Home

୬୦ ବର୍ଷ ତଳେ ଚାଇନା ନେଇଥିବା ଜମି ଫେରାଇ ଆଣିବେ ଭାରତ ସରକାର: ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୨୦।୧୨ : ଚାଇନା ୬୦ ବର୍ଷ ତଳେ ନେଇଥିବା ଜମି ଭାରତ ସରକାର ଫେରାଇ ଆଣିବେ। ଭାଜପା ଏମ୍‌ପି ପ୍ରତାପ ପାଟିଲ ମଙ୍ଗଳବାର ଲୋକ ସଭାରେ ଏହା କହିଛନ୍ତି। ୧୯୬୨ ଯୁଦ୍ଧରେ ଭାରତ ହରାଇଥିବା ଜମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର…

୨୦୨୧ରେ ପ୍ରତିଦିନ ୧୧୫ ଦିନ ମଜୁରିଆ-୬୩ ଗୃହିଣୀ କରିଛନ୍ତି ଆତ୍ମହତ୍ୟା…

ନୂଆଦିଲ୍ଲୀ,୨୦।୧୨ : ଭାରତରେ, ୨୦୨୧ ମସିହାରେ ପ୍ରତିଦିନ ୧୧୫ ଦିନ ମଜୁରିଆ ଏବଂ ୬୩ ଗୃହିଣୀ ଆତ୍ମହତ୍ୟା କରିଥିଲେ। ଏହି ସମୟ ମଧ୍ୟରେ ଦେଶରେ ସମୁଦାୟ ୧,୬୪,୦୩୩ ଆତ୍ମହତ୍ୟା ଘଟଣା ଘଟିଥିଲା । ମଙ୍ଗଳବାର ଲୋକ ସଭାରେ ସରକାର ଏହି ସୂଚନା…

ଏବେ ଅଭିନୟରେ ଦମ୍‌ ଦେଖାଇବେ ଅଶନୀର

ନୂଆଦିଲ୍ଲୀ,୧୦।୧୨: ବ୍ୟବସାୟୀ ତଥା ଶାର୍କ ଟ୍ୟାଙ୍କ ଇଣ୍ଡିଆ ସିଜନ-୧ର ବିଚାରପତି ଥିବା ଅଶନୀର ଗ୍ରୋଭରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୋ’ର ନୂତନ ସିଜନରେ ତାଙ୍କୁ ଦେଖାଯାଇ ନ ପାରେ, ହେଲେ ସେ ତାଙ୍କ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ…

ପୁଣି ଘନେଇଲା କରୋନା ଆତଙ୍କ, ଦେଢ଼ମାସରେ ୫୫ ପ୍ରତିଶତ ମାମଲା ବଢ଼ିଲା…

ଓ୍ବାଶିଂଟନ,୨୦।୧୨ : କରୋନାର ବିପଦ ପୁଣି ଥରେ ଦୁନିଆରେ ଆତଙ୍କ ସୃଷ୍ଟି କରିବାକୁ ଯାଉଛି। ଚାଇନା ସହିତ ଏସିଆ, ୟୁରୋପ ସମେତ ଅନେକ ଦେଶରେ କରୋନା ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି। ନଭେମ୍ବର ୨ ରେ, ୩.୩ ଲକ୍ଷ ମାମଲା ବିଶ୍ୱବ୍ୟାପୀ…

ଲୋକ ସଭାରେ ଅପରେଶନ ଯମରାଜକୁ ପ୍ରଶଂସା କଲେ ଚିରାଗ ପାସଓ୍ବାନ…

ନୂଆଦିଲ୍ଲୀ,୨୦।୧୨ : ବିହାରରେ ବିଷାକ୍ତ ମଦ ପିଇବା ପରେ ମୃତ୍ୟୁ ସଂଖ୍ୟା ୭୫ କୁ ବୃଦ୍ଧି ପାଇଛି। ଏହି ପ୍ରସଙ୍ଗରେ ବିରୋଧୀ ବିହାର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ସଂସଦରେ ମଧ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଗଠିତ ମହାମେଣ୍ଟ ସରକାରକୁ ଘେରିବା…

ଟିମ୍‌ ଇଣ୍ଡିଆକୁ ଝଟ୍‌କା: ଦ୍ୱିତୀୟ ଟେଷ୍ଟରୁ ବି ବାଦ୍‌ ପଡ଼ିଲେ ରୋହିତ, ଏହି ଖେଳାଳି ବି ଆହତ

ନୂଆଦିଲ୍ଲୀ,୧୦।୧୨: ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଟିମ୍‌ ଇଣ୍ହିଆକୁ ବଡ଼ ଝଟ୍‌କା ଲାଗିଛି। ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ଦ୍ରୁତ ବୋଲର ନବଦୀପ ସାଇନି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରୁ ବାହାର ହୋଇଛନ୍ତି। ଡିସେମ୍ବର ୧୧ରୁ ଏହି ମ୍ୟାଚ୍‌ ଖେଳାଯିବ।…

ଭାରତ-ପାକିସ୍ତାନ ପ୍ରସଙ୍ଗରେ ମଧ୍ୟସ୍ଥି ପାଇଁ ପୁଣି କହିଲା ଆମେରିକା…

ଓ୍ବାଶିଂଟନ,୨୦।୧୨ : ଭାରତ ପାକିସ୍ତାନ ପ୍ରସଙ୍ଗରେ ପୁଣି ମଧ୍ୟସ୍ଥି କରିବାକୁ ଆମେରିକା ଇଛା ପ୍ରକାଶ କରିଛି। ଦୁଇଦେଶ ମଧ୍ୟରେ ଥିବା ମତଭେଦ ଦୂର ପାଇଁ ଉଦ୍ୟମ ହେବା ଉପରେ ଆମେରିକା ଗୁରୁତ୍ୱାରୋପ କରି କହିଛି ଯେ, ଏନେଇ ବାକ୍‌ ଯୁଦ୍ଧ ନ…

ଶ୍ରଦ୍ଧା ହତ୍ୟାକାଣ୍ଡର ଯାଞ୍ଚ କରିବ ଏସ୍‌ଆଇଟି: ଉପମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୧୨: ବହୁ ଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକରଙ୍କ ହତ୍ୟାକାଣ୍ଡକୁ ନେଇ ମହାରାଷ୍ଟ୍ର ସରକାର ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ବଜେଟ ଅଧିବେଶନ ପୂର୍ବରୁ ଏକ ଏସ୍‌ଆଇଟି ଗଠନ କରି ଶ୍ରଦ୍ଧା ୱାଲକରଙ୍କ ହତ୍ୟା ମାମଲାରେ ରିପୋର୍ଟ ଟେବୁଲ କରିବାକୁ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ…

୧୩୫ କୋଟି ଲୋକ ଆମ ଉପରେ ହସୁଛନ୍ତି: ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୨୦।୧୨ : ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ମଙ୍ଗଳବାର ରାଜ୍ୟ ସଭାରେ ନିଜ ଆସନରୁ ଉଠିବାକୁ ପଡିଛି। ସେ ଏମ୍‌ପିମାନଙ୍କୁ ମନେ ପକାଇବାକୁ କହିଥିଲେ ଯେ ଆମେ ଛୋଟପିଲା ନୁହେଁ। ଭାରତର ସ୍ବାଧୀନତାରେ ଆରଏସଏସର କୌଣସି ଯୋଗଦାନ ନାହିଁ ବୋଲି କଂଗ୍ରେସ ନେତା…

ବଢ଼ିପାରେ ସୁରକ୍ଷା ପରିଷଦ ସ୍ଥାୟୀ ସଦସ୍ୟ ସଂଖ୍ୟା: ଗୁଟେରସଙ୍କ ସୂଚନା…

ନ୍ୟୁୟର୍କ,୨୦।୧୨ : ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଏହି ପ୍ରସଙ୍ଗ ଉପରେ ମଧ୍ୟ ଗମ୍ଭୀର ଭାବରେ ବିଚାର କରାଯାଉଛି । ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ କହିଛନ୍ତି…

ଓଟିଟିରେ ରିଲିଜ୍‌ ହେବ ସାଉଥ୍‌ର ହରର ଫିଲ୍ମ ‘ମସୁଦା’

ମୁମ୍ବାଇ: ହରର ଫିଲ୍ମ ଦେଖୁଥିବା ଦର୍ଶକଙ୍କ ପାଇଁ ଆଉ ଏକ ଖୁସି ଖବର। ସାଉଥର ସବୁଠାରୁ ବଡ଼ ହରର ଫିଲ୍ମ କୁହାଯାଉଥିବା ଫିଲ୍ମ ‘ମସୁଦା’ ହଲ୍‌ ପରେ ବର୍ତ୍ତମାନ ଓଟିଟିରେ ରିଲିଜ୍‌ ହେବାକୁ ଯାଉଛି। ମସୁଦାର ଅନ୍‌ଲାଇନ ଷ୍ଟ୍ରିମିଂ ଆସନ୍ତା ଡିସେମ୍ବର…

ସପ୍ତାହେ ପୂର୍ବରୁ ଶୀତ ଅଧିବେଶନ ହୋଇପାରେ ଶେଷ…

ନୂଆଦିଲ୍ଲୀ,୨୦।୧୨ : ସଂସଦର ବର୍ତ୍ତମାନର ଶୀତ ଅଧିବେଶନ ନିର୍ଦ୍ଧାରିତ ସମୟର ଏକ ସପ୍ତାହ ପୂର୍ବରୁ ଶୁକ୍ରବାର ଦିନ ଶେଷ ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଏକ ସୂତ୍ରରୁ ଏହି ସୂଚନା ମିଳିଛି। ସୂଚନାନୁସାରେ, ଲୋକ ସଭା ଓ ରାଜ୍ୟ ସଭାର କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?