Home

ପୁଣି ପ୍ରେମରେ ପଡ଼ିଛନ୍ତି ରାପର୍‌ ବାଦ୍‌ଶାହା

ବମ୍ବେ: ରାପର ତଥା ଗାୟକ ବାଦ୍‌ଶାହା ପଡ଼ିଛନ୍ତି ପୁଣି ପ୍ରେମରେ। ଦୁଇ ବର୍ଷ ପୂର୍ବେ ସ୍ତ୍ରୀଙ୍କଠାରୁ ଅଲଗା ହୋଇଥିଲେ ବାଦ୍‌ଶାହା। ଏବେ ତାଙ୍କ ଲଭ୍‌ ଲାଇଫ୍‌ରେ ପଞ୍ଜାବୀ ଅଭିନେତ୍ରୀ ଈଶା ରେଖି ଏଣ୍ଟ୍ରୀ ମାରିଛନ୍ତି। ବର୍ଷେ ହେଲାଣି ଉଭୟଙ୍କ ଆଫେୟାର ଚାଲିଛି।…

ବିଜେଡି ଖେଳିଲା ମହିଳା କାର୍ଡ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନକୁ ନେଇ ସରଗରମ ହେଲାଣି ରାଜନୀତି। ପୂର୍ବରୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ବୁଧବାର ମହିଳା କାର୍ଡ ଖେଳିଛି ବିଜେଡି। ଦଳ ପକ୍ଷରୁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରାଯାଇଛି। ଅବନ୍ତୀ ତିହିଡି ବ୍ଲକ…

ତେଲ ଚୋରି ଉଦ୍ୟମ, ବୋଲେରୋ-ବାଇକ୍‌ ଜବତ, ୪ ଗିରଫ

ବଡ଼ବିଲ,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ଠାକୁରାଣୀ ଅଞ୍ଚଳରୁ ୨ଟି ଗ୍ୟାଲେନ ଭର୍ତ୍ତି ୧୦୦ ଲିଟର ଚୋରା ଡିଜେଲ, ଏକ ବୋଲେରୋ ଏବଂ ଏକ ବାଇକ୍‌ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ…

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଅବସରପ୍ରାପ୍ତ ଶିକ୍ଷକଙ୍କ ଜୀବନ

କୋକସରା,୧୨ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ କୋକସରା ଗ୍ରାମ ଏୟାରଟେଲ ଟାଓ୍ବାର ନିକଟରେ ବୁଧବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ହେଉଛନ୍ତି କୋକସରା ପଞ୍ଚାୟତ ଚିଲିଗୁଡ଼ା ଗ୍ରାମର ସତ୍ୟାନନ୍ଦ…

ଗରମ ଚା’ରେ ବସିପଡ଼ିବାରୁ ଶିଶୁ ଗୁରୁତର

କୋକସରା,୧୨ା୧୦(ଡି.ଏନ୍‌.ଏ.): ଗରମ ଚା’ରେ ବସି ପଡ଼ିବାରୁ ଜଣେ ଶିଶୁ ଗୁରୁତର ହୋଇଛି। କଳାହାଣ୍ଡି ଜିଲା କୋକସରା ଗ୍ରାମର କସ୍ତୁରୀ ନଗରପଡ଼ାରେ ରହୁଥିବା ଚତୁର୍ଭୁଜ ପୋଢ଼ଙ୍କ ୪ ବର୍ଷର ପୁଅ ଗୋବିନ୍ଦ ବୁଧବାର ଚୁଲିରେ ଥିବା ଗରମ ଚା’ରେ ବସି ପଡ଼ିବାରୁ ଗୁରୁତର…

ହାଇସ୍କୁଲରେ ଖୋଲିବ ଯୁକ୍ତ ୨, ଜିଲାପାଳଙ୍କୁ ପ୍ରସ୍ତାବ ମାଗିଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ

କେନ୍ଦୁଝର,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଶିକ୍ଷାଧିକାରୀ ଯେଉଁ ଜିଲା ପରିଷଦ ଜୋନ୍‌ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାହିଁ ସେହିପରି ୬ଟି ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରିବା ପାଇଁ ପ୍ରସ୍ତାବ ଦେଇଥିଲେ। କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ୨୪ ନଂ ଜିଲା ପରିଷଦ ଜୋନ୍‌ର…

୨ ମହିଳାଙ୍କୁ ବଳି ଦେବା ଘଟଣା: ମଣିଷ ମାଂସକୁ ୫୬ ଖଣ୍ଡ କରି ରାନ୍ଧି ଖାଇଥିଲେ ଅଭିଯୁକ୍ତ

କୋଚି,୧୨।୧୦: କେରଳର ପଠାନାମାଥିଟ୍ଟାରେ ଧନ ସମୃଦ୍ଧି ବୃଦ୍ଧି ପାଇଁ ଦୁଇ ମହିଳାଙ୍କୁ ବଳି ଦେବାର ଏକ ସମ୍ବେଦନଶୀଳ ମାମଲା ଘଟିଛି। ଏହି ମାମଲାରେ ଅଭିଯୁକ୍ତମାନେ ମହିଳାଙ୍କୁ ହତ୍ୟା କରି ତାଙ୍କ ମାଂସ ରାନ୍ଧି ଖାଇଥିଲେ। କେରଳ ପୋଲିସର ସୂଚନାନୁସାରେ, ଘରେ ସମୃଦ୍ଧତା…

ଭିଜିଲାନ୍ସ ଜାଲରେ କିରାଣି

କେନ୍ଦୁଝର,୧୨ା୧୦(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ବାଂଶପାଳ ବିଇଓ ଅଫିସ୍‌ର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ବୁଧବାର ସକାଳେ କେନ୍ଦୁଝର…

ଗ୍ଲାମରସ୍‌ ଲୁକ୍‌ରେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କୁ ବିବାହ ପରେ ପ୍ରଥମ ଥର ପାଇଁ ଗ୍ଲାମରସ୍‌ ଲୁକ୍‌ରେ ଦେଖିବାକୁ ମିଳିଛି। ଇଶାନ ଖଟ୍ଟର ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ଅଭିନୀତ ଏକ୍ସେଲ ଏଣ୍ଟରଟେନ୍‌ମେଣ୍ଟର ‘ଫୋନ ଭୂତ୍‌’ର ଟ୍ରେଲର୍‌ ବେଶ୍‌ ପ୍ରଶଂସିତ ହୋଇଛି। ଫିଲ୍ମର ଟ୍ରେଲର ଦେଖିବା…

ରେସଲର ସାଗର ଧନକର ହତ୍ୟା ମାମଲା: ସୁଶୀଲ କୁମାରଙ୍କ ନାଁରେ ଚାଲିବ ହତ୍ୟା ମାମଲା

ନୂଆଦିଲ୍ଲୀ,୧୨।୧୦: ରେସଲର ସାଗର ଧନକର ହତ୍ୟା ମାମଲାରେ ରେସଲର ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ସୁଶୀଲ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀ କୋର୍ଟ। ସୁଶୀଲ କୁମାରଙ୍କ ସହ ୧୭ ଜଣଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଦିଲ୍ଲୀର…

ପୁଣି ୟୁକ୍ରେନ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କିଭ୍‌,୧୨।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ବୁଧବାର ରୁଷିଆ ସେନା ୟୁକ୍ରେନର ଆଭିଡିଭକା ଉପରେ ମିଶାଇଲ ମାଡ଼ କରିଛି। ଏହି ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୮ ଜଣ ଆହତ ହୋଇଛନ୍ତି। ଗତ ଅକ୍ଟୋବର…

ଦର୍ଶକ ଭର୍ତ୍ତି ଷ୍ଟାଡିୟମରେ ଯୁବତୀଙ୍କୁ ପ୍ରେମ ନିବେଦନ କରି ଯୁବକ ପାଇଲେ ପାନେ, ଭିଡିଓ ଦେଖିଲେ…

ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓକୁ ବାରମ୍ବାର ଦେଖିବାକୁ ଇଚ୍ଛା ହୁଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଜଣେ ଯୁବକ ଦର୍ଶକ ଭର୍ତ୍ତି ହୋଇଥିବା ଷ୍ଟାଡିୟମରେ ଜଣେ ଯୁବତୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri