ପୁଣି ଥରେ ପୁଅଙ୍କୁ ପ୍ରଶଂସା କଲେ ଅମିତାଭ
ମୁମ୍ବାଇ: ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକଙ୍କ ପ୍ରତି ଥିବା ଭଲପାଇବା ଏବଂ ସମ୍ମାନ ବିଷୟରେ ସମସ୍ତ ପ୍ରଶଂସକ ଜାଣିଛନ୍ତି। ବିଗ୍ ବି’ ତାଙ୍କ ଟୁଇଟରରେ ପୁଣି ଥରେ ଅଭିଷେକଙ୍କ ପ୍ରଶଂସା କରିଛନ୍ତି। ରବିବାର ଅଭିଷେକଙ୍କ ଦଳ ଜୟପୁର ପିଙ୍କ୍ ପାନ୍ଥର୍ସ ପ୍ରୋ…
ନୀତୀଶ କୁମାର ଜଣେ ନିଷ୍ଠୁର ମୁଖ୍ୟମନ୍ତ୍ରୀ: ସୁଶୀଲ ମୋଦି
ପାଟନା,୧୮।୧୨: ବିହାର ମଦମୃତ୍ୟୁକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଭାଜପା ନେତା ତଥା ରାଜ୍ୟ ସଭା ଏମ୍ପି ସୁଶୀଲ ମୋଦି ଏକ ଖବରଦାତା ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ୍ କରିଛନ୍ତି। ସୁଶୀଲ ଛପ୍ରାଠାରେ ହୋଇଥିବା ମଦ୍ୟପାନ ଘଟଣାରେ ପ୍ରାଣ…
ଫେବୃୟାରୀରେ ଓଡ଼ିଶା ଆସିବେ ପ୍ରିୟଙ୍କା
ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଫେବୃୟାରୀ ୧୮ରେ ଏଆଇସିସି ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିବେ। ଖୋର୍ଦ୍ଧା ବରୁଣେଇ ପାଖରେ ଏକ ବିରାଟ ସାଧାରଣ ସଭାର ଆୟୋଜନ କରାଯିବ। ଏଥିରେ ପ୍ରିୟଙ୍କା ଯୋଗଦେବା କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର କଂଗ୍ରେସ…
କେବେ ବିବାହ କରିବେ ପ୍ରଭାସ, ନିଜେ ଦେଲେ ଉତ୍ତର
‘ବାହୁବଳୀ’ ଫେମ୍ ପ୍ରଭାସଙ୍କ ଲଭ୍ ଲାଇଫ୍ ବିଷୟରେ ଜାଣିବାକୁ ତାଙ୍କ ପ୍ରଶଂସକ ବେଶ୍ ଆଗ୍ରହୀ। ପ୍ରଭାସ କେବେ ଏବଂ କାହାକୁ ବିବାହ କରିବେ ତାହା ଏବେ ସମସ୍ତଙ୍କ ମନରେ ପ୍ରଶ୍ନ। ନିକଟରେ ଏକ ଶୋ’ରେ ପ୍ରଭାସ ଏସବୁ ପ୍ରଶ୍ନର ଉତ୍ତର ଦେଇଛନ୍ତି।…
କୋଦଳା ଏନ୍ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ
ବେଗୁନିଆପଡ଼ା,୧୮ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା କୋଦଳା ଏନ୍ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ ନିୟମର ଧଜିଆ ଉଡ଼ାଇ ଅଯଥା ହସ୍ତକ୍ଷେପ କରିଥିଲେ ଏବଂ ବୈଠକକୁ ବିଧାୟକ, ଏମ୍ପିଙ୍କୁ ଉପସ୍ଥିତ…
ପୋଲିସ ଗାଡି ଉପରକୁ ବୋମା ମାଡ: ୮ ପୋଲିସକର୍ମୀ ମୃତ୍ୟୁ
ବାଗଦାଦ,୧୮।୧୨: ଇରାକ ରାଜଧାନୀ ବାଗଦାଦଠାରୁ ପ୍ରାୟ ୨୩୮ କିଲୋମିଟର ଦୂର ତୈଳ ସମୃଦ୍ଧ କିରକୁକ ସହରରେ ଫେଡେରାଲ ପୋଲିସ କର୍ମଚାରୀଙ୍କ ଏକ ଗାଡି ଉପରକୁ ବୋମା ମାଡ କରାଯାଇଛି। ଏଥିରେ ଅତିକମରେ ଆଠ ଜଣ ପୋଲିସକର୍ମୀଙ୍କ ମୃତ୍ୟୁ ଘଟିଥିବାବେବେଳେ ଦୁଇଜଣ ପୋଲିସ…
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଇନଫର୍ମର ସନ୍ଦେହରେ ଠିକାଦାରଙ୍କୁ ମାରିଲେ ମାଓବାଦୀ
ଫୁଲବାଣୀ ଅଫିସ/କୋଟଗଡ, ୧୮ା୧୨: ବିଗତ ଦିନରେ ପୋଲିସ ମାଓବାଦୀଙ୍କୁ ମାରିବା ଏବଂ ଦୁଇ ଜଣ ଆତ୍ମସମର୍ପିତ ମାଓବାଦୀଙ୍କୁ ବିବାହ ବନ୍ଧନରେ ବାନ୍ଧିବା ଘଟଣାକୁ ସହଜରେ ନେଇ ପାରି ନାହାନ୍ତି ମାଓବାଦୀ । ରବିବାର ସ୍ପଷ୍ଟ ଦିବା ଲୋକରେ ଜଣେ ଠିକାଦାର/ବଢ଼େଇଙ୍କୁ ସର୍ବ…
ଖ୍ରୀଷ୍ଟମାସ ଅପେକ୍ଷାରେ ଆଲିଆ, ଫଟୋ ଶେୟାର କରି କହିଲେ…
ମୁମ୍ବାଇ: ୨୦୨୨ ବର୍ଷ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ତାଙ୍କ ଜୀବନରେ ସବୁଦିନ ପାଇଁ ସ୍ମରଣୀୟ ମୁହୂର୍ତ୍ତ ଦେଇ ଏହି ବର୍ଷ ଚାଲିଛି। ଏହି ବର୍ଷ ସେ ‘ଗଙ୍ଗୁବାଇ କାଠିଆଓ୍ବାଡି’, ‘ଆର୍ଆର୍ଆର୍’ ‘ଡାର୍ଲିଙ୍ଗ୍ସ’ ଏବଂ ‘ବ୍ରହ୍ମାସ୍ତ୍ର’ ଭଳି…
୨୦୨୭ରେ ଗୁଜରାଟରେ ସରକାର ଗଢିବୁ: କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୧୮।୧୨: ଆମ ଆଦମୀ ପାର୍ଟି ଏକ ଜାତୀୟ ଦଳର ଟ୍ୟାଗ ପାଇବା ପରେ ରବିବାର ଦଳର ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀରେ ଏକ ଜାତୀୟ ସମ୍ମିଳନୀ ଡାକିଛନ୍ତି। ଏହି ସମ୍ମିଳନୀରେ ସେ ଦଳର କର୍ମୀଙ୍କୁ ସମ୍ବୋଧିତ କରି ଦଳର ଦୂରଦୃଷ୍ଟି ବିଷୟରେ…
ତାଇଓ୍ବାନରେ ସୈନ୍ୟ ସଙ୍କଟ…
ତାଇପେ,୧୮।୧୨ : ଯେଉଁ ସମୟରେ ଚାଇନାର ଆକ୍ରୋଶର ଆଶଙ୍କା ବଢୁଛି, ତାଇୱାନ ଏକ ଭିନ୍ନ ପ୍ରକାରର ଆହ୍ବାନର ସମ୍ମୁଖୀନ ହେଉଛି। ଦେଶର ଜନସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଛି। ଜନସଂଖ୍ୟାରେ ଯୁବକମାନଙ୍କ ସଂଖ୍ୟାରେ ଯଥେଷ୍ଟ ହ୍ରାସ ଘଟିଛି। ଏହି କାରଣରୁ, ତାଇୱାନର…
ଫିଫା ବିଶ୍ୱକପ୍ ଫାଇନାଲ୍ ଦେଖିବେ ଭାରତୀୟ ଦଳ: ଜାଣନ୍ତୁ କାହାକୁ କରିବେ ସପୋର୍ଟ
ଚଟ୍ଟଗ୍ରାମ,୧୮।୧୨: ପ୍ରଥମ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ବାଂଲାଦେଶକୁ ୧୮୮ ରନ ବ୍ୟବଧାନରେ ପରାସ୍ତ କରିଛି। ଏଥି ସହିତ, ଏହି ସିରିଜର ଦ୍ୱିତୀୟ ଏବଂ ଶେଷ ଟେଷ୍ଟ ୨୨ ଡିସେମ୍ବରରୁ ମିରପୁରରେ ଖେଳାଯିବ। ବାଂଲାଦେଶ ବିପକ୍ଷରେ ଭାରତ ପ୍ରଥମ ଟେଷ୍ଟ ଜିତିଛି…
‘ବିଶ୍ୱ ବିପର୍ଯ୍ୟୟକୁ ରୋକିପାରେ ମୋଦିଙ୍କ ମତ’
ଓ୍ବାଶିଂଟନ,୧୮ା୧୨: ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି (ସିଆଇଏ)ର ନିର୍ଦ୍ଦେଶକ ବିଲ୍ ବର୍ନସ କହିଛନ୍ତି, ପରମାଣୁ ଅସ୍ତ୍ର ଉପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମତ ୟୁକ୍ରେନ ଯୁଦ୍ଧ ସମୟରେ ବିଶ୍ୱ ବିପର୍ଯ୍ୟୟକୁ ରୋକିପାରେ। ସିଆଇଏ ମୁଖ୍ୟ କହିଛନ୍ତି, ୟୁକ୍ରେନ ଯୁଦ୍ଧ ମଧ୍ୟରେ ମୋଦି…

