Home

ବାଣ ଫୁଟୁଛି

ବାଣ କଥା ଉଠିଲେ ତାମିଲନାଡୁର ବିରୁଧନଗର ଜିଲାର ଶିବକାଶୀ ସହରାଞ୍ଚଳ ମନେପଡ଼େ। ସାଧାରଣରେ ଭାରତର ୯୦ ପ୍ରତିଶତ ବାଣ ଶିବକାଶୀରେ ତିଆରି ହୋଇଥାଏ। ଅତ୍ୟଧିକ କାରଖାନା ଥିବାରୁ ବିପଦ ମଧ୍ୟ ସବୁବେଳେ ଯୋଡ଼ିହୋଇ ରହୁଛି। ୧୯ ଏପ୍ରିଲରେ ବିରୁଧନଗର ଜିଲାର କଟ୍ଟନାରପଟ୍ଟି…

୧୫ ବର୍ଷ ପରେ ପଦ ଛାଡିବେ ଟିମ କୁକ୍‌, ଆପଲର ନୂଆ ସିଇଓ ହେବେ…

ଓ୍ବାଶିଂଟନ,୨୧।୪: ବିଶ୍ୱର ସର୍ବବୃହତ ଟେକ କମ୍ପାନୀ ମଧ୍ୟରେ ସ୍ଥାନ ପାଇଥିବା ଆପଲ ୧୫ ବର୍ଷ ପରେ ଏହାର ଶୀର୍ଷ ନେତୃତ୍ୱ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛି। ଜନ ଟେରନସ (୫୦) କମ୍ପାନୀର ନୂତନ ସିଇଓ ଭାବରେ ଟିମ କୁକଙ୍କ ସ୍ଥାନରେ ଦାୟିତ୍ୱ…

ଏସବୁ ଜିଲାରେ ଆଜି କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ସହ ବିଜୁଳି, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗତ କିଛିଦିନ ଧରି ପାରଦ ଉପରମୁହାଁ ରହିଛି। ଦିନରେ ଗରମ ଓ ଗୁଳୁଗୁଳି, ଅପରାହ୍ନରୁ କାଳବୈଶାଖୀ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତେବେ ଆସନ୍ତା ୪ ଦିନ ଧରି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏଥିସହ ରାଜ୍ୟର ବିଭିନ୍ନ…

ଇସଲାମାବାଦ ଶାନ୍ତି ଆଲୋଚନା ପୂର୍ବରୁ ବଡ଼ ଦାବି କଲେଣି ଟ୍ରମ୍ପ, ଜାଣନ୍ତୁ କାହାକୁ କହିଲେ ଦେଶଦ୍ରୋହୀ

ଓ୍ବାଶିଂଟନ,୨୧।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିରୋଧୀ ଡେମୋକ୍ରାଟିକ ପାର୍ଟି ଉପରେ ଏକ କଠୋର ଆକ୍ରମଣ ଆରମ୍ଭ କରିଥିଲେ। ଟ୍ରମ୍ପ ଅଭିଯୋଗ କରିଥିଲେ ଯେ ଯେତେବେଳେ ଆମେରିକା ଇରାନ ସହିତ ସଂଘର୍ଷର ଏକ ନିର୍ଣ୍ଣାୟକ ମୋଡ଼ରେ ଠିଆ ହୋଇଛି, ଡେମୋକ୍ରାଟମାନେ…

୩୧୫ ତହସିଲଦାରଙ୍କ ଖାତାରେ ଜମାହୋଇଛି ୨୫୬.୮୧କୋଟିର ରୟାଲ୍‌ଟି: ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ଲୋଡ଼ିଲେ ପିଏଜି

ଭୁବନେଶ୍ୱର,୨୧ା୪(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିିଜ ଦ୍ରବ୍ୟରୁ ସରକାରଙ୍କୁ ଯେଉଁ ଅର୍ଥ ମିଳିବା କଥା ତାହା ବାଟବଣା ହୋଇଛି। ନିୟମ ଅନୁଯାୟୀ, ଏହି ଉତ୍ସରୁ ସଂଗ୍ରହ ସମସ୍ତ ରୟାଲ୍‌ଟି ସରକାରଙ୍କ ନିର୍ଦ୍ଦିଷ୍ଟ ବ୍ୟାଙ୍କ ଖାତା ତଥା ରାଜକୋଷରେ ଡିପୋଜିଟ୍‌ ହେବା ଆବଶ୍ୟକ,…

ଅର୍ଥନୈତିକ ସମ୍ପର୍କ ବଢ଼ାଇବାକୁ ଭାରତ, ଦକ୍ଷିଣ କୋରିଆ ରାଜି

ନୂଆଦିଲ୍ଲୀ,୨୧ା୪ (ପି.ଟି.): ଭୂରାଜନୈତିକ ଅସ୍ଥିରତା ଦୃଷ୍ଟିରୁ ବାଣିଜ୍ୟ କ୍ଷେତ୍ରରେ ବାଧା ବଢ଼ୁଥିବାବେଳେ ଭାରତ ଏବଂ ଦକ୍ଷିଣ କୋରିଆ ସେମାନଙ୍କ ବାଣିଜି୍ୟକ ଚୁକ୍ତିକୁ ଅପ୍‌ଗ୍ରେଡ କରିବା ଲାଗି ଆଲୋଚନା ପାଇଁ ସୋମବାର ସହମତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦକ୍ଷିଣ କୋରିଆ…

ବିସ୍ଫୋରକ ଶତକ ମାରି ବଡ଼ ରେକର୍ଡ କଲେ ତିଲକ ବର୍ମା: ଆଇପିଏଲ ଇତିହାସରେ…

ମୁମ୍ବାଇ,୨୦।୩: ତିଲକ ବର୍ମାଙ୍କ ବିସ୍ଫୋରକ ଶତକ ଏବଂ ନମନ ଧୀରଙ୍କ ଦୃଢ଼ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ସୋମବାର ଅନୁଷ୍ଠିତ ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ସମ୍ମାନଜନକ ସ୍କୋର କରିଛି। ତିଲକ ୧୦୧ ରନରେ ଅପରାଜିତ ରହିଥିବାବେଳେ ମୁମ୍ବାଇ ୨୦…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ ଗରମ ଗୁଳଗୁଳି ବୃଦ୍ଧି ସହ ପରିବେଶ ନଷ୍ଟ ହେବାରେ ବସିଛି। ଜଙ୍ଗଲରେ ନିଆଁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ ସ୍ଥାନୀୟ ନିରୀହ ଆଦିବାସୀଙ୍କ ଉପରେ ଚାଲିଥିବା ପ୍ରଶାସନିକ ଦମନ ଲୀଳା ଏବେ ଚରମସୀମାରେ…

ମୋଦିଙ୍କ ଗସ୍ତ ପୂର୍ବରୁ ଅଘଟଣ: କାର୍ଯ୍ୟକ୍ରମ ବାତିଲ ଘୋଷଣା

ଜୟପୁର,୨୦।୪: ରାଜସ୍ଥାନର ବାଲୋତ୍ରା ଜିଲାର ପାଚପଦରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ଅଗ୍ନିକାଣ୍ଡ ଯୋଗୁ ତାଙ୍କର ରାଜସ୍ଥାନ ଗସ୍ତ ବାତିଲ ହୋଇଯାଇଛି। ଅଗ୍ନିକାଣ୍ଡ ପରେ ଦୁଇ…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ବରତିଆ ପଞ୍ଚାୟତ ସୁନାମୁଦି ଗଁ।ର ଡୋଳାମଣି ହଂସ…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ ତାଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତି ଏବେ ନିଜ ମନର କଥା ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?