Home

ଝାଡ଼ଖଣ୍ଡ ସଙ୍କଟ: ଦିଲ୍ଲୀ ଗଲେ ରାଜ୍ୟପାଳ

ରାଞ୍ଚି,୩ା୯: ଝାଡ଼ଖଣ୍ଡରେ ରାଜନୈତିକ ଅନିଶ୍ଚିତତା ଲାଗିରହିଥିବାବେଳେ ଜେଏମ୍‌ଏମ୍‌-କଂଗ୍ରେସ ମେଣ୍ଟର ବିଧାୟକମାନେ ଗୁରୁବାର ରାଜ୍ୟପାଳ ରମେଶ ବୈଶଙ୍କୁ ଭେଟି ନିର୍ବାଚନ କମିଶନଙ୍କ ସୁପାରିସ ଉପରେ ତୁରନ୍ତ ନିଷ୍ପତ୍ତି ନେବାକୁ ଅନୁରୋଧ କରିଥିଲେ। ରାଜ୍ୟପାଳ ଶୁକ୍ରବାର ଦିଲ୍ଲୀ ଗସ୍ତ କରିଥିବାରୁ ନିଷ୍ପତ୍ତି ନେବାରେ ଅଧିକ…

ଶ୍ରୀଲଙ୍କା ଫେରିଲେ ଗୋଟାବାୟା

କଲମ୍ବୋ,୩ା୯: ଦୁଇମାସ ପୂର୍ବେ ଥାଇଲାଣ୍ଡ ପଳାଇଯାଇଥିବା ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ ଶୁକ୍ରବାର ରାତିରେ ସ୍ବଦେଶ ଫେରିଛନ୍ତି। ତାଙ୍କୁ କଲମ୍ବୋ ବିମାନବନ୍ଦରରେ ଦଳୀୟ ନେତାମାନେ ସ୍ବାଗତ କରିଛନ୍ତି। ଶ୍ରୀଲଙ୍କା ପୋଦୁଜନ ପେରାମୁନା (ଏସ୍‌ଏଲ୍‌ପିପି)ର ଅନୁରୋଧକ୍ରମେ ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ପୂର୍ବତନ…

ହରିୟାଣାରେ ଭାଜପା ନେତାଙ୍କୁ ହତ୍ୟା

ଗୁରୁଗ୍ରାମ,୩ା୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାରଙ୍କ ଘନିଷ୍ଠ ସହଯୋଗୀ ଭାବେ ପରିଚିତ ଭାଜପା ନେତା ତଥା ସୋହନା ବଜାର କମିଟିର ପୂର୍ବତନ ଉପସଭାପତି ସୁଖବୀର ଖଟାନାଙ୍କୁ ୫ ଜଣ ଦୁର୍ବୃତ୍ତ ଗୁରୁଗ୍ରାମର ଏକ ଶୋ’ରୁମ୍‌ ଭିତରେ ଗୁଳିକରି ହତ୍ୟା କରିଛନ୍ତି। ସୁଖବୀର…

୪ ଦିନ ପୋଲିସ ହାଜତକୁ ଗଲେ ବଳାତ୍କାର ଅଭିଯୁକ୍ତ ମହନ୍ତ ଶିବମୂର୍ତ୍ତି

ବେଙ୍ଗାଲୁରୁ,୩ା୯: କର୍ନାଟକର ଶକ୍ତିଶାଳୀ ଲିଙ୍ଗାୟତ ସମ୍ପ୍ରଦାୟର ଧର୍ମୀୟ ନେତା ତଥା ମୁରୁଘା ମଠର ମହନ୍ତ ଶିବମୂର୍ତ୍ତି ମୁରୁଘା ଶରାନାରୁଙ୍କୁ ନାବାଳିକା ବଳାତ୍କାର ଅଭିଯୋଗରେ ଗୁରୁବାର ଗିରଫ କରାଯାଇଥିଲା। ସ୍ଥାନୀୟ ଅଦାଲତ ତାଙ୍କୁ ୪ ଦିନ ପାଇଁ ପୋଲିସ ହାଜତକୁ ପଠାଇଦେଇଛନ୍ତି। ଗିରଫ…

ପାଞ୍ଚ କୋଟିରୁ ଅଧିକ ଜିଏସଟି ଚୋରି ଅଭିଯୋଗ ହେଲେ ତାକୁ ଅଭ୍ୟାସଗତ ଚୋର ବୋଲି ବିବେଚନା କରାଯିବ, ନିଆଯିବ କଡା କର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩ ।୯: ଟିକସ ଫାଙ୍କିବା, ଇନପୁଟ ଟ୍ୟାକ୍ସ କ୍ରେଡିଟ(ଆଇଟିସି) କିମ୍ବା ରିଫଣ୍ଡ ରାଶି ୫ କୋଟିରୁ ଅଧିକ ହୋଇଥିବା ସେ କ୍ଷେତ୍ରରେ ଜିଏସଟି ଅଧିକାରୀମାନେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେଇ ପାରିବେ । ଅର୍ଥ ମନ୍ତ୍ରଣାଳୟ ଅଧିନରେ ଥିବା ଜିଏସଟି ଅନୁସନ୍ଧାନ ୟୁନିଟ…

ତିସ୍ତା ସିତଲଭାଡ୍‌ଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୩ା୯(ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ଷଡ଼ଯନ୍ତ୍ର ମାମଲାରେ ଗତ ଜୁନ୍‌ ୨୫ରେ ଗିରଫ ହୋଇଥିବା ସାମାଜିକ କର୍ମୀ ତିସ୍ତା ସିତଲଭାଡ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଗୁଜରାଟ ହାଇକୋର୍ଟ ତାଙ୍କ ନିୟମିତ ଜାମିନ ଆବେଦନ ଉପରେ ନିଷ୍ପତ୍ତି ନେବା…

କେଜିଏଫ୍‌ ଦେଖି ସିରିଏଲ କିଲର

ଭୋପାଳ, ୩ା୯: ମଧ୍ୟପ୍ରଦେଶରେ ସିକ୍ୟୁରିଟି ଗାର୍ଡଙ୍କୁ ଟାର୍ଗେଟ କରି ହତ୍ୟା କରୁଥିବା ସିରିଏଲ କିଲରଙ୍କୁ ଧରିବାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଅଦ୍ୟାବଧି ୫ ଜଣଙ୍କ ହତ୍ୟାରେ ସମ୍ପୃକ୍ତ ଅଭିଯୁକ୍ତ ୧୯ ବର୍ଷୀୟ ଶିବପ୍ରସାଦ ଧ୍ରୁବେଙ୍କୁ ଶୁକ୍ରବାର ଗିରଫ କରାଯାଇଛି। କେଜିଏଫ୍‌-୨…

ହଂକଂକୁ ୧୯୪ ରନ୍‌ର ଟାର୍ଗେଟ ଦେଲା ପାକିସ୍ତାନ

ଦୁବାଇ,୨।୯: ଏସିଆ କପ୍‌ ୨୦୨୨ରେ ଶୁକ୍ରବାର ଗ୍ରୁପ୍‌ ଏ ପର୍ଯ୍ୟାୟର ଅନ୍ତିମ ମୁକାବିଲା ପାକିସ୍ତାନ ଏବଂ ହଂକଂ ମଧ୍ୟରେ ଖେଳାଯାଉଛି। ଉଭୟ ଟିମ୍‌ ଭାରତ ବିପକ୍ଷରେ ପରାଜିତ ହେବା ପରେ ଏହି ମୁକାବିଲା ଖେଳୁଛି। ଏଥିରେ ବିତୋ ଟିମ୍‌ ସୁପର-୪ରେ ସ୍ଥାନ…

୪ ଆଇପିଏସ୍‌ ଅଫିସରଙ୍କୁ ଡିଜି ପାହ୍ୟା

ଭୁବନେଶ୍ୱର,୨ା୯(ବ୍ୟୁରୋ): ୧୯୮୯ ବ୍ୟାଚ୍‌ର ୪ ଜଣ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାର ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…

ଏ କିଭଳି ବିକାଶ? ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଚାଲିଗଲା ବିଜୁଳି; ଅନ୍ଧାରରେ କରାଗଲା ସ୍ବାଗତ

ପାଟନା,୨।୯: ବିହାରରେ ବିଗତ ୨୦ ବର୍ଷ ଧରି କ୍ଷମତାରେ ଅଛନ୍ତି ନୀତୀଶ କୁମାର। କେତେବେଳେ ଭାଜପା ସହ ତ କେତେବେଳେ ଆର୍‌ଜେଡି ସହ ମିଶି ସେ କ୍ଷମତାର ଆସନରେ ବିରାଜମାନ ହୋଇଛନ୍ତି। ଏଥିଯୋଗୁ ନୀତୀଶଙ୍କୁ ଦଳରେ ‘ସୁଶାସନ ବାବୁ’ ବୋଲି କୁହାଯାଏ।…

ଭାଜପାର ପ୍ରାୟ ୧୦୦୦ ବିଧାୟକ-୩୦୦ ଏମ୍‌ପି: କ’ଣ କେହି ଦୁର୍ନୀତିଗ୍ରସ୍ତ ନୁହନ୍ତି, ସମସ୍ତେ ଶୁଦ୍ଧ..

ପାଟନା,୨।୯: ଦେଶର ବିଭିନ୍ନ ସ୍ଥାନରେ ସକ୍ରିୟ ରହିଛି ସିବିଆଇ ଏବଂ ଇଡି। ସଂସ୍ଥା ପକ୍ଷରୁ ବ୍ୟବସାୟିକ ଅନୁଷ୍ଠାନ ସାଙ୍ଗକୁ ରାଜନେତାମାନଙ୍କ ଘରେ ଚଢ଼ାଉ କରାଯାଉଛି। ତେବେ ଏସବୁ ଏଜେନ୍ସିଂର ଅପବ୍ୟବହାର ଭାଜପା କରୁଛି ବୋଲି ବିରୋଧୀ ଅଭିଯୋଗ କରୁଛନ୍ତି। ଯଦି ଏପରି…

ଏଭଳି ଭାବେ ପାଇପାରିବେ ଟି୨୦ ବିଶ୍ୱକପ୍‌ ଫାଇନାଲ ଲାଗି ମାଗଣା ଟିକେଟ୍‌; ଜାଣନ୍ତୁ…

ମେଲବର୍ନ,୨।୯: ଚଳିତ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ପ୍ରଶଂସକଙ୍କ କ୍ରେଜ୍‌ କାହିଁରେ କେତେ। ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାଗ ନେବାକୁ ଥିବା ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ଅକ୍ଟୋବର ୧୯ରୁ ଏହା ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri