Home

କରୋନା ପରିଚାଳନାରେ ବିଫଳତା ହେତୁ ଚାଇନାରେ ପରିସ୍ଥିତି ବିସ୍ଫୋରକ: ଡବ୍ଲୁଏଚଓ

ବେଜିଂ,୧୬ ।୧୨: ଚାଇନାରେ ବ୍ୟାପୁଥିବା କରୋନା ମହାମାରୀକୁ ନେଇ ଏବେବି ସେଠାରେ ଆଶାନ୍ତ ପରିସ୍ଥିତି ଲାଗି ରହିଛି । ସରକାରଙ୍କ ଜିରୋ କୋଭିଡ ନୀତିକୁ ନେଇ ଏବେବି ପ୍ରଶ୍ନ ଉଠୁଛି । ତେବେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ଟେଡ୍ରୋସ୍ ଆଡାନୋମ…

ରହସ୍ୟମୟ ଆଲୋକକୁ ନେଇ ଆତଙ୍କ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶା ଆକାଶରେ ଗୁରୁବାର ସନ୍ଧ୍ୟାରେ ରହସ୍ୟମୟ ଆଲୋକ ଦେଖିବାକୁ ମିଳିଥିଲା। ଭଦ୍ରକ, ବାଲେଶ୍ୱର, ପାରାଦୀପ ଏବଂ ପୁରୀ ଭଳି କେତେକ ସ୍ଥାନରେ ହଠାତ୍‌ ଆକାଶରୁ ଟର୍ଚ୍ଚ ମାରିବା ଭଳି ଆଲୋକ ଦେଖାଯାଇଥିଲା, ଯାହାକୁ ନେଇ ସାଧାରଣରେ ଆତଙ୍କ ପ୍ରକାଶ ପାଇଛି।…

ଓଡ଼ିଆ ଯୁବତୀଙ୍କୁ ୪୯ଥର ଛୁରାମାଡ଼

ସୁରଟ,୧୬ା୧୨:ରାଜଧାନୀ ଦିଲ୍ଲୀର ମେହେରୁଆଲିରେ ଶ୍ରଦ୍ଧା ଓ୍ବାକରଙ୍କୁ ବୟଫ୍ରେଣ୍ଡ ଅଫ୍‌ତାବ ପୁନାଓ୍ବାଲା ହତ୍ୟା ପରେ ୩୫ଖଣ୍ଡ କରି ବିଭିନ୍ନ ସ୍ଥାନରେ ପକାଇବା ଘଟଣା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏହାର ମାସକ ପରେ ଆଉ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ସୁରଟରେ…

ବିବାହ ବେଦୀରେ ବସି କ୍ରିକେଟ ଖେଳିଲେ ବର, ଭିଡିଓ ଦେଖିଲେ…

ଆଜିକାଲି ବିବାହର ଶୈଳୀ ଏବଂ ପରିବେଶ ବହୁତ ବଦଳି ଗଲାଣି। ପ୍ରି-ଓ୍ବେଡିଂ ଫଟୋ ଶୁଟ୍‌ଠାରୁ ଆରମ୍ଭ କରି ବର ମଣ୍ଡପକୁ ଆସିବା ପର୍ଯ୍ୟନ୍ତ ସବୁକିଛି ଆଧୁନିକୀକରଣ ହୋଇଛି। ବର୍ତ୍ତମାନ ପ୍ରତ୍ୟେକ ଶୈଳୀ ଅତ୍ୟନ୍ତ ସ୍ବତନ୍ତ୍ର ହୋଇପାରିଛି। varshagumashta ନାମକ ଏକ ଇନ୍‌ଷ୍ଟାଗ୍ରାମରେ…

ଓଡ଼ିଶାକୁ ଏଗ୍ରିକଲଚର୍‌ ଲିଡର୍‌ଶିପ୍‌ ଆଓ୍ବାର୍ଡ-୨୦୨୨

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ):କୃଷି ବିକାଶ ଏବଂ କୃଷକ କଲ୍ୟାଣରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଜାତୀୟସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶା। ନୂଆଦିଲ୍ଲୀସ୍ଥିତ ଏରୋସିଟିସ୍ଥିତ ହଲିଡେ ଇନ୍‌ଠାରେ ଏଗ୍ରିକଲ୍‌ଚର ଟୁଡେ ଗ୍ରୁପ୍‌ ପକ୍ଷରୁ ଗୁରୁବାର ଅନୁଷ୍ଠିତ ତ୍ରୟୋଦଶ ଏଗ୍ରିକଲଚର ଲିଡରଶିପ୍‌ ଆୱାର୍ଡ-୨୦୨୨…

ସଚିବ, ସିଏମ୍‌ସି କମିଶନରଙ୍କୁ ଜବାବ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):କଟକର ସିଡିଏ ସେକ୍ଟର-୧୦ ଅଞ୍ଚଳରେ ସ୍ବେରେଜ ଟାଙ୍କି ସଫା କରୁଥିବାବେଳେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖୋଳତାଡ଼ ଆରମ୍ଭ କରିଛନ୍ତି। ଏହି ଘଟଣାର ୨୦ ମାସ ପରେ ଗୁରୁବାର କମିଶନ ତିନିଜଣ…

ପରିବାର ଲୋକଙ୍କ ବୟାନ ରେକର୍ଡ କଲା ପୋଲିସ

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଛି। ସୋମବାର ଆନନ୍ଦଙ୍କ ପିଲାଦିନର ସାଙ୍ଗ ତଥା ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଏବଂ ବୁଧବାର ମୃତ ଆନନ୍ଦଙ୍କ ବାନ୍ଧବୀ ମନଜିତ୍‌ ଟେଟେଙ୍କ ବୟାନ ରେକର୍ଡ…

ମିଳିଲାଣି ୩.୫ କୋଟିର ସମ୍ପତ୍ତି, ଚାଲିଛି ଖୋଜା

ଭୁବନେଶ୍ୱର, (ବ୍ୟୁରୋ)/ ରଣପୁର,୧୬ା୧୨(ସ୍ବ.ପ୍ର.):ପୋଲିସ ବିଭାଗରେ କେତେଜଣ ଅଧିକାରୀ ଲାଞ୍ଚ କାରବାର କରି କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ବିଗତ ଦିନରେ ଭିଜିଲାନ୍ସ ଏକାଧିକ ପୋଲିସ କର୍ମଚାରୀଙ୍କୁ ଧରିବା ପରେ ସେମାନଙ୍କର ଅମାପ ସମ୍ପତ୍ତି ପଦାକୁ ଆସିଛି।…

ଭଡ଼ାଟିଆଙ୍କୁ ୩ ଖଣ୍ଡ

ଗାଜିଆବାଦ୍‌, ୧୫।୧୨: ଉତ୍ତର ପ୍ରଦେଶ ଗାଜିଆବାଦ୍‌ ଜିଲା ମୋଦିନଗରରେ ଭଡ଼ାଟିଆ ଅଙ୍କିତ ଖୋକାରଙ୍କୁ ହତ୍ୟା ଅଭିଯୋଗରେ ଘରମାଲିକ ଉମେଶ ଶର୍ମାଙ୍କୁ ପୋଲିସ ଗିରଫ କରିଛି। କିଛିଦିନ ପୂର୍ବେ ଅଙ୍କିତ ପୈତୃକ ସମ୍ପତ୍ତିକୁ କୋଟିଏ ଟଙ୍କାରେ ବିକ୍ରି କରିଥିଲେ। ଟଙ୍କା ଲୋଭରେ ଘର…

ଆଜୀବନ ବନ୍ଦୀଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୨:୨୦୦୨ରେ ଗୋଧ୍ରା ଟ୍ରେନ୍‌ ପୋଡ଼ି ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଜଣେ ବନ୍ଦୀଙ୍କୁ ସୁପ୍ରିମକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ସେ ୧୭ ବର୍ଷ ହେଲା ଜେଲରେ ଥିଲେ। ଫାରୁକ୍‌ ନାମକ ଉକ୍ତ ଅପରାଧୀ ଦୀର୍ଘ ସମୟ ଜେଲରେ କାଟିସାରିଥିବାରୁ ଏହାକୁ…

ଜଙ୍ଗଲରୁ ମିଳିଥିବା ଅସ୍ଥି ଶ୍ରଦ୍ଧାଙ୍କର

ନୂଆଦିଲ୍ଲୀ, ୧୬।୧୨:ଦିଲ୍ଲୀ ମେହରୁଲି ଜଙ୍ଗଲରୁ ମିଳିଥିବା ହାଡ଼ ଶ୍ରଦ୍ଧା ଓ୍ବାଲକରଙ୍କର ବୋଲି ଡିଏନ୍‌ଏ ଟେଷ୍ଟ ରିପୋର୍ଟରୁ ଜଣାପଡ଼ିଛି। ଫ୍ଲାଟରୁ ମିଳିଥିବା ରକ୍ତ ଦାଗ ମଧ୍ୟ ଶ୍ରଦ୍ଧାଙ୍କର। ବାପା ବିକାଶ ଓ୍ବାଲକରଙ୍କ ଡିଏନ୍‌ଏ ସହିତ ପୋଲିସ ହସ୍ତଗତ କରିଥିବା ସମସ୍ତ ନମୁନାର ଡିଏନ୍‌ଏ…

ସୀମାରେ ସମରାଭ୍ୟାସ

ନୂଆଦିଲ୍ଲୀ,୧୬।୧୨(ପି.ଟି.):ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସୀମାକୁ ନେଇ ଚାଇନା ସହ ସାନି ଉତ୍ତେଜନା ଦେଖାଦେଇଥିବାବେଳେ ଭାରତୀୟ ବାୟୁସେନା ଗୁରୁବାର ଉତ୍ତରପୂର୍ବାଞ୍ଚଳରେ ମେଗା ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ଏହି ଦୁଇଦିନିଆ ସମରାଭ୍ୟାସରେ ବାୟୁସେନାର ସମସ୍ତ ଆଗଧାଡ଼ିର ଯୁଦ୍ଧବିମାନ ଏବଂ ଅନ୍ୟାନ୍ୟ ଯୁଦ୍ଧାସ୍ତ୍ର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?