୨୪%ବୃଦ୍ଧି ପାଇଛି ନିଗମର ପ୍ରିମିୟମ ଆୟ
ନୂଆଦିଲ୍ଲୀ,୧୪।୧୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍ଆଇସି)ର ଅର୍ଦ୍ଧବାର୍ଷିକ ଫଳାଫଳ (୨୦୨୨-୨୩ ଆର୍ଥିକ ବର୍ଷର ୧ ଏପ୍ରିଲରୁ ୩୦ ସେପ୍ଟେମ୍ବର) ନିକଟରେ ଘୋଷଣା କରାଯାଇଛି। ବିଶେଷକରି ନିଗମର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ ଡାଇରେକ୍ଟର୍ସ)ର ନିଷ୍ପତ୍ତିକ୍ରମେ ଚଳିତ ଆର୍ଥିକ ବର୍ଷର ପ୍ରଥମ ୬…
ରାଜ୍ୟ ସନ୍ତରଣ ପ୍ରତିଯୋଗିତା ଉଦ୍ଯାପିତ
ସମ୍ବଲପୁର,୧୪ା୧୧(ବ୍ୟୁରୋ): ଖଟେଶ୍ୱର ପାଣ୍ଡେ ସ୍ମାରକୀ ଦଶମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସମ୍ବଲପୁରସ୍ଥିତ ଡା. ଝସକେତନ ସାହୁ ସନ୍ତରଣାଗାରଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ସମେତ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ, ଭୁବନେଶ୍ୱର ଓ ବୌଦ୍ଧ ଜିଲାରୁ ୧୫୦ ଜଣ ପ୍ରତିଯୋଗୀ ଭାଗ…
ଅବହେଳିତ ଅବସ୍ଥାରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି
ଖୋର୍ଦ୍ଧା ଅଫିସ,୧୪ା୧୧: ଭାରତୀୟ ମୁକ୍ତି ସଂଗ୍ରାମର କଥା ଉଠିଲେ, ପ୍ରଥମ ସ୍ବାଧୀନତା ଆନ୍ଦୋଳନର ପାଇକ ବିଦ୍ରୋହ ଓ ପାଇକ ବୀରଙ୍କ କଥା ମନେପଡ଼େ। ପାଇକ ବିଦ୍ରୋହର ଅନ୍ୟତମ କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କ ନେତୃ୍ତ୍ୱରେ ୧୮୧୭ରେ ଖୋର୍ଦ୍ଧା ମାଟିରୁ ଦିନେ ଇଂରେଜମାନଙ୍କ ବିରୋଧରେ…
ରାଜ୍ୟ ସବ୍ଜୁନିୟର ଚେସ୍ ଉଦ୍ଘାଟିତ
ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ପଟିଆସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ପରିସରରେ ରାଜ୍ୟ ୧୩ ବର୍ଷରୁ କମ୍ (ବାଳିକା ଓ ଓପନ୍) ଚେସ୍ ଚାମ୍ପିୟନଶିପ୍ ରବିବାର ଆରମ୍ଭ ହୋଇଛି। ରାଜ୍ୟର ୧୬ ଜିଲାରୁ ମୋଟ ୧୨୩ (୩୫ ବାଳିକା…
ତୃତୀୟ ଦିବସରେ ଓଡ଼ିଶାକୁ ୨ ରୌପ୍ୟ, ୧ ବ୍ରୋଞ୍ଜ
ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ର ତୃତୀୟ ଦିବସରେ ଓଡ଼ିଶା ୨ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ହାସଲ କରିଛି। ୧୬ ବର୍ଷରୁ କମ୍ ବାଳକ ହାମର ଥ୍ରୋରେ ଓଁକାର…
ଭୋକିଲା ଶୋଉଥିବା ବାଳକ ଆମେରିକାରେ ବୈଜ୍ଞାନିକ
ନାଗପୁର,୧୪।୧୧ : ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଏକ ନିପଟ ମଫସଲ ଗ୍ରାମରେ ଏକଦା ଦିନକୁ ବେଳାଏ ଖାଇବା ଯୋଗାଡ଼ କରିବା ନିମନ୍ତେ ସଂଘର୍ଷ କରୁଥିବା ବାଳକ ଏବେ ଆମେରିକାରେ ଜଣେ ବରିଷ୍ଠ ବୈଜ୍ଞାନିକ। ଜଣେ ନିଜର କଠିନ ପରିଶ୍ରମ ଏବଂ ଦୃଢ଼…
ଭାରତ ଯୋଡ଼ୋ ଯାତ୍ରା ଜନତାଙ୍କ ପ୍ରସଙ୍ଗରେ ସରକାରଙ୍କୁ ଉତ୍ତରଦାୟୀ କରାଇବ
ନୂଆଦିଲ୍ଲୀ,୧୪।୧୧ (ପି.ଟି.): କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଲୋକଙ୍କ ପ୍ରସଙ୍ଗ ଉଠାଇବାରେ ସଫଳ ହୋଇଥିବାବେଳେ ଆଗାମୀ ଦିନରେ ଉକ୍ତ ପ୍ରସଙ୍ଗରେ ସରକାରଙ୍କୁ ଉତ୍ତରଦାୟୀ ସୁନିଶ୍ଚିତ କରାଇବାକୁ ଯାଉଛି। ଯାତ୍ରା ଦ୍ୱାରା କଂଗ୍ରେସ ନେତା ରାହୁଲ ଗାନ୍ଧୀ ବଦନାମ ହେବେ ବୋଲି ଯେଉଁ…
୬ ଶିକ୍ଷକଙ୍କ ଦିନକର ଦରମା ବନ୍ଦ
କେନ୍ଦୁଝର,୧୪ା୧୧(ସ୍ବ.ପ୍ର.): ବିଳମ୍ବରେ ସ୍କୁଲ ଆସିବାକୁ ନେଇ ୬ ଶିକ୍ଷକଙ୍କ ଦିନକର ଦରମା ବନ୍ଦ ହୋଇଛି। କେନ୍ଦୁଝର ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଶନିବାର ୨ ସ୍କୁଲ୍ ପରଦର୍ଶନ ସମୟରେ ଶିକ୍ଷକଙ୍କ ଅନୁପସ୍ଥିତି ଦେଖି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଖବର…
୨୧ କି.ମି. ସନ୍ତରଣ କରି ଜିୟାଙ୍କ ରେକର୍ଡ
ବାଲୁଗଁ।,୧୪।୧୧(ଡି.ଏନ୍.ଏ.): ଏସିଆ ମହାଦେଶର ସର୍ବବୃହତ୍ ଲବଣାକ୍ତ ହ୍ରଦ ଚିଲିକାରେ ରବିବାର ୧୩ ବର୍ଷୀୟା ଦିବ୍ୟାଙ୍ଗ ସନ୍ତରଣକାରୀ ଜିୟା ରାୟ ୨୧ କିଲୋମିଟର ସନ୍ତରଣ କରି ରେକର୍ଡ ସୃଷ୍ଟି କରିଛନ୍ତି ା ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ର କାଳିଜାଈ ମନ୍ଦିର ନିକଟରୁ ଏହି…
ରାଜ୍ୟସ୍ତରୀୟ ଖୋ ଖୋ ଉଦ୍ଘାଟିତ
ପୁରୀ ଅଫିସ, ୧୪ା୧୧: ପୁରୀ ଜିଲା ହାଇସ୍କୁଲ ପରିସରରେ ରବିବାରଠାରୁ ୫୫ତମ ରାଜ୍ୟସ୍ତରୀୟ ସିନିୟର ବର୍ଗ ଖୋ ଖୋ ଚାମ୍ପିୟନଶିପ୍ ଆରମ୍ଭ ହୋଇଛି। ଏହା ୩ଦିନ ଧରି ଚାଲିବ। ଜିଲାପାଳ ସମର୍ଥ ବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ା ପତାକା…
ଉଚିତ ମୂଲ୍ୟ ପାଇବା ଆଶଙ୍କାରେ ଚାଷୀ
ଗୋପାଳ ଚନ୍ଦ୍ର ସାହୁ ବାଲିଆପାଳ,୧୪।୧୧: ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ଅବବାହିକାରେ ଚଳିତବର୍ଷ ନଳିତା ଚାଷ କରିଥିବା ଚାଷୀଙ୍କ ଘରେ ଗଦା ହୋଇରହିଛି କୁଇଣ୍ଟାଲ କୁଇଣ୍ଟାଲ ଝୋଟ। ବଜାରରେ ଝୋଟ ଦର କମ୍ ଥିବାରୁ କ୍ଷତି ହେବା ଆଶଙ୍କା କରି…
ବଡ଼ବଡ଼ିଆଙ୍କୁ ଫସାଇବାକୁ ଓଡ଼ିଶା ଆସିଥିଲେ ପ୍ରୀତି
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ କଳାକାର୍ନାମାକୁ ନେଇ ଚାରିଆଡ଼େ ଏବେ ଚର୍ଚ୍ଚା ଲାଗିରହିଛି। ଏପରିସ୍ଥିତିରେ ଓଡ଼ିଶା ଆସି ମାୟାଜାଲରେ ଫସାଇ ସମ୍ପତ୍ତି ଲୁଟ୍ କରିବାକୁ ଯୋଜନା କରୁଥିବା ପ୍ରୀତି ଦେଶାଇ ନାମ୍ନୀ ଜଣେ ରହସ୍ୟମୟୀ ଅଣଓଡ଼ିଆ ମହିଳାଙ୍କୁ ରାଜସ୍ଥାନର କୋତଓ୍ବାଲି…
Archives


