Home

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୧୬୦ ରନ୍‌ …

ସିଆଲହଟ,୮।୧୦ : ମହିଳା ଏସିଆ କପରେ ପାକିସ୍ତାନ ବିପକ୍ଷରେ ପରାଜୟ ପରେ ଭାରତୀୟ ଦଳ ବାଂଲାଦେଶର ସମ୍ମୁଖୀନ ହୋଇଛି। ଟିମ ଇଣ୍ଡିଆ ଏହି ମ୍ୟାଚ ଜିତି ବିଜୟ ଟ୍ରାକକୁ ଫେରିବାକୁ ଚାହୁଁଛି । ସିଆଲହଟ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ…

୩୦ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୦ ହଜାର ତଳେ ରହିଛି। ଗତ ୨୪…

ଓହିଓ ଫୁଟବଲ୍‌ ମ୍ୟାଚ୍‌ରେ ଫୁଟିଲା ଗୁଳି

ଓ୍ବାଶିଂଟନ୍‌, ୮।୧୦: ଆମେରିକାର ଓହିଓରେ ଶନିବାର ଏକ ଅଘଟଣ ଘଟିଛି। ଏକ ଫୁଟବଲ ମ୍ୟାଚ୍‌ ସମୟରେ ଷ୍ଟାଡ଼ିୟମ ବାହାରେ ଗୁଳିକାଣ୍ଡ ଘଟିଛି। ଏଥିରେ ୩ଜଣଙ୍କୁ ଗୁଳି ବାଜିଥିବା ଜଣାପଡ଼ିଛି। ଏହି ସମୟରେ ଷ୍ଟାଡିୟମରେ ଲୋକମାନେ ଏପଟ ସେପଟ ଦୌଡ଼ିବାକୁ ଲାଗିଥିଲେ। ଆହତଙ୍କୁ…

ଆମେରିକାକୁ ଉତ୍ତର କୋରିଆର ଚେତାବନୀ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୮ା୧୦: ଶନିବାର ଉତ୍ତର କୋରିଆ କହିଛି ଯେ, ଆମେରିକାର ବିମାନ ପରିବହନକାରୀଙ୍କ ପ୍ରତ୍ୟାହାର ଏହି ଅଞ୍ଚଳରେ ପୁଣି ଉତ୍ତେଜନା ସୃଷ୍ଟି କରିଛି। ବାସ୍ତବରେ ଉତ୍ତର କୋରିଆର ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଆମେରିକା କୋରିଆ ଉପଦ୍ୱୀପ ନିକଟରେ…

ବାୟୁସେନା ଦିବସରେ ଏୟାରଫୋର୍ସର ନୂଆ କମବ୍ୟାଟ ୟୁନିଫର୍ମ ସହ ସ୍ୱଦେଶୀ ହେଲିକପ୍ଟର ‘ପ୍ରଚଣ୍ଡ’ର ଦମ୍‌

ଚଣ୍ଡିଗଡ଼,୮ ।୧୦: ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ କରାଯାଇଥାଏ ଭାରତୀୟ ବାୟୁସେନା ଦିବସ । ଏହାର ମୁଖ୍ୟ ଉଦ୍ଦେଶ୍ୟ ଭାରତୀୟ ବାୟୁସେନାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଓ ସେମାନଙ୍କ ଯୋଗଦାନକୁ ମନେପକାଇବା । ପ୍ରତିବର୍ଷ ଏହାକୁ ଖୁକ୍ ଧୁମଧାମରେ ପାଳନ କରାଯାଉଥିବା ବେଳେ…

ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୮।୧୦: ଉତ୍ତରପ୍ରଦେଶ, ହରିଆଣା ସମେତ ୬ଟି ରାଜ୍ୟରେ ନିର୍ବାଚନ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଉପନିର୍ବାଚନରେ ନିଜର ବିଜୟ ହାସଲ ପାଇଁ ବିଭିନ୍ନ ରାଜନୈତିକ ଦଳ ଅଣ୍ଟା…

କ୍ରିମିଆରେ ବଡ଼ ଧରଣର ବିସ୍ଫୋରଣ

ମସ୍କୋ,୮।୧୦: ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷିଆ କିଭ୍‌ର ଅନେକ ଅଞ୍ଚଳକୁ ଜବରଦଖଲ କରିନେଇଛନ୍ତି। ଇତିମଧ୍ୟରେ ରୁଷିଆ ଜବରଦଖଲ କରିଥିବା କ୍ରିମିଆରେ ଶନିବାର ବଡ଼ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ କ୍ରିମିଆ ଓ ରୁଷିଆ…

ବିକାଶ ପତି ବିସିସିଆଇ ମ୍ୟାଚ ରେଫରି

ଭୁବନେଶ୍ୱର, ୮ା୧୦(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପୂର୍ବତନ ରଣଜୀ ଟ୍ରଫି କ୍ରିକେଟର ବର୍ତ୍ତମାନ ସିନିୟର ଚୟନ କମିଟି ସଦସ୍ୟ ବିକାଶ ସ୍ବରୂପ ପତି ବିସିସିଆଇ (ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ) ମ୍ୟାଚ ରେଫରି ହୋଇଛନ୍ତି। ବିସିସିଆଇ ପକ୍ଷରୁ ମ୍ୟାଚ ରେଫରି କୋର୍ସ ପରୀକ୍ଷା…

ହରମନପ୍ରୀତ ପ୍ଲେୟର ଅଫ୍‌ ଦି ଇୟର

ନୂଆଦିଲ୍ଲୀ, ୮ା୧୦(ପି.ଟି.): ଭାରତ ଡିଫେଣ୍ଡର ହରମନପ୍ରୀତ ସିଂ କ୍ରମାଗତ ଦ୍ୱିତୀୟ ଥର ପାଇଁ ଏଫ୍‌ଆଇଏଚ୍‌ (ଅନ୍ତର୍ଜାତୀୟ ହକି ମହାସଂଘ) ଦ୍ୱାରା ପ୍ଲେୟର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ପୁରୁଷ ବିଭାଗରେ ଲଗାତର ଭାବେ ଦୁଇ ବର୍ଷ ପ୍ଲେୟର ଅଫ୍‌ ଦି…

ଅଷ୍ଟ୍ରେଲିଆ ସିରିଜ ବିଜୟୀ

ବ୍ରିସବେନ, ୮ା୧୦: ଡେଭିଡ ଓ୍ବାର୍ନରଙ୍କ ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଓ ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ଶୁକ୍ରବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୩୧ ରନରେ ପରାସ୍ତ କରିଛି। ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ…

ପାକିସ୍ତାନଠାରୁ ଭାରତ ପରାସ୍ତ

ସିଲ୍‌ହେଟ୍‌,୮ା୧୦(ପି.ଟି.): ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟରେ ଭାରତ ଶୁକ୍ରବାର ପାକିସ୍ତାନଠାରୁ ୧୩ ରନରେ ହାରିଯାଇଛି। ୬ବର୍ଷ ମଧ୍ୟରେ ଭାରତ ବିପକ୍ଷରେ ଏହା ହେଉଛି ପାକିସ୍ତାନ ମହିଳା ଦଳର ପ୍ରଥମ ବିଜୟ। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ…

ପ୍ରୋ-କବାଡ଼ି ଲିଗ୍‌ ଆରମ୍ଭ

ବେଙ୍ଗାଲୁରୁ, ୮ା୧୦: ପ୍ରୋ-କବାଡି ଲିଗ୍‌ର ସିଜନ-୯ ଆରମ୍ଭ ହୋଇଛି। ଶୁକ୍ରବାର ସ୍ଥାନୀୟ କାନ୍ତିରାଭା ଇନ୍‌ଡୋର ଷ୍ଟାଡିୟମରେ ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ ଦବଙ୍ଗ ଦିଲ୍ଲୀ କେସି ୪୧-୨୭ରେ ୟୁ ମୁମ୍ବାକୁ ପରାସ୍ତ କରିଛି। ଅଧିନାୟକ ନବୀନ କୁମାର ଦଳ ପାଇଁ ୧୩ ପଏଣ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri