Home

ମେସିଙ୍କ ବିଶ୍ୱରେକର୍ଡ

ଦୋହା,୧୯।୧୨: କାତାରର ଲୁସେଲ ଷ୍ଟାଡିୟମରେ ଆର୍ଜେଣ୍ଟିନା ଏବଂ ଫ୍ରାନ୍ସ ମଧ୍ୟରେ ଫିଫା ବିଶ୍ୱକପର ଫାଇନାଲ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ପଡ଼ିଆରେ ଅବତରଣ କରିବା ମାତ୍ରେ ଆର୍ଜେଣ୍ଟିନା ଅଧିନାୟକ ଲିଓନେଲ ମେସି ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ।…

ଇନ୍ଧନ ଟ୍ୟାଙ୍କର ବିସ୍ଫୋରଣ: ୧୯ ମୃତ

କାବୁଲ ,୧୮।୧୨: ଆଫଗାନିସ୍ତାନ ରାଜଧାନୀ କାବୁଲର ଉତ୍ତରରେ ଥିବା ସଲଙ୍ଗ ଟନେଲ୍‌ରେ ଏକ ଇନ୍ଧନ ଟ୍ୟାଙ୍କର ଶନିବାର ରାତିରେ ବିସ୍ଫୋରଣ ହେବାରୁ ୧୯ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩୨ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ମହିଳା ଓ…

ପାର୍ଲାମେଣ୍ଟରେ ଶୁଟିଂ ପାଇଁ ଅନୁମତି ମାଗିଲେ କଙ୍ଗନା

ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଏମର୍ଜେନ୍ସି’ର ଶୁଟିଂ ପାର୍ଲାମେଣ୍ଟ ପରିସରରେ କରିବା ଲାଗି ଲୋକ ସଭା ସଚିବାଳୟର ଅନୁମତି ଲୋଡ଼ିଛନ୍ତି। ତାଙ୍କ ପତ୍ର ବିଚାରାଧୀନ ରହିଛି। ତେବେ ପାର୍ଲାମେଣ୍ଟ ଭିତରେ ଫିଲ୍ମ ଶୁଟିଂକୁ ଅନୁମତି ମିଳି ନ ପାରେ…

ମୁଁ ନରେନ୍ଦ୍ର ମୋଦି, ଆରଏସଏସକୁ କରେ ନାହିଁ ଭୟ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ୍‌,୧୮।୧୨: ଜାତିସଂଘରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଭାରତରେ ତୀବ୍ର ବିରୋଧ କରାଯାଉଛି। ଏସବୁ ମଧ୍ୟରେ ବିଲାୱାଲ ନିଜ ମନ୍ତବ୍ୟକୁ ନେଇ ଆଦୌ ପଶ୍ଚାତାପ କରୁନାହାନ୍ତି। ସେ…

ବିଳମ୍ବରେ ପହଞ୍ଚିବାରୁ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ

ଅଗରତାଲା,୧୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଉତ୍ତର-ପୂର୍ବ ରାଜ୍ୟ ଗସ୍ତରେ ଅଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ମେଘାଳୟରେ ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବା ପରେ ତ୍ରିପୁରାରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଥିଲେ। ମୋଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ)…

‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା କମଲ ହାସନ

ନୂଆଦିଲ୍ଲୀ, ୧୮।୧୨: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେବେ ଅଭିନେତା ତଥା ରାଜନେତା କମଲ ହାସନ। ଆସନ୍ତା ଡିସେମ୍ବର ୨୪ରେ ସେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଯୋଗଦେବେ। କମଲଙ୍କ ଦଳ ମକ୍କାଲ ନିଧି…

କଂଗ୍ରେସରେ ଯୋଗଦେଲେ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍‌ଲି ରଥ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍‌ଲି ରଥ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଗୁଡ୍‌ଲିଙ୍କ ସହ ସୁନାମଧନ୍ୟ କଣ୍ଠଶିଳ୍ପୀ ପମି ମିଶ୍ର, ରଶ୍ମିତା ସାହୁ ପ୍ରମୁଖ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାରଙ୍କ…

ବିଶ୍ୱ ଶ୍ରୀମତୀ ମୁକୁଟ ପିନ୍ଧିଲେ ସରଗମ କୌଶଲ

ଆମେରିକାରେ ଆୟୋଜିତ ସୁନ୍ଦରୀ ପ୍ରତିଯୋଗିତାରେ ଭାରତର ସରଗମ କୌଶଲ ଶ୍ରୀମତୀ ୱାଲର୍‌ଡ ୨୦୨୨-୨୩ ଟାଇଟଲ ଜିତିଛନ୍ତି । ୨୧ ବର୍ଷ ପରେ କୌଣସି ଭାରତୀୟ ଏହି ମୁକୁଟ ବିଜୟିନୀ ହୋଇଛନ୍ତି। ତାଙ୍କ ପୂର୍ବରୁ ଅଭିନେତ୍ରୀ ଆଦିତ୍ୟ ଗୋବିତ୍ରିକର ଏହି ଟାଇଟଲ ଜିତିଥିଲେ।…

ଧାନବିଲ ପୋଡ଼ି ବାୟୁକୁ କରୁଛି ପ୍ରଦୂଷଣ

କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ଚାଷ କାମ ସରିଲା। ଧାନ ଫସଲ ଅମଳ ସରିଲା। ଏବେ ବିଲ ଖାଁ ଖାଁ ହୋଇପଡ଼ିଛି। କିନ୍ତୁ ବିଲରେ ଜମା ହୋଇଥିବା ଧାନ ଗଛର ମୂଳ, ଧାନ ଅମଳ ପରେ ରହିଯାଉଥିବା କୁଟାକୁ ସଠିକ୍‌ ଭାବରେ ପରିଚାଳନା କରାଯାଇ ପାରୁ…

ଆଲୋକିତ ହେଲା ପଦ୍ମଶ୍ରୀଙ୍କ ଘର

କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ତଳବୈତରଣୀ ଗ୍ରାମରେ ରହୁଥିବା ପଦ୍ମଶ୍ରୀ ଦୈତାରୀ ନାଏକଙ୍କ ଘର ଆଲୋକିତ ହେଲା। ଦୀର୍ଘ ଏକ ମାସ ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ଅନ୍ଧାରରେ ରାତି କାଟୁଥିଲେ ଦୈତାରୀଙ୍କ ପରିବାର। ଏହାକୁ ନେଇ ଧରିତ୍ରୀରେ ଶନିବାର ‘ଅନ୍ଧାରରେ ପଦ୍ମଶ୍ରୀଙ୍କ…

ପୁଣି ଥରେ ପୁଅଙ୍କୁ ପ୍ରଶଂସା କଲେ ଅମିତାଭ

ମୁମ୍ବାଇ: ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକଙ୍କ ପ୍ରତି ଥିବା ଭଲପାଇବା ଏବଂ ସମ୍ମାନ ବିଷୟରେ ସମସ୍ତ ପ୍ରଶଂସକ ଜାଣିଛନ୍ତି। ବିଗ୍‌ ବି’ ତାଙ୍କ ଟୁଇଟରରେ ପୁଣି ଥରେ ଅଭିଷେକଙ୍କ ପ୍ରଶଂସା କରିଛନ୍ତି। ରବିବାର ଅଭିଷେକଙ୍କ ଦଳ ଜୟପୁର ପିଙ୍କ୍‌ ପାନ୍ଥର୍ସ ପ୍ରୋ…

ନୀତୀଶ କୁମାର ଜଣେ ନିଷ୍ଠୁର ମୁଖ୍ୟମନ୍ତ୍ରୀ: ସୁଶୀଲ ମୋଦି

ପାଟନା,୧୮।୧୨: ବିହାର ମଦମୃତ୍ୟୁକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ସୁଶୀଲ ମୋଦି ଏକ ଖବରଦାତା ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସୁଶୀଲ ଛପ୍ରାଠାରେ ହୋଇଥିବା ମଦ୍ୟପାନ ଘଟଣାରେ ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?