Home

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ବାନ୍ଧିଛି। ଅଭିଯୁକ୍ତ ହେଲେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପିଡବ୍ଲ୍ୟୁଡି କଲୋନୀରେ ରହୁଥିବା…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗାଲେରୀର ଚିତ୍ରସେନ ନାଇକ ମୃତ୍ୟୁବରଣ କରିଥିବାବେଳେ ତାଙ୍କ ନାତି ରାଜା ନାଇକ ଗୁରୁତର…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ । ପାଣିଗଣ୍ଡା ଗାଁର ଦୁଇ ଯୁବକ ମୋହନା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୪: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ ଅକ୍ଷୟ ତୃତୀୟାରେ ପ୍ରେମାନନ୍ଦ ଜୀ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିଛନ୍ତି। ଉଭୟ ପ୍ରେମାନନ୍ଦ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା ସହିତ ନୂତନ ଆଲୋଚନା ପାଇଁ ଏହାର କୌଣସି ଯୋଜନା ନାହିଁ ।…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ଏବେ ଏହି ଅଭିଜ୍ଞ କ୍ରିକେଟର୍‌ ଏକ ଆଶ୍ଚର୍ଯ୍ୟଜନକ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ ଡ୍ରାଇଭରର ଉପସ୍ଥିତ ବୁଦ୍ଧି ଯୋଗୁଁ ଵସରେ ଥିବା ସମସ୍ତ ୪୮ଜଣ ଯାତ୍ରୀ ସୁରକ୍ଷିତ…

ଜଳବାୟୁ ପରିବର୍ତ୍ତନ ଦେଖି ଚାଷ କାର୍ଯ୍ୟ କର: ଚାଷୀଙ୍କୁ ଆହ୍ବାନ ଦେଲେ ମନ୍ତ୍ରୀ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ସୋମବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୁଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାଷ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି ନିୟୋଜିତ ଅଛନ୍ତି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ କରି କାଠ ଓ ଯନ୍ତ୍ରାଂଶ ଜବତ କରିଛି । ଭଦ୍ରକ ଜିଲା ଧାମନଗର…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ ହତ୍ୟା କରାଯାଏ କିମ୍ବା ଅଦୃଶ୍ୟ କରିଦିଆଯାଏ। ତାଲିକାରେ ଆଲେକ୍ସି ନାଭାଲନି, ବୋରିସ ନେମତ୍ସୋଭ…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ ନୌସେନା ପାରସ୍ୟ ଉପସାଗରରେ କାର୍ଯ୍ୟରତ ଭାରତୀୟ ପତାକାଧାରୀ ଜାହାଜମାନଙ୍କ ପାଇଁ ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?