କୃଷକ ଭବନ ଜବରଦଖଲ ଅଭିଯୋଗ
ସମ୍ବଲପୁର,୧୮ା୧୧(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଦଣ୍ଡେଇପାଲି ଗ୍ରାମ ଛକ ରାସ୍ତା କଡ଼ରେ କୃଷକ ଭବନକୁ ସ୍ଥାନୀୟ ଜଣେ ଚାଷୀ ରାମ ସାଗର ସାହୁ ଜବରଦଖଲ କରିଥିବା ନେଇ ସ୍ଥାନୀୟ କେତେଜଣ ଯୁବକ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗକ୍ରମେ, ପ୍ରାୟ…
ପ୍ରଶାସନର ଔଷଧ ବିକଳରେ ତାଟିଆ କାମୁଡ଼ା
ଲେଫ୍ରିପଡ଼ା,୧୮।୧୧(ଡ଼ି.ଏନ.ଏ. ): ଲେଫ୍ରିପଡ଼ା ବ୍ଲକର ବାଢୁନଝରିଆରେ ଏମ୍ଜିଏନ୍ଆର୍ଇଜିଏସ୍ ଦୁର୍ନୀତି ଘଟଣାରେ ବ୍ଲକ ପ୍ରଶାସନ ଔଷଧ ବିକଳରେ ତାଟିଆ କାମୁଡା ନୀତି ଅଲମ୍ବନ କରୁଥିବା ଅଭିଯୋଗ ହେଉଛି। ବାଢୁନଝରିଆ ମୁଖ୍ୟ କେନାଲଠାରୁ ମାଝୀ କୁଦର ରାସ୍ତାର ଉନ୍ନତିକରଣ ସହ ଗାର୍ଡୱାଲ ଏବଂ ସିଡ଼ି…
ଇତିହାସ ରଚିଲା ଭାରତ: ଦେଶର ପ୍ରଥମ ପ୍ରାଇଭେଟ୍ ରକେଟ୍ ବିକ୍ରମ-ଏସ୍ର ସଫଳ ଉଦ୍କ୍ଷେପଣ
ହାଇଦ୍ରାବାଦ,୧୮।୧୧: ଦେଶର ପ୍ରଥମ ପ୍ରାଇଭେଟ୍ ରକେଟ ବିକ୍ରମ-ଏସ ଶୁକ୍ରବାର ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରୁ ଉତକ୍ଷେପଣ କରାଯାଇଛି। ସ୍ପେସ ଷ୍ଟାର୍ଟଅପ ସ୍କାଇରୁଟ୍ ଏରୋସ୍ପେସ ଦ୍ୱାରା ବିକଶିତ ଏହି ରକେଟକୁ ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ପକ୍ଷରୁ ସକାଳ ୧୧.୩୦ ଉତକ୍ଷେପଣ କରାଯାଇଥିଲା। ଏହାପୂର୍ବରୁ…
ଅନ୍ୟ ଆକାଉଣ୍ଟରେ ଜମା ହୋଇଛି ହିତାଧିକାରୀଙ୍କ ଆବାସ ଟଙ୍କା
ନବରଙ୍ଗପୁର,୧୮।୧୧(ବି.ପ୍ର.): ନବରଙ୍ଗପୁର ପୌରାଞ୍ଚଳରେ ଧନୀକ ଶ୍ରେଣୀର ଲୋକଙ୍କୁ ମିଳୁଛି ଆବାସ। ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ଟଙ୍କା ପାଇବାବେଳେ ପ୍ରଥମ କିସ୍ତି ଅନ୍ୟ ଆକାଉଣ୍ଟକୁ ଚାଲି ଯାଉଛି। ଦୋଷ କାହାର ସେ ନେଇ ଖୋଜା ଚାଲିଛି। ହିତାଧିକାରୀ ଘର ଖଣ୍ଡେ ପାଇଁ…
ପୁଣି ବିଫଳ ହେଲା ବ୍ଲାଷ୍ଟିଂ
ଢେଙ୍କାନାଳ ଅଫିସ,୧୮।୧୧: ଫେଲ୍ ମାରିଛି ରାଜସ୍ଥାନର ଏକ୍ସିକ୍ୟୁଡ୍ ଏକ୍ସପ୍ଲୋସିଭ ପ୍ରାଇଭେଟ୍ ଲିମିଟେଡ୍ର ସମସ୍ତ ଉଦ୍ୟମ। ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ ଏବଂ ୭୫୦ କେ.ଜି. ବିସ୍ଫୋରକ ବ୍ୟବହାର ସତ୍ତ୍ୱେ ଭୁଶୁଡ଼ିଲା ନାହିଁ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁସୁପଙ୍ଗା ପଞ୍ଚାୟତ କୁରୁଣ୍ଟିସ୍ଥିତ ଲାନ୍କୋ…
ଆବଶ୍ୟକ ବେଳେ ଅଭାବ
ଆଠମଲ୍ଲିକ, ୧୮ା୧୧ (ଡି.ଏନ.ଏ.): ମହାନଦୀ ଉପରେ ଧଳପୁର ସେତୁ ନିର୍ମାଣ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବଢ଼ୁଛି ରୋଗୀସଂଖ୍ୟା। ପାଖ ହେଉଥିବାରୁ ପଡ଼ୋଶୀ ବୌଦ୍ଧ ଜିଲାର ୭ରୁ ୮ ପଞ୍ଚାୟତର ରୋଗୀ ଆସୁଛନ୍ତି ଏହି ଡାକ୍ତରଖାନାକୁ। ଫଳରେ ଦୈନିକ…
ନାଁ ନ ନେଇ ପାକିସ୍ତାନ ଉପରେ ବର୍ଷିଲେ ମୋଦି
ନୂଆଦିଲ୍ଲୀ,୧୮।୧୧: ଆତଙ୍କବାଦ ପାଣ୍ଠି ଯୋଗାଡ ରୋକିବା ପାଇଁ ଦିଲ୍ଲୀରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏହି ସମ୍ମିଳନୀକୁ ଉଦ୍ଘାଟନ କହିଛନ୍ତି, ଦଶନ୍ଧି ଧରି ବିଭିନ୍ନ ନାଁ ଏବଂ ରୂପରେ ଆତଙ୍କବାଦୀ ଭାରତକୁ…
ତିନି ସମବାୟ ସଂସ୍ଥା ଉପସଭାପତି ହେବେ ମହିଳା
ବ୍ରହ୍ମପୁର ଅଫିସ,୧୮ା୧୧: ବ୍ରହ୍ମପୁରର ୩ ସମବାୟ ସଂସ୍ଥା ବିସିସି ବ୍ୟାଙ୍କ, ଗଞ୍ଜାମ ଜିଲା ସମବାୟ ସଂଘ ଓ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତି (ବିଆରଏମ୍ସିଏସ୍)ସଭାପତି ନିର୍ବାଚନ ସରିଛି। ଏହି ୩ କେନ୍ଦ୍ରୀୟ ସମବାୟ ଅନୁଷ୍ଠାନ ଉପସଭାପତି ନିର୍ବାଚନପାଇଁ ପୁଣି ସମବାୟ ରାଜନୀତି…
ଆବର୍ଜନାରେ ପୋତି ହୋଇଛି ରାୟଗୁରୁ ମଠ ବନ୍ଧ
ବ୍ରହ୍ମପୁର ଅଫିସ,୧୮।୧୧: ବ୍ରହ୍ମପୁର ସହରରେ ଅନେକ ଜଳାଶୟ ଏବେ ଆବର୍ଜନାପୂର୍ଣ୍ଣ ହୋଇ ପାଣି ଦୂଷିତ ହୋଇଛି। ସହରରେ ପ୍ରାୟ ୪୨ଜଳାଶୟ ରହିଛି। ଏହି ଜଳାଶୟର ପାଣିକୁ ସ୍ଥାନୀୟ ବାସିନ୍ଦା ଦୈନନ୍ଦିନ କାର୍ଯ୍ୟଠାରୁ ଆରମ୍ଭ କରି ନିତ୍ୟକର୍ମ ନିମନ୍ତେ ବ୍ୟବହାର କରିଥାନ୍ତି। ଏଥିସହ…
ଆର୍. ସନ୍ଥ ଗୋପାଳନ ରାଜ୍ୟ ଶ୍ରମ ଓ ଇଏସ୍ଆଇ ବିଭାଗ ସଚିବ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ୨୦୦୧ ବ୍ୟାଚ୍ର ଆଇଏଏସ୍ ଆର୍.ସନ୍ଥ ଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ଶ୍ରମ ଓ ଇଏସ୍ଆଇ ବିଭାଗର ପ୍ରମୁଖ…
୧୦୦ରୁ ଊର୍ଦ୍ଧ୍ୱ ଟୁଇଟର୍ କର୍ମଚାରୀ ଦେଲେ ସାମୂହିକ ଇସ୍ତଫା
ନ୍ୟୁୟର୍କ,୧୮।୧୧: ଟୁଇଟରରେ ଏଲନ ମସ୍କଙ୍କ ଏଣ୍ଟ୍ରି ପରେ କମ୍ପାନୀରେ ଅନେକ ପରିବର୍ତ୍ତନ ହୋଇଛି। ମସ୍କ ଟୁଇଟରକୁ ସମ୍ପୂର୍ଣ୍ଣ ବଦଳାଇବାରେ ନିୟୋଜିତ ଅଛନ୍ତି। ଏହା ସିଧାସଳଖ କର୍ମଚାରୀମାନଙ୍କୁ ପ୍ରଭାବିତ କରୁଛି। ମସ୍କଙ୍କ ‘ହାର୍ଡକୋର ଓ୍ବାର୍କ’ ଚେତାବନୀ ପରେ ୧୦୦ରୁ ଅଧିକ କର୍ମଚାରୀ ବର୍ତ୍ତମାନ…
ପରିବା ଟ୍ରକ୍ ଓଲଟି ମହାରାଷ୍ଟ୍ରର ୨ ମୃତ
ଭଞ୍ଜନଗର,୧୮ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତାରାସିଂଙ୍ଗ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ପରିବା ବୋଝେଇ ଟ୍ରକ୍ ଗଛରେ ପିଟି ହୋଇଯିବାରୁ ଡ୍ରାଇଭର ଏବଂ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତ ଦ୍ୱୟଙ୍କ ଘର ମହାରାଷ୍ଟ୍ରରେ ବୋଲି…
Archives


