Home

ହାତକୁ ଦୁଇ ହାତ ହେଲେ ଦେବୋଲିନା ! ସିନ୍ଦୂର-ମଙ୍ଗଳସୁତ୍ର ପିନ୍ଧା ଫଟୋ ଭାଇରାଲ…

ବମ୍ବେ: ବିବାହ କରିନେଇଛନ୍ତି ଟେଲି ପରଦାର ଲୋକପ୍ରିୟ ବୋହୂ ଦେବୋଲିନା ଭଟ୍ଟାଚାର୍ଯ୍ୟ। ସୋସିଆଲ ମିଡିଆରେ ଅଭିନେତ୍ରୀ ନିଜର ଏକାଧିକ ଫଟୋ ଶେୟାର କରିବା ପରେ ଏଭଳି କିଛି ଚର୍ଚ୍ଚା ଜୋର ଧରିଛି। ଫଟୋଗୁଡ଼ିକରେ ଦେବୋଲିନା ମେହେନ୍ଦୀ, ଲାଲ ଚୁଡି, ମଥାମଣି, ମଙ୍ଗଳସୂତ୍ର,…

୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ନାହିଁ ଡିଜିଟାଲ ଦକ୍ଷତା…

ନୂଆଦିଲ୍ଲୀ,୧୪।୧୨ : ଏକ ସର୍ଭେ ଅନୁଯାୟୀ, ଦେଶରେ କରୋନା ମହାମାରୀ ପରେ ଚାକିରିରେ ପରିବର୍ତ୍ତନ ଯୋଗୁ ୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ଡିଜିଟାଲ ଦକ୍ଷତା ଶିଖିବାର ଆବଶ୍ୟକତା ରହିଛି। କନସଲ୍ଟିଂ ଫାର୍ମ ଆଲଫାବେଟାର ଏକ ସର୍ଭେରେ ଏହା ଜଣାପଡିଛି ଯେ ୨୦୨୩…

ପାଇକାରୀ ମୁଦ୍ରାସ୍ଫୀତି ୨୧ ମାସର ସର୍ବନିମ୍ନ ସ୍ତରରେ…

ନୂଆଦିଲ୍ଲୀ,୧୪।୧୨ : ଡିସେମ୍ବର ୧୪ ରେ ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଭାରତର ପାଇକାରୀ ମୁଦ୍ରାସ୍ଫୀତି ନଭେମ୍ବରରେ ୨୧ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ଏହା ୫.୮୫ ପ୍ରତିଶତକୁ ହ୍ରାସ ପାଇଛି। ସର୍ବଶେଷ ହୋଲସେଲ ମୂଲ୍ୟ ସୂଚକାଙ୍କ (ଡବ୍ଲୁପିଆଇ)…

୧୯୦ତମ ଜନ୍ମଦିନ ପାଳନ କଲା ସବୁଠୁ ବୟସ୍କ କଇଁଛ

ପ୍ରକୃତି ପ୍ରତ୍ୟେକ ଜୀବ ପାଇଁ ଭିନ୍ନ ଭିନ୍ନ ବୟସ ସୀମା ରଖିଛି। କେତେକ ପ୍ରାଣୀ କେବଳ ଗୋଟିଏ ସପ୍ତାହ ବଞ୍ଚନ୍ତି ତ ଆଉ କେତେକ ୧୦-୧୫ ବର୍ଷ ବଞ୍ଚିପାରନ୍ତି। ଠିକ୍‌ ସେମିତି ମଣିଷର ସର୍ବାଧିକ ବୟସ ୧୦୦ ବର୍ଷ ବୋଲି ବିବେଚନା…

୪ ବିଧାୟକ ଭାଜପାରେ ସାମିଲ

ଶିଲଂ,୧୪।୧୨: ମେଘାଳୟରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଏବଂ ଏନପିପିକୁ ଏକ ବଡ଼ ଝଟ୍‌କା ଲାଗିଛି। ଉଭୟ ଦଳର ମୋଟ ତିନିଜଣ ବିଧାୟକ ଭାଜପାରେ ଯୋଗ ଦେଇଥିଲେ। ଏହା ବ୍ୟତୀତ ଜଣେ ସ୍ବାଧୀନ ବିଧାୟକ ମଧ୍ୟ ଭାଜପାରେ ଯୋଗ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି।…

ବୈବାହିକ ବଳାତ୍କାର ମାମଲାର ଶୁଣାଣି ନୂଆବର୍ଷରେ…

ନୂଆଦିଲ୍ଲୀ,୧୪।୧୨: ସୁପ୍ରିମକୋର୍ଟ କହିଛନ୍ତି ଯେ ବୈବାହିକ ବଳାତ୍କାରକୁ ଆଇନଗତ କରୁଥିବା ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୭୫ ଅନୁଯାୟୀ ପ୍ରଦାନ କରାଯାଇଥିବା ବ୍ୟତିକ୍ରମର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରିବା ସହ କର୍ନାଟକ ହାଇକୋର୍ଟ ଏବଂ ଦିଲ୍ଲୀ ହାଇକୋର୍ଟଙ୍କ ରାୟ ବିରୋଧରେ ଏହା…

କିଣା ୨୫ ବିକା ୧୦୦ରୁ ଅଧିକ…

ନୂଆଦିଲ୍ଲୀ,୧୪।୧୨ : ଭାରତରେ ବଢ଼ିଥିବା ପେଟ୍ରୋଲ ଡିଜେଲ ଦାମ କମିବାର ନା ଧରୁନି। ସରକାର ରୁଷିଆଠାରୁ ବ୍ୟାରେଲ ପିଛା ୪୯ ଡଲାରରେ ଅଶୋଧିତ ତୈଳ କିଣୁଛନ୍ତି। ଏକ ବ୍ୟାରେଲରେ ୧୫୯ ଲିଟର ଅଶୋଧିତ ତୈଳ ରହିଥାଏ। ଏକ ହିସାବ ଅନୁସାରେ ଭାରତ…

ବ୍ୟାରେଲ ପିଛା ୪୯ ଡଲାରରେ ଭାରତକୁ ତୈଳ ଯୋଗାଣ ଜାରି ରଖିବ ରୁଷିଆ…

ନୂଆଦିଲ୍ଲୀ,୧୪।୧୨ : ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆର ଅଶୋଧିତ ତୈଳ ଉପରେ ବ୍ୟାରେଲ ପିଛା ଅତି କମରେ ୬୦ଡଲାରର ପ୍ରାଇସ୍‌ କ୍ୟାପ୍‌ ଲଗାଇଛନ୍ତି। ଏହା ପରେ ମଧ୍ୟ ଭାରତ ବହୁତ କମ୍‌ରେ ତୈଳ ପାଇବା ଜାରି ରଖିବ। ଏହି ପ୍ରତିବନ୍ଧକ ପରେ ମଧ୍ୟ…

ତାଲିକାରେ ବେନ୍‌ ଷ୍ଟୋକ୍ସ, କାମେରନ ଗ୍ରୀନ୍‌

ନୂଆଦିଲ୍ଲୀ,୧୪।୧୨ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ମିନି ନିଲାମ ଡିସେମ୍ବର ୨୩ରେ କୋଚିଠାରେ ହେବ। ଏଥିରେ ୮୭ ସ୍ଥାନ ପାଇଁ ୪୦୫ ଖେଳାଳି ନିଲାମରେ ଅବତୀର୍ଣ୍ଣ ହେବେ। ଏଥିରେ ଇଂଲଣ୍ଡ ଟେଷ୍ଟ ଅଧିନାୟକ ଷ୍ଟୋକ୍ସ ଏବଂ ଉଦୀୟମାନ ଅଷ୍ଟ୍ରେଲୀୟ ସେନ୍‌ସେସନ…

ବାରବାଟୀରେ ଜିତିଲା ଭାରତ

ଭୁବନେଶ୍ୱର,୧୪।୧୨(ସ୍ପୋଟର୍‌ସ ବ୍ୟୁରୋ): କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ଦୃଷ୍ଟିବାଧିତ ଟି ୨୦ ବିଶ୍ୱକପର ତୃତୀୟ ମ୍ୟାଚକୁ ଜିତିନେଇଛି ଭାରତ। ବୁଧବାର ନକୁଳ ବଡନାୟକଙ୍କ ଅଲରାଉଣ୍ଡ ସଫଳତା ବଳରେ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରିଥିଲା ଭାରତ। ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ…

ଆଜିଠୁ ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ

ଚଟ୍ଟୋଗ୍ରାମ୍‌,୧୪।୧୨(ପି.ଟି.): ବୁଧବାର ବାଂଲାଦେଶ ବିପକ୍ଷରେ ଭାରତ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ ଖେଳିବ। ଏହି ମ୍ୟାଚରେ ଭାରତର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି) ଆଶା ଉଜ୍ଜୀବିତ ରଖିବା ନେଇ ଚିନ୍ତାରେ ରହିଥିବା ବେଳେ ଲୋକେଶ ରାହୁଲଙ୍କ ଅଧିନାୟକତ୍ୱ ଦକ୍ଷତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?