Home

ମୋ ବିରୋଧରେ ଚାଲିଛି ଷଡଯନ୍ତ୍ର: ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ୍‌,୨୦।୧୨: ଗତ ବର୍ଷ ଆମେରିକାର କ୍ୟାପିଟାଲ ହିଲ ହିଂସା ପାଇଁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟୀ କରାଯାଇଛି। ଏହି ଘଟଣାର ଅନୁସନ୍ଧାନ କରୁଥିବା କମିଟି ଟ୍ରମ୍ପଙ୍କୁ କୋର୍ଟ ଚାଲାଣ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ସମଗ୍ର ବିଷୟକୁ ଫେକ୍‌ ବା…

ହକି ପାଇଁ ମାଟିରେ ମିଶୁଛି ଭାତହାଣ୍ଡି

ଭୁବନେଶ୍ୱର, ୨୦।୧୨ (ବ୍ୟୁରୋ):ଜାନୁୟାରୀ ମାସରେ ହକି ବିଶ୍ୱକପ୍‌ ଦେଖିବ ସମଗ୍ର ବିଶ୍ୱ। ରାଜଧାନୀ ଭୁବନେଶ୍ୱର ଏବଂ ରାଉରକେଲାରେ ଖେଳ ଅନୁଷ୍ଠିତ ହେବ। ହକି ଦେଖିବାକୁ ବିଭିନ୍ନ ଦେଶବିଦେଶରୁ ପ୍ରଶଂସକଙ୍କ ସହ ଖେଳାଳିଙ୍କ ସୁଅ ଛୁଟିବ। ତେଣୁ ଅତିଥିମାନଙ୍କୁ ସ୍ବାଗତ କରିବା ପାଇଁ…

ସିଂହଦ୍ୱାର ନିକଟରେ ଚାଲିଛି ବେଆଇନ ନିର୍ମାଣ

ପୁରୀ ଅଫିସ, ୨୦ା୧୨:ଶ୍ରୀମନ୍ଦିର ସିଂହଦ୍ୱାର ନିକଟ ମଙ୍ଗୁମଠ ପାର୍ଶ୍ୱରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଥିବା ଅଭିଯୋଗ ଆଣି ପୁରୀ ଜିଲା କମାକନ୍ତିଆ ଗ୍ରାମର ମାନବାଧିକାର କର୍ମୀ ଦିଲୀପ କୁମାର ବରାଳ ସୋମବାର ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ବରାଳ ତାଙ୍କ…

ଆଉ ମିଳିଲାନି ରିମାଣ୍ଡ, ଜେଲ ଗଲେ ଅର୍ଚ୍ଚନା

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ):ଦୀର୍ଘ ଦିନର ଜେରା, ଚଢ଼ାଉ ସହ ଥାନା ଓ ଫୋରେନ୍‌ସିକ୍‌ ଲାବ୍‌ରୁ ଦସ୍ତାବିଜ ପାଇବା ସତ୍ତ୍ୱେ ଏଯାଏ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳା ସାମ୍ରାଜ୍ୟର କାଣିଚାଏ ଗୁମର ଖୋଲିପାରି ନାହିଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ମାତ୍ର କିଛି ଲକ୍ଷ ଟଙ୍କାର ବେଆଇନ…

ଚିଲିକାରେ ଭାସିଲା ଗ୍ୟାସ୍‌ ସିଲିଣ୍ଡର

କୃଷ୍ଣପ୍ରସାଦ,୨୦ା୧୨(ଡି.ଏନ୍‌.ଏ.):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା ଘାଟ ଚିଲିକାରେ ପୁଣି ଅଘଟଣ ଘଟିଛି। ସୋମବାର ଏକ ପିକ୍‌ଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ତଳକୁ ଖସି ଡଙ୍ଗାରେ ପିଟି ହୋଇଯାଇଥିଲା। ଫଳରେ ଡଙ୍ଗାର କିଛି ଅଂଶ ଭାଙ୍ଗିଯିବା ସହ ବୁଡ଼ିଯାଇଥିଲା। ଡଙ୍ଗା ଓ…

୧୦ ଡିଗ୍ରୀ ତଳେ ୬ ସହର

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ତଳକୁ ଖସି ଯାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ…

ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନକୁ ନେଇ ଆପତ୍ତି ଉଠାଇଲେ ବର୍ଷା

କଟକ ଅଫିସ, ୨୦ା୧୨:ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ସୋମବାର ପରିବାର ଅଦାଲତରେ ହୋଇଥିଲା। ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ବର୍ଷା କୋର୍ଟରେ ହାଜର ହେବା ପରେ ତାଙ୍କର…

ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଭାରତ ହକି ବିଶ୍ୱକପ୍‌ ଜିତୁ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):୨୦୨୩ ବିଶ୍ବକପ୍‌ ଲୋକଙ୍କ ବିଶ୍ବକପ୍‌। ଏହା କୌଣସି ଦେଶ କିମ୍ବା ଖେଳାଳିଙ୍କ ଲାଗି ଆୟୋଜନ କରାଯାଉନି। ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଜଣେ ଓଡ଼ିଆ ଅଲିମ୍ପିକ୍‌ରେ ପଦକ ହାସଲ କରିବା। ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ଏହି ବିଶ୍ୱକପ୍‌ ଲୋକଙ୍କ ସହଯୋଗରେ ହେଉ। ଭାରତ ହକି ବିଶ୍ୱକପ୍‌…

ରାଉରକେଲା ବିମାନବନ୍ଦର କାମ ସରିଲାଣି

ଭୁବନେଶ୍ବର,୨୦ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି…

ଓଡ଼ିଶାର କୋଇଲା ଉତ୍ପାଦନ ବୃଦ୍ଧିକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ରାଜ୍ୟରେ କୋଇଲା ଉତ୍ପାଦନ ବୃଦ୍ଧି ପାଇଛି। ରାଜ୍ୟ ସରକାରଙ୍କ ଉତ୍ତମ କାର୍ଯ୍ୟ, ଠିକ୍‌ ନୀତି ଓ ସହଯୋଗ ପାଇଁ ଓଡ଼ିଶାରେ କୋଇଲା ଉତ୍ପାଦନ କ୍ଷେତ୍ରରେ ଆଶ୍ଚର୍ଯ୍ୟଜନକ ବୃଦ୍ଧି ଘଟିଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ୍‌ ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ…

ଏକାଦଶ, ଦ୍ୱାଦଶରେ ଉପସ୍ଥାନ କମିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ):ରାଜ୍ୟର ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ପାଇଁ ସରକାର ପ୍ରୟାସ ଚଳାଇଛନ୍ତି। ଏବେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ଉପସ୍ଥାନ ବୃଦ୍ଧି ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଶ୍ରେଣୀ କକ୍ଷରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ…

ଭୁବନେଶ୍ବର ସମେତ ଆଉ ୨୫ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଦ୍ୱାରା ପରିଚାଳିତ ଏହି ବିମାନବନ୍ଦର ସମେତ ଦେଶର ଆଉ ୨୫ଟି ବିମାନବନ୍ଦରକୁ ଲିଜ୍‌ରେ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ବିମାନବନ୍ଦରଗୁଡ଼ିକ ହେଲା ବାରାଣସୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?