ଟସ ଜିତିଲା ଇଂଲଣ୍ଡ, ପ୍ରଥମେ ବୋଲିଂ…
ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପର ଫାଇନାଲରେ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ମୁକାବିଲା ମେଲବୋର୍ନ ଗ୍ରାଉଣ୍ଡରେ ହେଉଛି। ଏହି ମ୍ୟାଚ୍ରେ ଇଂଲଣ୍ଡ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍ ପାକିସ୍ତାନ ବ୍ୟାଟିଂ…
ଗୁଜରାଟରେ ଭାଜପାର ଚିନ୍ତା ବଢ଼ିଲା, ଟିକଟ ପାଇ ନ ଥିବା ୫ ନେତା ସ୍ବାଧୀନ ଭାବେ ଲଢ଼ିବାକୁ ଦେଲେ ଧମକ…
ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିକଟ କଟାଯାଇଥିବା ବିଧାୟକମାନେ ଦଳ ବିରୋଧରେ ବିଦ୍ରୋହ କରିବାର ଆଶଙ୍କା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସଳର ଜଣେ ସିଟିଂ ବିଧାୟକ ଏବଂ ଚାରିଜଣ ପୂର୍ବତନ ବିଧାୟକ…
ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ବାପା
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରବିବାର ଇଡିରେ ହାଜର ହୋଇଛନ୍ତି ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ବାପା। ଅର୍ଚ୍ଚନାଙ୍କ ବେନାମୀ ସମ୍ପତ୍ତି ନେଇ ଇଡି ଖୋଳତାଡ଼ ଆରମ୍ଭ କରିଛି। ଅର୍ଚ୍ଚନାଙ୍କ ବାପା ଆଜି ସକାଳେ ଇଡି ଅଫିସରେ ହାଜର ହେବା ପରେ ତାଙ୍କୁ ପଚରାଉଚରା କରାଯାଇ…
ଛାଡ଼ପତ୍ର ପରେ ପୁଣି ପ୍ରେମ ବିବାହ
କାନ୍ବେରା,୧୩।୧୧: ବିବାହ ପରେ ଛାଡ଼ପତ୍ର। ପରବର୍ତ୍ତୀ ସମୟରେ ପ୍ରେମରେ ପଡ଼ି ପୁଣି ସମ୍ପର୍କ ସ୍ଥାପନ। ଆଉ ଶେଷରେ ପୂନର୍ବିବାହ। ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିବା ଏହି ଲଭ୍ଷ୍ଟୋରି ଅଷ୍ଟ୍ରେଲିଆର ଏକ ଯୋଡ଼ିଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। କୁର୍ଟିସ୍ ଏବଂ ଟିମ୍…
ରେକର୍ଡ ଭାଙ୍ଗିଲା ‘ଯଶୋଦା’
ମୁମ୍ବାଇ: ବିଗ୍ ବି’ଙ୍କ ଫିଲ୍ମ ‘ଉଞ୍ଚାଇ’ ସହ ହଲ୍ରେ ଆଉ ତିନୋଟି ଫିଲ୍ମ ରିଲିଜ ହୋଇଛି। ହଲିଉଡ୍ ଫିଲ୍ମ ‘ବ୍ଲାକ୍ ପାନ୍ଥର୍-୨’ ଏବଂ ସାଉଥ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୁଙ୍କ ‘ଯଶୋଦା’ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଏହି ତିନୋଟି ଫିଲ୍ମ…
ମେଲବୋର୍ନ ଆକାଶରେ କଳା ବାଦଲ, ଫାଇନାଲ ଲଢ଼େଇ ରିଜର୍ଭ ଦିବସରେ ହେବା ଆଶଙ୍କା…
ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପରେ ବର୍ଷା ଯୋଗୁଁ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଫାଇନାଲ ମ୍ୟାଚ ନେଇ ଆଶଙ୍କା ଦେଖାସେଇଛି। ମେଲବୋର୍ନରେ ହାଲୁକା ବର୍ଷା ହେଉଛି, କିନ୍ତୁ କଳା ବାଦଲ ସମଗ୍ର ସହରକୁ ଘୋଡାଇ ରଖିଛି। ଅନ୍ତିମ ମ୍ୟାଚ ସମୟରେ…
ଭାରତ-ପାକିସ୍ତାନ ସୀମାରେ ଡ୍ରୋନ୍ରେ ଅସ୍ତ୍ରଶସ୍ତ୍ର ଚୋରା କାରବାରରେ ବୃଦ୍ଧି ଘଟିଛି…
ଶ୍ରୀନଗର,୧୩।୧୧ : ପଞ୍ଜାବ, ଜମ୍ମୁ-କଶ୍ମୀରର ଭାରତ ଏବଂ ପାକିସ୍ତାନ ସୀମାରେ ୨୦୨୨ ମସିହାରେ ସୀମା ଆରପାର୍ଶ୍ୱରୁ ଡ୍ରୋନ ମାଧ୍ୟମରେ ଡ୍ରଗ୍ସ ଏବଂ ଅସ୍ତ୍ର ଚୋରା ମାମଲା ଦ୍ୱିଗୁଣିତ ହୋଇଛି। ସୀମା ସୁରକ୍ଷା ବଳର ମହାନିର୍ଦେଶକ (ବିଏସଏଫ ଡିଜି) ପଙ୍କଜ କୁମାର ସିଂ…
କରେଣ୍ଟ ଲାଗି ହାତୀଛୁଆର ଜୀବନ ଗଲା
ବୁଗୁଡ଼ା,୧୩ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ବେଲପଡ଼ା ଓ ପିଡିପୁର ଶାସନ ମଝିରେ ଥିବା ଏକ ଧାନ କିଆରୀରେ ବିଦ୍ୟୁତ୍ କରେଣ୍ଟ ଲାଗି ଏକ ହାତୀଛୁଆର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ବିଦ୍ୟୁତ୍ ବିଭାଗ କର୍ମଚାରୀମାନେ ପହଞ୍ଚି ଥିବା ବେଳେ…
ଚିଲିରେ ଭୂକମ୍ପ
ଚିଲି,୧୩ା୧୧: ଚିଲିର ବାୟୋବିଓ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬.୧ ଥିଲା। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍ଏସ୍ସି) କହିଛି, ଶନିବାର ବିଳମ୍ବିତ ରାତିରେ ଚିଲିର କେନ୍ଦ୍ରୀୟ ବାୟୋବିଓ ଉପକୂଳରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଏହା ୨୦…
ଅଜବ ଆଇବ୍ରୋ ମେକ୍ଅପ୍
ଆଇବ୍ରୋ ବା ଭ୍ରୁଲତାର ମେକ୍ଅପ୍ ଚେହେରାର ଲୁକ୍ ବଦଳାଇ ଦିଏ। ତେଣୁ ଏହାକୁ ନେଇ ହୁଏ ଅନେକ ଏକ୍ସପେରିମେଣ୍ଟ। କିଛି ଆଇବ୍ରୋ ମେକ୍ଅପ୍ ବେଳେବେଳେ ଏତେ ଅଜବ ସହ ଆକର୍ଷକ ହୋଇଛି ଯେ, ତାହା ସୋସିଆଲ ମିଡିଆରେ କରିଛି ଟ୍ରେଣ୍ଡ। ସେମିତି…
ଗରିବଙ୍କ ତାଜମହଲର ରୂପରେ ହେବ ପରିବର୍ତ୍ତନ: ପ୍ରତ୍ନତତ୍ତ୍ୱ ବିଭାଗର ନିଷ୍ପତ୍ତି…
ଔରଙ୍ଗାବାଦ,୧୩।୧୧ : ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ)ର ଅଧିକାରୀ କହିଛନ୍ତି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମହାରାଷ୍ଟ୍ରରଔରଙ୍ଗାବାଦ ସହରରେ ଥିବା ୧୭ ଶତାବ୍ଦୀର ସ୍ମାରକୀ ବିବି କା ମକବରାର ନବୀକରଣ କାର୍ଯ୍ୟ ଶେଷ ହେବ। ଏହି ସ୍ମାରକୀ ଦେଖିବାକୁ…
ୟୁକ୍ରେନ୍-ଆଫଗାନିସ୍ତାନ ବିସ୍ଥାପିତଙ୍କ ପାଇଁ ବିପଜ୍ଜନକ ହେବ ଶୀତଦିନ: ଜାତିସଂଘର ଚେତାବନୀ…
ଜେନେଭା,୧୩।୧୧ : ଆଫଗାନିସ୍ତାନରେ ହୋଇଥିବା କ୍ଷମତା ଦଖଲ, ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ମଧ୍ୟ ପୂର୍ବରେ ସଙ୍କଟ ଯୋଗୁଁ ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି। ଆସୁଥିବା ଶୀତ ଏହି ବିସ୍ଥାପିତ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ସୃଷ୍ଟି କରିବାର…
Archives


