Home

ବାଟ ହୁଡୁଛି ସର୍ବଶିକ୍ଷା ଅଭିଯାନ ଯୋଜନା

ମହାକାଳପଡ଼ା,୫ା୯(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଉପାନ୍ତ ଅଞ୍ଚଳରେ ସର୍ବଶିକ୍ଷା ଅଭିଯାନ ଯୋଜନା ବାଟ ହୁଡିଛି। କୋମଳମତି ଶିଶୁ ନିଜର ଭୋକିଲା ପେଟ ପାଇଁ ମା’ ପଛରେ ଖାଦ୍ୟ ଅନ୍ବେଷଣରେ ବାରଦୁଆର ବୁଲି ଭିକ୍ଷା ବୃତ୍ତି କରୁଥିବା ଦେଖିବାକୁ ମିଳିଛି। ଏହି କୁନି ଶିଶୁଟିର…

ପାକିସ୍ତାନ ୫ ଉଇକେଟରେ ବିଜୟୀ

ଦୁବାଇ,୫ା୯ : ମହମ୍ମଦ ରିଜଓ୍ବାନଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ପାକିସ୍ତାନ ରବିବାର ଅନୁଷ୍ଠିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ସୁପର ଫୋର ମ୍ୟାଚରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ…

ଚିହ୍ନଟରେ ସୀମିତ ସୁନାମି ପ୍ରବଣ ୬୪ ଗ୍ରାମ

କେନ୍ଦ୍ରାପଡ଼ା ଅଫିସ, ୫ା୯:ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୪୬ ଓ ମହାକାଳପଡ଼ା ବ୍ଲକ ଅଞ୍ଚଳର ୧୮ ଗ୍ରାମକୁ ସୁନାମି ପ୍ରବଣ ବୋଲି ଚିହ୍ନଟ କରାଯାଇଛି। ଓସ୍‌ଡମା ପକ୍ଷରୁ ସମୁଦ୍ର ତଟଠାରୁ ପ୍ରାୟ ଦେଢ଼କିମି ଭୂଭାଗ ଅଞ୍ଚଳରେ ସୁନାମି…

ଶେଷ କ୍ଷଣରେ ବାଜି ମାରିଲା ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର, ୫।୯ (କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଓଡ଼ିଶା ଜଗରନଟ୍ସ ଚାମ୍ପିୟନ ହୋଇଛି। ପୂରା ଟୁର୍ନାମେଣ୍ଟରେ ଆଟାକିଂ, ଡିଫେଣ୍ଡିଂ ଓ ଅଲ୍‌ରାଉଣ୍ଡ ସବୁକ୍ଷେତ୍ରରେ ଚମତ୍କାର…

ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନିମ୍ନମାନର

ନାଉଗାଁ,୫ା୯(ସ୍ବ.ପ୍ର.):ନାଉଗାଁ ବ୍ଲକରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପରୁ ପାଇପ ମାଧ୍ୟମରେ ପ୍ରତି ଘରକୁ ପାନୀୟ ଜଳ ଯୋଗାଇବା ନିମନ୍ତେ ବ୍ୟବସ୍ଥା କରାଯାଉଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ…

ବନ୍ୟା ପରେ ଷଣ୍ଢ ଉପଦ୍ରବ: ଚାଷୀ ଅସ୍ତବ୍ୟସ୍ତ

ବାଲିଆ,୫ା୯(ସ୍ବ.ପ୍ର.):ଗତ ୩ ସପ୍ତାହ ପୂର୍ବେ ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟାପରେ ବିରିଡି ବ୍ଲକର ବିଭିନ୍ନ ଧାନ ଜମି ଜଳାର୍ଣ୍ଣବ ହୋଇଯାଇଥିଲା। ବହୁ ଚାଷୀଙ୍କ ରୁଆ ଧାନ ପଚି ନଷ୍ଟ ହୋଇଯାଇଥିଲା। ଫଳରେ ଜମି ସବୁ ଏକ ରକମ ପଡ଼ିଆ ପଡିଯାଇଥିଲା।…

‘ଏକ ଦୌଡ ଦେଶ କା ନାମ’

ଭୁବନେଶ୍ୱର,୫।୯ (ବ୍ୟୁରୋ):ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ପରିପ୍ରେକ୍ଷୀରେ ରବିବାର ସ୍ଥାନୀୟ ପାହାଳଠାରେ ‘ଏକ ଦୌଡ ଦେଶ କା ନାମ’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏପରିକି ଭାରତୀୟ…

୩୩% ପରିବାର କ୍ଷୀର ପିଇବା କମାଇଛନ୍ତି

ନୂଆଦିଲ୍ଲୀ,୫ା୯: ଭାରତରେ କ୍ଷୀର ଦରବୃଦ୍ଧି ଯୋଗୁ ଏହାର ବ୍ୟବହାର କେତେ ପ୍ରଭାବିତ ହୋଇଛି ସେନେଇ କମ୍ୟୁନିଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ ଏକ ସର୍ବେକ୍ଷଣ କରାଯାଇଛି। ପ୍ରତି ୩ରେ ଗୋଟିଏ ପରିବାର କ୍ଷୀର ବ୍ୟବହାର କମାଇଦେଇଛନ୍ତି ବୋଲି ଏହି…

ଛାତ୍ରଙ୍କଠାରୁ ୭୮ ହଜାର ନେଇଗଲେ ସାଇବର ଠକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀରେ ପ୍ରତିଦିନ କେହି ନା କେହି ସାଇବର ଠକେଇର ଶିକାର ହେଉଛନ୍ତି। ଏଠାରେ ରହି ସିଭିଲ୍‌ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ ଓ୍ବାଚ୍‌ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଛନ୍ତି। ସାଇବର ଠକମାନେ ତାଙ୍କଠାରୁ…

ନକଲି ସୁନାବତି ଦେଇ ୧୦ ଲକ୍ଷ ଠକିନେଲେ

କଟକ ଅଫିସ,୫ା୯:ଏକ କିଲୋ ଓଜନର ନକଲି ସୁନାବତି ଦେଇ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ କ୍ୟାଣ୍ଟନ୍‌ମେଣ୍ଟ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ କେନ୍ଦୁଆଡିଅ…

ବିଜେବିରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଫି’ ବଢ଼ିଲା

ଭୁବନେଶ୍ୱର, ୫।୯(ବ୍ୟୁରୋ):୨୦୨୨-୨୩ ଶିକ୍ଷାବର୍ଷରୁ ଭୁବନେଶ୍ୱରସ୍ଥିତ ବିଜେବି କଲେଜରେ ସେଲ୍ଫ ଫାଇନାନ୍ସିଂରେ ପାଠପଢ଼ା ମହଙ୍ଗା ହେବ। ସିଟ୍‌ ସହ କୋର୍ସ ଫି’କୁ ମଧ୍ୟ ବଢ଼ାଇ ଦିଆଯାଇଛି। ପିପିପି ମୋଡ୍‌ରେ ଚାଲୁଥିବା ୫ବର୍ଷିଆ ଇଣ୍ଟିଗ୍ରେଟେଡ ଏମ୍‌ବିଏ, ଆଇଏମ୍‌ଏସ୍‌ସି-ଇଟିସି, ଆଇଏମ୍‌ଏସ୍‌ସି ବିଆଇ, ୨ବର୍ଷିଆ ଏମ୍‌ଜେଏମ୍‌ସିର ଫି’…

ଏପଟେ ଆଲୋଚନା, ସେପଟେ ଆତ୍ମହତ୍ୟା

ଭୁବନେଶ୍ୱର,୫।୯(ବ୍ୟୁରୋ):କରୋନା ପରଠାରୁ ଲୋକଙ୍କ ଆତ୍ମହତ୍ୟା ପ୍ରବଣତା ବଢ଼ି ଚାଲିଛି। ଉନ୍ନତ ଜୀବନ ଶୈଳୀ ଭିତରେ ମଣିଷ ଜୀବନକୁ ମୂଲ୍ୟହୀନ ମନେ କରୁଛି। ବିଶେଷକରି ଓଡ଼ିଶାରେ ଆତ୍ମହତ୍ୟା ହାର ଜାତୀୟ ହାରଠାରୁ ଅଧିକ ରହିବା ଉଦ୍‌ବେଗ ସୃଷ୍ଟି କରିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri