Home

ଭୁବନେଶ୍ୱର ହେବ ସ୍ଲମ ଫ୍ରି ସିଟି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଆହୁରି ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ବିଏମ୍‌ସି ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରୁଛି। ନିକଟରେ ସ୍ବେରେଜ, ସେଫ୍‌ଟେଜ ଓ ଫିକଲ୍‌ ମ୍ୟାନେଜମେଣ୍ଟ କ୍ଷେତ୍ରରେ ବିଏମ୍‌ସିକୁ ଜାତୀୟ ସ୍ତରରେ ପୁରସ୍କାର ମିଳିବା ପଛରେ ଭୁବନେଶ୍ୱରବାସୀଙ୍କ ସହଯୋଗ…

ଇନ୍‌ଫୋସିଟି ଥାନାରେ ବୀରେନ୍ଦ୍ର ଲାକ୍ରାଙ୍କୁ ଜେରା

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ହତ୍ୟା ମାମଲାରେ ଭୁବନେଶ୍ୱର ଇନ୍‌ଫୋସିଟି ଥାନାରେ ସୋମବାର ସନ୍ଧ୍ୟାରେ ହାଜର ହୋଇଛନ୍ତି ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା। ତଦନ୍ତକାରୀ ଅଧିକାରୀ, ଜୋନ୍‌ ଏସିପି ରମେଶ ଚନ୍ଦ୍ର ବିଶୋଇ ଓ ଅତିରିକ୍ତ ଡିସିପି ପ୍ରକାଶ…

ରିମାଣ୍ଡ ସରିଲା, ବିଷ ଗାଳିପାରିଲାନି ଇଡି

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ୭ ଦିନିଆ ରିମାଣ୍ଡ ଅବଧି ସୋମବାର ସରିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ) ଗତ ଡିସେମ୍ବର ୬ ତାରିଖରୁ ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣି ଜେରା ଆରମ୍ଭ କରିଥିଲା। ତେବେ ଅର୍ଚ୍ଚନାଙ୍କୁ ଜେଲରୁ କୋର୍ଟକୁ ନେବା ସମୟରେ…

ସୂର୍ଯ୍ୟମନ୍ଦିରକୁ ବିକୃତ କରୁଥିବା ଏଲ୍‌ଇଡି ଲାଇଟ୍‌ ବନ୍ଦ

ପୁରୀ ଅଫିସ/ କୋଣାର୍କ,୧୩।୧୨(ଡି.ଏନ୍‌.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରରେ ଧାଡ଼ି କରି ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିବାରୁ ବିକୃତ ଭାବେ ଦୂରରୁ ଆଲୋକୀକରଣ ହେଉଥିଲା। ଏ ନେଇ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସନ୍ତୋଷ ପ୍ରକାଶ କରିବା ସହ ଏଏସ୍‌ଆଇ ଓ ସଂସ୍କୃତ ବିଭାଗକୁ ଟୁଇଟ୍‌…

‘ଡିଲ୍‌’କୁ ନେଇ ଦୋଷ ଲଦାଲଦି

ଭୁବନେଶ୍ବର,୧୩ା୧୨(ବ୍ୟୁରୋ):ପଦମ୍‌ପୁର ଉପନିର୍ବାଚନ ଫଳାଫଳ ବାହାରିବା ପରଠାରୁ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, କଂଗ୍ରେସ ଏବଂ ବିଜେଡି ମଧ୍ୟରେ ଭୋଟ୍‌ ପାଇଁ ଡିଲ୍‌ ହୋଇଥିବା କଥାକୁ ନେଇ ପରସ୍ପର ମଧ୍ୟରେ ଦୋଷ ଲଦା ଆରମ୍ଭ ହୋଇଯାଇଛି। ଏହି କଥାକୁ ଏବେ କଂଗ୍ରେସ…

ଦାମ୍ପତ୍ୟ ସମ୍ପର୍କକୁ ପ୍ରଭାବିତ କରୁଛି ସ୍ମାର୍ଟ ଫୋନ୍‌

ନୂଆଦିଲ୍ଲୀ, ୧୩।୧୨:ଦୂରରେ ରହୁଥିବା ପ୍ରିୟଜନମାନଙ୍କୁ ଫୋନ୍‌ ନିକଟତର କରିପାରିଛି। ଏହା ସାହାଯ୍ୟରେ ଲୋକେ ନିଜ ସମ୍ପର୍କୀୟଙ୍କ ସହିତ କଥା ହେବା ସାଙ୍ଗକୁ ଭିଡିଓ କଲ୍‌ ଯୋଗେ ପରସ୍ପରକୁ ଦେଖିପାରୁଛନ୍ତି। କିନ୍ତୁ ଆଣ୍ଡ୍ରଏଡ୍‌ ଫୋନ୍‌ ବର୍ତ୍ତମାନର ଦାମ୍ପତ୍ୟ ଜୀବନକୁ ପ୍ରଭାବିତ କରିଛି। ସ୍ମାର୍ଟ…

‘କ୍ଷୟ ହେବାକୁ ବସିଛି ଉପକୂଳ ଅଞ୍ଚଳ’

ପୁରୀ ଅଫିସ, ୧୩ା୧୨:ପୁରୀ ଜିଲା ସ୍ବେଚ୍ଛାସେବୀ ସଙ୍ଗଠନ ସାମ୍ମୁଖ୍ୟ ‘ଦି ବେଲ୍‌’ ଏବଂ ଷ୍ଟେଟ ବ୍ୟାଙ୍କ୍‌ର ମିଳିତ ସହଯୋଗରେ ସୋମବାର ମହୋଦଧି ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା କାୟାକିଂ ରାଲି। ପୁରୀ ସମୁଦ୍ରରେ ପ୍ରଥମ ଥର…

୪ବର୍ଷିଆ ୟୁଜି ପାଠ୍ୟକ୍ରମ ନେଇ ବିଜ୍ଞପ୍ତି

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ପାଠ ପଢ଼ିବାକୁ ହେବ। ଏ ନେଇ ପୂର୍ବରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି। ଜାତୀୟ ଶିକ୍ଷାନୀତି ଅନୁସାରେ ପୂର୍ବରୁ ୟୁଜିସି ଏ ନେଇ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିଥିଲା। ସୋମବାର…

ସନ୍ତାନ ନ ହେବାରୁ ସ୍ତ୍ରୀକୁ ପିଟି ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୧୩ା୧୨: ବାରିପଦା ସଦର ଥାନା ଦୁଧିଆଶୋଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଦୀର୍ଘବର୍ଷ ପରେ ମଧ୍ୟ ପିଲା ନ ହେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତ ମହିଳାଙ୍କ ଭାଇ ସାଗରାମ…

ମାଟ୍ରିକ ଢାଞ୍ଚାରେ ହେବ ଅଷ୍ଟମ ପ୍ରଶ୍ନପତ୍ର

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):କୋଭିଡ୍‌ ଯୋଗୁ ରାଜ୍ୟରେ ସ୍କୁଲସ୍ତରରେ ଉଭୟ ଶିକ୍ଷାଦାନ ଓ ପରୀକ୍ଷା ପରିଚାଳନାରେ ବହୁ ସମସ୍ୟା ଉପୁଜିଥିଲା। ବିନା ପରୀକ୍ଷାରେ ପିଲାଙ୍କୁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ମାଟ୍ରିକ ସାର୍ଟିଫିକେଟ୍‌ ପ୍ରଦାନ କରାଯାଇଥିଲା। ଏପରିକି ପିଲାଙ୍କ ଦକ୍ଷତା ଯାଞ୍ଚ କରିବାର ସୁଯୋଗ…

ଚର୍ଚ୍ଚିତ ମିଶ୍ରଙ୍କୁ ଇଡିର ୨ ଘଣ୍ଟା ଜେରା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ନିର୍ଦ୍ଦେଶକ ତଥା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଥିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ ଯାଇଥିବା…

ଡାକ୍ତରୀ ପାଠପଢ଼ା ପାଇଁ ବୈକୁଣ୍ଠଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ ଗରିବ ଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି। ଡାକ୍ତରୀ ପଢ଼ିବା ପାଇଁ ଅର୍ଥ ବାଧକ ସାଜିଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ପୁରୀ ଜିଲାର ବୈକୁଣ୍ଠ ସେଠୀଙ୍କୁ ରାଜ୍ୟ ସରକାର ସହଯୋଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?