ଧନୀ ରାଷ୍ଟ୍ରଙ୍କୁ ଦୋମୁହାଁ କହିଲେ ବେସିକ୍ ଗ୍ରୁପ୍
ନୂଆଦିଲ୍ଲୀ,୧୭।୧୧(ପି.ଟି.): ଇଜିପ୍ଟରେ ଚାଲିଥିବା ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମିଟ୍ (କୋପ୍୨୭)ରେ ଭାରତ, ଚାଇନା, ବ୍ରାଜିଲ ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ସଂଗଠନ (ବେସିକ୍ ଗ୍ରୁପ୍) ଧନୀ ରାଷ୍ଟ୍ରଗୁଡ଼ିକୁ ଦୋମୁହାଁ ବୋଲି ଅଭିହିତ କରିଛନ୍ତି। ଜଳବାୟୁ ପରିବର୍ତ୍ତନର ମୁକାବିଲା ନିମନ୍ତେ ବିକାଶଶୀଳ…
ବାଲି ଘୋଷଣାନାମାରେ ଯୁଦ୍ଧକୁ ନେଇ ମତଭେଦ
ବାଲି,୧୭।୧୧(ପି.ଟି.): ଇଣ୍ଡୋନେସିଆର ବାଲିଠାରେ ଜି୨୦ ବୈଠକ ବୁଧବାର ଶେଷ ହୋଇଛି। ଏହି ଅବସରରେ ଜି୨୦ ବାଲି ଘୋଷଣାନାମାରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ନେଇ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ମତପାର୍ଥକ୍ୟ ଥିବା ସ୍ବୀକାର କରାଯାଇଛି। ତେବେ ଯୁଦ୍ଧବେଳେ ବନ୍ଦୀ ଥିବା ସାଧାରଣ ନାଗରିକମାନଙ୍କୁ ସୁରକ୍ଷା…
୧୦୦ କୋଟି ଯୁବପିଢ଼ି ଶ୍ରବଣଶକ୍ତି ହରାଇପାରନ୍ତି
ପ୍ୟାରିସ୍, ୧୭।୧୧: ନୂଆ ଟ୍ରେଣ୍ଡକୁ ଯୁବପିଢ଼ି ଅତି ସରାଗରେ ଆପଣାଇବାରେ ଲାଗିଛନ୍ତି। ଜୀବନକୁ ନିଜ ଇଚ୍ଛା ଅନୁସାରେ ଜୀଇଁବା ପାଇଁ ସେମାନେ ଓ୍ବିକେଣ୍ଡ୍ ପାର୍ଟି, ପବ୍ ଓ ମ୍ୟୁଜିକ୍ କନ୍ସର୍ଟରେ ମଜ୍ଜି ରହୁଛନ୍ତି। ଏହି ସବୁ କାର୍ଯ୍ୟକ୍ରମରେ ଲାଗୁଥିବା ଲାଉଡ୍ ମ୍ୟୁଜିକ୍…
ରାଜ୍ୟରେ ପାରଦ ତଳମୁହାଁ: ୧୫ ଡିଗ୍ରୀ ତଳେ ୧୧ ସହର
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୦…
ଲଦାଖର ଜାମିଆ ମସଜିଦ୍ରେ ବଡ଼ ଧରଣର ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୧୬।୧୧: ଲଦାଖର ଡ୍ରାସସ୍ଥିତ ଜାମିଆ ମସଜିଦ୍ରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଏନେଇ ଖବର ପାଇବା ପରେ ସେନା ଏବଂ ପୋଲିସ କର୍ମଚାରୀମାନେ ମିଶି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ ନିଆଁରେ ମସଜିଦ୍ର ଅନେକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ସାମ୍ନାକୁ ଆସିଥିବା…
ଥରିଲା ହିମାଚଳ ପ୍ରଦେଶ
କୁଲୁ,୧୬।୧୧: ହିମାଚଳ ପ୍ରଦେଶର କୁଲୁରେ ବୁଧବାର ରାତିରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୧ ରହିଥିବା ଜଣାପଡ଼ିଛି। ଭୂକମ୍ପକୁ ନେଇ ଲୋକେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏଯାବତ ଭୂକମ୍ପରେ କୌଣସି ଧନଜୀବନ ହାନିର…
ଟିଏମ୍ସି ଏମ୍ପିଙ୍କ ଗାଡି ଧକ୍କାରେ ଶିଶୁ ମୃତ
କୋଲକତା,୧୬।୧୧: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ଏମ୍ପିଙ୍କ କାର ଧକ୍କାରେ ଜଣେ ଚାରି ବର୍ଷର ଶିଶୁର ମୃତ୍ୟୁ ଘଟିଛି। ଏହି କାରଟି ତୃଣମୂଳ କଂଗ୍ରେସ ଏମ୍ପି ଅବୁ ତାହେର ଖାନଙ୍କର ବୋଲି ଜଣାପଡିଛି। ସେ ମୁର୍ସିଦାବାଦର ଏମ୍ପି ଅଛନ୍ତି। ଦୁର୍ଘଟଣା ପରେ ସେ ତୁରନ୍ତ…
ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ
କୋଲକାତା: ଡାକ୍ତରଖାନାରେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଲୋକପ୍ରିୟ ବଙ୍ଗୀୟ ଅଭିନେତ୍ରୀ ଆଣ୍ଡ୍ରିଲା ଶର୍ମା। ତାଙ୍କୁ ହୃଦ୍ଘାତ ହୋଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଏହି ଖବର ଶୁଣି ଆଣ୍ଡ୍ରିଲାଙ୍କ ପ୍ରଶଂସକ ତାଙ୍କର ଶୀଘ୍ର ଆରୋଗ୍ୟ…
ଖାଲକୁ ଖସିଲା କାର୍: ଚାଲିଗଲା ୮ ଜୀବନ
ଶ୍ରୀନଗର,୧୬।୧୧: ଜମ୍ମୁ-କଶ୍ମୀର କିଶ୍ୱତ୍ଓ୍ବାର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଗଭୀର ଖସିଯିବାରୁ ୮ ଜଣଙ୍କର ମୃତ୍ୟୁ ହୋଇଛି। କିଶ୍ୱତ୍ଓ୍ବାର ଡେପୁଟି କମିଶନର ଏହି ସୂଚନା ଦେଇଛନ୍ତି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ସାମିଲ ଅଛନ୍ତି।…
‘ଦିନକ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି’
ପ୍ରୟାଗରାଜ,୧୬।୧୧: ଦିନକ ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି ଜଣେ ବୃଦ୍ଧ। ଏପରି ଦାବି ସହ ସେ ପ୍ରୟାଗରାଜ ପୋଲିସ ଷ୍ଟେଶନ ବାହାରେ ଅନିର୍ଦ୍ଦିଷ୍ଟକାଳ ପାଇଁ ଧାରଣାରେ ବସିଛନ୍ତି। ରାଜ୍ୟରେ ଅନେକ ବ୍ୟବସ୍ଥାରେ ସୁଧାର ଆଣିବାର ଆବଶ୍ୟକତା ରହିଛି। ଯଦି ସେ…
ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବୁଧବାର ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ପାଠପଢ଼ାରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରସ୍ଥିତ ୟୁନିଟ୍ ୯ ସୁରଭିର ଉଦ୍ଯାପନୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି…
ଜି-୨୦ ଶିଖର ସମ୍ମିଳନୀରେ କାନାଡାର ପ୍ରଧାନମନ୍ତ୍ରୀ, ଚାଇନା ରାଷ୍ଟ୍ରପତିଙ୍କ ମଧ୍ୟରେ କଥା କଟାକଟି
ବାଲି,୧୬।୧୧: ଜି-୨୦ ଶିଖର ସମ୍ମିଳନୀରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଛି। ୧୫ ନଭେମ୍ବରରେ ସାକ୍ଷାତ ସମୟରେ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତାର ଏକ ଭିଡିଓ ଗଣମାଧ୍ୟମରେ ଭାଇରାଲ ହୋଇଛି।…
Archives


