Home

ରାଜୀବ ଗାନ୍ଧୀ ଫାଉଣ୍ଡେସନ ଚାଇନାଠାରୁ ନେଇଥିଲା ଟଙ୍କା: ଅମିତ ଶାହା

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତ-ଚାଇନା ସୈନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ପାର୍ଲାମେଣ୍ଟରେ ବିରୋଧୀମାନେ ସରକାରଙ୍କୁ ଘେରି ରହିଛନ୍ତି। ଏହି ପ୍ରସଙ୍ଗରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ମଙ୍ଗଳବାର ଗୃହରେ ଅମିତ ଶାହା ରାଜୀବ ଗାନ୍ଧୀ…

ରାଜ କୁନ୍ଦ୍ରାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩।୧୨: ପର୍ନ ଫିଲ୍ମ ନିର୍ମାଣ ମାମଲାରେ ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ତାଙ୍କୁ କୋର୍ଟ ଆଗୁଆ ଜାମିନ ମଞ୍ଜୁର କରିଛନ୍ତି। ରାଜ କୁନ୍ଦ୍ରାଙ୍କ ସହ ଅଶ୍ଳୀଳ ଫିଲ୍ମ ତିଆରି କରିବା…

ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ମିଳିଲା ହତ୍ୟା ଧମକ

ମୁମ୍ବାଇ,୧୩।୧୨: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଫୋନ୍‌ରେ ଜୀବନରୁ ମାରିଦେବାକୁ ଧମକ ମିଳିଛି। କଲ୍‌ କରିଥିବା ବ୍ୟକ୍ତି ପାଓ୍ବାରଙ୍କୁ ସିଲଭର ଓକ୍‌ରେ ଫୋନ୍‌ରେ ଧମକ ଦେଇଥିବା ଜଣାପଡ଼ିଛି। କଲ୍‌ କରିଥିବା ବ୍ୟକ୍ତି ହିନ୍ଦୀରେ କଥା ହେବା ସହ ମୁମ୍ବାଇ ଆସି ଦେଶୀ…

ତଓ୍ବାଙ୍ଗ ସଂଘର୍ଷକୁ ନେଇ ସଂସଦରେ ଉତ୍ତର ରଖିଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ମଙ୍ଗଳବାର ସଂସଦର ଉଭୟ ଗୃହରେ ହଟ୍ଟଗୋଳ ଜାରି ରହିଛି। ଇତିମଧ୍ୟରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଲୋକ ସଭାରେ ଏହି ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ…

ତଓ୍ବାଙ୍ଗ ସଂଘର୍ଷକୁ ନେଇ ଗୃହରେ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀ ମୋଦି ଡକାଇଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଗତ ଡିସେମ୍ବର ୯ତାରିଖ ରାତିରେ ଭାରତ ଓ ଚାଇନା ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ସଂସଦର ୨ଗୃହରେ ହଟ୍ଟଗୋଳ ହୋଇଛି। କଂଗ୍ରେସ, ଆରଜେଡି, ଟିଏମ୍‌ସି, ଏଏପି ସମେତ ଅନ୍ୟ…

ଚାଇନା ସହ ମୁହାଁମୁହିଁ ପରିସ୍ଥିତିକୁ ନେଇ ଗୃହରେ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୧୩।୧୨: ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପ୍ରସଙ୍ଗରେ ବିରୋଧୀ ଦଳ ପାର୍ଲାମେଣ୍ଟରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଏହାକୁ ନେଇ ଉଭୟ ଗୃହରେ ବିରୋଧର ହଙ୍ଗାମା ଜାରି ରହିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଲୋକ ସଭା ପ୍ରକ୍ରିୟା ଦିନ ୧୨.୦୦…

ଭାରତ-ଚାଇନା ସଂଘର୍ଷର ସାଟେଲାଇଟ ଫଟୋ ଭାଇରାଲ୍‌

ନୂଆଦିଲ୍ଲୀ,୧୩।୧୨: ପୂର୍ବ ଲଦାଖକୁ ଲାଗିଥିବା ଏଲଏସି ଉପରେ ଥିବା ଟେନସନ ଏପର୍ଯ୍ୟନ୍ତ ଶେଷ ହୋଇ ନ ଥିବାବେଳେ ଚାଇନା ଏବେ ଅରୁଣାଚଳ ପ୍ରଦେଶରେ ମଧ୍ୟ ଅନୁପ୍ରବେଶ ଆରମ୍ଭ କରିଛି। ଭାରତୀୟ ସେନାର ଦୃଢତା କାରଣରୁ ୯ ଡିସେମ୍ବରରେ ଅରୁଣାଚଳ ପ୍ରଦେଶର ତୱାଙ୍ଗ…

ଅରୁଣାଚଳ ପ୍ରଦେଶ ଭାରତର ଅଂଶ: କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ଠାରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ପୁଣି ଝଗଡା ଲାଗିଛି। ଏନେଇ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, ପ୍ରାଚୀନ କାଳରୁ ଅରୁଣାଚଳ ପ୍ରଦେଶ ଭାରତର ଏକ ଅବିଚ୍ଛେଦ୍ୟ ଅଂଶ ହୋଇଆସୁଛି। ଭାରତ ଏକ…

ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଲେ ଜୋ ରୁଟ୍‌

ଲଣ୍ଡନ,୧୨।୧୨: ଇଂଲଣ୍ଡର ତାରକା ଖେଳାଳି ଜୋ ରୁଟ ତାଙ୍କ ଟେଷ୍ଟ କ୍ରିକେଟରେ ବ୍ୟାଟିଂ ପାଇଁ ଜଣାଶୁଣା, କିନ୍ତୁ ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ତିନି ଉଇକେଟ ନେଇ ବୋଲିଂରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ। ଏହା ସହ ସେ ଦୁନିଆର ସର୍ବଶ୍ରେଷ୍ଠ ଅଲରାଉଣ୍ଡର…

ଭାରତ-ଚାଇନା ମଧ୍ୟରେ ମୁହାଁମୁହିଁ ପରିସ୍ଥିତି: ପ୍ରତିରକ୍ଷା ମନ୍ତ୍ରୀ ଡାକିଲେ ଜରୁରୀ ବୈଠକ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ଠାରେ ଭାରତ ଏବଂ ଚାଇନା ମଧ୍ୟରେ ପୁଣି ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୬ ଜଣ ଭାରତୀୟ ସେନା ଆହତ ହୋଇଥିବା ବେଳେ ଚାଇନାର ୧୨ରୁ ଅଧିକ ସେନା ଆହତ ହୋଇଛନ୍ତି। ତେବେ ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଘଟଣା: କଂଗ୍ରେସ ନେତା ଗିରଫ

ଭୋପାଳ,୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆଙ୍କୁ ପାନ୍ନା ପୋଲିସ ଗିରଫ କରିଛି। ମଙ୍ଗଳବାର ସକାଳେ ଦାମୋହ ଜିଲାର ହଟାରେ ଥିବା ପାଟେରିଆଙ୍କ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାପୂର୍ବରୁ…

ସିବିଆଇର ୩୪ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର ଯୋଗଦେଇ କହିଲେ, ଦୁର୍ନୀତି ରୂପକ ଅପରାଧ ରୋକିବା ସମସ୍ତଙ୍କ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?