସେବାର ବିକଳ ଚିତ୍ରର…

ପ୍ରାର୍ଥିତ୍ୱକୁ ନେଇ ବିଜେଡିରେ ବଢୁଛି ଅସନ୍ତୋଷ

ଭଦ୍ରକ ଅଫିସ, ୧୪।୧୦:ବିଜେଡି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା ପରେ ଧାମନଗର ବିଜେଡିରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଥିବା ନିଷ୍ପତ୍ତିକୁ କେତେଜଣ ସ୍ବାଗତ କରିଥିବା ବେଳେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବା…

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟର ମୋଟ ୧୩୯ ଓଏଏସ୍‌ ଅଫିସରଙ୍କ ବଦଳି କରିବା ସହିତ ଶୁକ୍ରବାର ସୁଦ୍ଧା ସମସ୍ତେ ରିଲିଭ ହେବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…

ୟୁବିଓଆଇର ନୂତନ କ୍ଷେତ୍ର ମହାପ୍ରବନ୍ଧକ

ଭୁବନେଶ୍ୱର,୧୪।୧୦: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ) ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର ସର୍ଭେଶ ରଞ୍ଜନ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ରଞ୍ଜନ ୟୁନିୟନ୍‌ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟରେ ଋଣନୀତି…

ଓଡ଼ିଶା ହସ୍ତତନ୍ତ, ହସ୍ତଶିଳ୍ପ ଉନ୍ନୟନ, ବିକାଶ ପରିଷଦ ପୁନର୍ଗଠିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଏବଂ ବିକାଶ ପରିଷଦ ପୁନର୍ଗଠିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ପୁନର୍ଗଠିତ ହୋଇଥିବା ଏହି ପରିଷଦରେ ଅଧ୍ୟକ୍ଷ ଭାବେ ସ୍ଥପତି ପଦ୍ମବିଭୂଷଣ ଡ. ସୁଦର୍ଶନ ସାହୁ ମନୋନୀତ ହୋଇଛନ୍ତି। ବାନ୍ଧ ଶିଳ୍ପୀ…

ରିଲାଏନ୍ସ ରିଟେଲରେ ‘ଏନ୍‌ବିଏ ମର୍ଚ୍ଚାଣ୍ଡାଇଜ୍‌ ରେଞ୍ଜ୍‌’

ନୂଆଦିଲ୍ଲୀ,୧୪।୧୦:ରିଲାଏନ୍ସ ରିଟେଲ ଲିମିଟେଡ୍‌ ଏବଂ ନ୍ୟାଶନାଲ ବାସ୍କେଟବଲ୍‌ ଆସୋସିଏସନ (ଏନ୍‌ବିଏ) ପକ୍ଷରୁ ଭାରତ ବଜାରରେ ଏନ୍‌ବିଏ ମର୍ଚ୍ଚଣ୍ଡାଇଜ୍‌ର ବିସ୍ତୃତ ବର୍ଗମାଳାର ଉନ୍ମୋଚନ କରାଯାଇଛି। ଏହି ନୂଆ ମର୍ଚ୍ଚାଣ୍ଡାଇଜ୍‌ ରିଲାଏନ୍ସ ରିଟେଲ୍‌ର କିଛି ନିର୍ଦ୍ଦିଷ୍ଟ ଷ୍ଟୋର ଏବଂ କମ୍ପାନୀର ଇ-କମର୍ସ ପ୍ଲାଟ୍‌ଫର୍ମରେ ମଧ୍ୟ…

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍‌କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର ଶୁଣାଣି…

ଯୋଗ-ଆୟୁର୍ବେଦର ଅନୁସନ୍ଧାନ କ୍ଷେତ୍ରରେ ପତଞ୍ଜଳି ଶ୍ରେଷ୍ଠ

ନୂଆଦିଲ୍ଲୀ,୧୪।୧୦: ୟୁନାଇଟେଡ୍‌ ନେସନ ବା ୟୁଏନ୍‌-ଏସ୍‌ଡିଜି ପୁରସ୍କାରପ୍ରାପ୍ତ ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କୁ ଆଉ ଏକ ସମ୍ମାନ ଓ ମାନ୍ୟତା ଦିଆଯାଇଛି। ଏପରିକି ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ଏବଂ ଏଲ୍‌ସେଭିଅର ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି, ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣା ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri