Home

କୋର୍ଟରେ ଜାମିନ ପାଇଁ ଆବେଦନ କଲେ ଆଫ୍‌ତାବ

ନୂଆଦିଲ୍ଲୀ,୧୬।୧୨: ବହୁ ଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଫ୍‌ତାବ ପୁନାଓ୍ବାଲା ବର୍ତ୍ତମାନ ତିହାର ଜେଲରୁ ବାହାରକୁ ଆସିବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଏକ ନୂତନ ପଇଁତରା ଆପଣାଇଛନ୍ତି। ଏହି ମାମଲାରେ ହତ୍ୟାକାରୀ ଆଫତାବ ପୁନାୱାଲା ଦିଲ୍ଲୀର ସାକେତ…

ସଂସଦର ଶିଢ଼ିରୁ ଖସିପଡ଼ିଲେ ଥରୁର: ବାମ ଗୋଡ଼ରେ ଲାଗିଛି ଆଘାତ

ନୂଆଦିଲ୍ଲୀ,୧୬।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଦୁର୍ଘଟଣାର ଶିକାର ହୋଇଛନ୍ତି। ସଂସଦର ଶିଢ଼ିରୁ ଖସିପଡ଼ି ତାଙ୍କର ବାମ ଗୋଡ଼ରେ ଆଘାତ ଲାଗିଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଥରୁର ଶୁକ୍ରବାର ଗୃହ କାର୍ଯ୍ୟରେ ଯୋଗଦେଇପାରିନାହାନ୍ତି। ବର୍ତ୍ତମାନ ସେ ଦିଲ୍ଲୀରେ ବିଶ୍ରାମ କରୁଛନ୍ତି। ଶୁକ୍ରବାର…

ଏସିଡ୍‌ ଆଟାକ୍‌ ସର୍ଭାଇଭର୍‌ଙ୍କ ପାଇଁ ବରଦାନ ପାଲଟିଛି ନୋଏଡାର ଏହି କାଫେ

ନୂଆଦିଲ୍ଲୀ: ପ୍ରତିବର୍ଷ ଦେଶରେ ପ୍ରାୟ ୧୦୦ ଏସିଡ ଆକ୍ରମଣ ମାମଲା ସାମ୍ନାକୁ ଆସିଥାଏ। ଏଥିରେ ପୀଡ଼ିତ ଝିଅମାନଙ୍କ ଭବିଷ୍ୟତ ଅନ୍ଧକାର ଆଡକୁ ଚାଲିଯାଇଥାଏ। ତାଙ୍କୁ ସମାଜ ସହଜରେ ଗ୍ରହଣ କରେନାହିଁ। କାରଣ ସେମାନେ ଆଖିରେ ଆଖି ମିଶାଇ କଥା ହେବା ତ…

୩ଶହ ଟଙ୍କା ପାଇଁ ବଡ଼ ଭାଇ ନେଲା ଜୀବନ

ଭୋପାଳ,୧୬।୧୨: କୁହାଯାଏ ଭାଇ ଭାଇଠାରୁ କେହି ମିତ୍ର ନାହିଁ ଭାଇ ଭାଇଠାରୁ କେହି ଶତ୍ରୁ ନାହିଁ। କିଛି ଏଭଳି ଉକ୍ତିର ପ୍ରମାଣ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ବୈତୁଲରେ। ବୈତୁଲରେ ୩ଶହ ଟଙ୍କାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ବିବାଦ ହେବା ଯୋଗୁ…

ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି କ୍ରିକେଟର

କରାଚି,୧୬।୧୨: ପାକିସ୍ତାନ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ଅଜହର ଅଲି ଶୁକ୍ରବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଡିସେମ୍ବର ୧୭ରୁ ଆରମ୍ଭ ହେବାକୁ ଯାଉଥିବା ସିରିଜର ତୃତୀୟ ମୁକାବିଲା ତାଙ୍କ…

ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ପୁଟିନ୍‌

ମସ୍କୋ/ନୂଆଦିଲ୍ଲୀ,୧୬।୧୨: ୟୁକ୍ରେନ୍‌ ଉପରେ ଜାରି ରଖିଥିବା ଆକ୍ରମଣ ମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ଏହି ସମୟରେ ପୁଟିନ୍‌ ମୋଦିଙ୍କ ସହ ୟୁକ୍ରେନରେ ଚାଲିଥିବା ବିବାଦ ବିଷୟରେ ଆଲୋଚନା କରିଥିବା…

ଗାମ୍ବିଆରେ ୬୬ ଶିଶୁଙ୍କ ମୃତ୍ୟୁ: କମ୍ପାନୀ ଅଧିକାରୀଙ୍କ ଦାବି ଭୁଲରେ ଭାରତର କଫ ସିରପର ନାଁ ଯୋଡିଥିଲା ଡବ୍ଲୁଏଚଓ

ନୂଆଦିଲ୍ଲୀ/ବନଜୁଲ,୧୬ ।୧୨: ୱେଷ୍ଟ ଆଫ୍ରିକା ଦେଶ ଗାମ୍ବିଆରେ ହୋଇଥିବା ୬୬ ଶିଶୁଙ୍କ ମୃତ୍ୟୁ ପାଇଁ ଭାରତରେ ପ୍ରସ୍ତୁତ କଫ ସିରଫ ଦାୟୀ ବୋଲି ପ୍ରଥମେ ଅଭିଯୋଗ ଆଣିଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) । ଏବେ ମେଡେନ ଫାର୍ମାର କଫ ଔଷଧର ଗୁଣବତ୍ତା…

ତ୍ୱଓ୍ବାଙ୍ଗ ସଂଘର୍ଷ ପରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ଇର୍ଷ୍ଟନ କମାଣ୍ଡରର ମୁଖ୍ୟ

କୋଲକାତା,୧୬।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଭାରତ-ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ପରେ ଇର୍ଷ୍ଟନ କମାଣ୍ଡରର ମୁଖ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଆର.ପି କଲିତାଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଶୁକ୍ରବାର ବିଜୟ ଦିବସର ୫୧ତମ ବାର୍ଷିକୀ ଅବସରରେ କୋଲକାତାରେ ପୁଷ୍ପମାଲ୍ୟ ଅର୍ପଣ…

ଝିଅକୁ ଚିଡିଆଖାନା ବୁଲାଇ ନେଲେ ପ୍ରିୟଙ୍କା

ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ଆଜିକାଲି ବ୍ୟସ୍ତ ରହୁଛନ୍ତି। ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନରେ ବ୍ୟସ୍ତ ଥିବା ସତ୍ତ୍ୱେ ପ୍ରିୟଙ୍କା ତାଙ୍କ କୋଟି ପ୍ରଶଂସକଙ୍କ ପାଇଁ ସମୟ ବାହାର କରନ୍ତି। ସେମାନଙ୍କ ସହିତ ତାଙ୍କ ଜୀବନ ସହିତ ଜଡିତ ଖୁସିର ମୁହୂର୍ତ୍ତଗୁଡିକ…

ଆବାସିକ ଭବନରେ ଅଗ୍ନିକାଣ୍ଡ, ୫ ଶିଶୁ ସମେତ ୧୦ ମୃତ

ପ୍ୟାରିସ,୧୬ା୧୨: ଶୁକ୍ରବାର ଫ୍ରାନ୍ସର ଲିୟନର ଏକ ଆବାସିକ କୋଠାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୫ ଜଣ ଶିଶୁ ମଧ୍ୟ ଅଛନ୍ତି। ପିଲାମାନଙ୍କର ବୟସ ୩ ବର୍ଷରୁ ୧୫ବର୍ଷ ମଧ୍ୟରେ ହେବ।…

ଦର୍ଶକଙ୍କୁ ଝଟ୍‌କା: ଚେନ୍ନାଇରେ ରିଲିଜ୍‌ ହେଲାନି ‘ଅବତାରଦ ଓ୍ବେ ଅଫ୍‌ ଓ୍ବାଟର’

ଚେନ୍ନାଇ,୧୬।୧୨: ବିଶ୍ୱବ୍ୟାପି ଯେଉଁ ଫିଲ୍ମକୁ ବହୁ ଉତ୍ସାହର ସହ ଦର୍ଶକ ଅପେକ୍ଷା କରି ରହିଥିଲେ ଶେଷରେ ଶୁକ୍ରବାର ହଲ୍‌ରେ ଏହା ରିଲିଜ୍‌ ହୋଇଛି। ‘ଅବତାର: ଦ ଓ୍ବେ ଅଫ୍‌ ୱାଟର’ର ପ୍ରଥମ ଭାଗକୁ ଯେପରି ଭଲ ପାଇବା ମିଳିଥିଲା, ବର୍ତ୍ତମାନ ୧୩…

୨୫ ବର୍ଷ ପରେ ଦ୍ରାବିଡଙ୍କୁ କ୍ଷମା ମାଗିଲେ ଏହି କ୍ରିକେଟର୍‌

ଚଟ୍ଟଗ୍ରାମ,୧୬।୧୨: ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଆଲାନ ଡୋନାଲ୍ଡ ତାଙ୍କ ଯୁଗର ଶ୍ରେଷ୍ଠ ବୋଲର ଥିଲେ। ଏବେ ସେ ବାଂଲାଦେଶ ଦଳର କୋଚ ଅଛନ୍ତି। ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ସମୟରେ ସେ ଭାରତୀୟ କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?