Home

୨ ନେତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ବର,୧୨ା୧୧(ବ୍ୟୁରୋ): ଭାଜପାରେ ଦୁଇ ଜଣ ବରିଷ୍ଠ ନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରାଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଭାଜପା ଆର୍ଥତ୍କ ଦୁର୍ବଳଶ୍ରେଣୀ ବର୍ଗ ପ୍ରକୋଷ୍ଠ (ଇଡବ୍ଲ୍ୟୁଏସ୍‌ ସେଲ୍‌)ର ରାଜ୍ୟ ସଂଯୋଜକ ଭାବେ କୁଳମଣି ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସେହିପରି…

ପ୍ରଦୀପ ପୁରୋହିତ ହେବେ ଭାଜପା ପ୍ରାର୍ଥୀ

ଭୁବନେଶ୍ବର, ୧୨ା୧୧(ବ୍ୟୁରୋ): ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଭାଜପା ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ। ଭାଜପା ବିଧାୟିକା କୁସୁମ ଟେଟେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ପ୍ରଦୀପ ୧୪ ତାରିଖରେ ନାମାଙ୍କନ ଭରିବେ ବୋଲି ସେ…

ରୂପାନି, ନୀତିନ ପଟେଲ ଭାଜପାର ଷ୍ଟାର ପ୍ରଚାରକ

ନୂଆଦିଲ୍ଲୀ,୧୨ା୧୧: ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ଭାଜପା ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦମନ୍ତ୍ରୀ ଅମିତ୍‌ ଶାହା, ରାଜନାଥ ସିଂ, ନୀତିନ ଗଡ଼କରୀ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ…

ପାନାମା ପେପର ସହ ତେଲଙ୍ଗାନା ଗ୍ରାନାଇଟ୍‌ ଶିଳ୍ପର ସମ୍ପୃକ୍ତି

ହାଇଦ୍ରାବାଦ,୧୨ା୧୧: ପାନାମା ପେପର ଲିକ୍‌ ସହ ତେଲଙ୍ଗାନା କରିମନଗରସ୍ଥିତ ଗ୍ରାନାଇଟ୍‌ ଶିଳ୍ପର ସମ୍ପୃକ୍ତି ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତରୁ ଜାଣିବାକୁ ପାଇଛି। ପାନାମା ପେପରରେ ବହୁସଂଖ୍ୟାରେ ଶିଳ୍ପସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ନାଁ ପ୍ରଘଟ ହୋଇଥିଲା, ଯେଉଁମାନେ ଟିକସ ଫାଙ୍କି ଓ…

ପ୍ରମାଣ ନଷ୍ଟ ପାଇଁ ୧୪୦ ଫୋନ୍‌ ବଦଳାଇଛନ୍ତି ଅଭିଯୁକ୍ତ

ନୂଆଦିଲ୍ଲୀ,୧୨ା୧୧: ଦିଲ୍ଲୀ ଅବକାରୀ ନୀତି କାର୍ଯ୍ୟକାରୀ ହେବା ପୂର୍ବରୁ ଏହା କେତେକ ମଦ କମ୍ପାନୀ ନିକଟରେ ପହଞ୍ଚତ୍ଥିଲା। ମଦ ଲାଇସେନ୍ସ ପ୍ରଦାନରେ ହୋଇଥିବା ଲାଞ୍ଚ କାରବାରର ଡିଜିଟାଲ ପ୍ରମାଣ ନଷ୍ଟ କରିବା ନିମନ୍ତେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ଅନ୍ୟ ଅଭିଯୁକ୍ତମାନେ…

ସବୁ ଅଭିଯୁକ୍ତ ଦୋଷମୁକ୍ତ

ବେଙ୍ଗାଲୁରୁ,୧୨ା୧୧: ଆର୍‌ଟିଆଇ କର୍ମୀ ତଥା ‘ମହାପ୍ରଚଣ୍ଡ’ ଖବରକାଗଜର ସମ୍ପାଦକ ଲିଙ୍ଗାରାଜୁ ହତ୍ୟା ମାମଲାରେ ଉପଯୁକ୍ତ ତଥ୍ୟ ପ୍ରମାଣ ଅଭାବରୁ କର୍ନାଟକ ହାଇକୋର୍ଟ ସମସ୍ତ ୧୨ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୧୨ ନଭେମ୍ବର ୧୨ରେ ଲିଙ୍ଗାରାଜୁଙ୍କୁ ୩ ଜଣ ସଶସ୍ତ୍ର ବ୍ୟକ୍ତି ହତ୍ୟା…

ଜିରୋ-କୋଭିଡ୍‌ ନୀତି କୋହଳ କଲା ଚାଇନା

ବେଜିଂ,୧୨ା୧୧: ଚାଇନା ଏହାର କଠୋର ଜିରୋ-କୋଭିଡ୍‌ ନୀତି କୋହଳ କରିବା ଆରମ୍ଭ କରିଛି। ଏଥିସହିତ ବାହାର ଦେଶରୁ ଆସୁଥିବା ଯାତ୍ରୀଙ୍କ ନିମନ୍ତେ କ୍ୱାରାଣ୍ଟାଇନ୍‌ ସମୟସୀମାକୁ ହ୍ରାସ କରାଯିବା ସହ ଅନ୍ତର୍ଜାତୀୟ ବିମାନ ଚଳାଚଳ କଟକଣା ହଟାଇ ଦିଆଯାଇଛି। ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ…

୪ ହଜାର କି.ମି. ଯାତ୍ରା କରିବ ରିଭର୍‌ କ୍ରୁଜ୍‌

ଲକ୍ଷ୍ନୌ,୧୨ା୧୧: ଭାରତରେ ଜଳପଥର ଉନ୍ନତୀକରଣ ଲାଗି କେନ୍ଦ୍ର ସରକାର ବାରଣସୀରେ ବିଶ୍ୱର ଦୀର୍ଘତମ ରିଭର୍‌ କ୍ରୁଜ୍‌ ଯାତ୍ରା ଆରମ୍ଭ କରିବା ନେଇ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ବାରାଣସୀଠାରୁ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ପାଖାପାଖି ୪୦୦୦ କି.ମି ଦୂର ଅତିକ୍ରମ କରିବ।…

ଡିସେମ୍ବର ପ୍ରଥମ ସପ୍ତାହରୁ ଶୀତ ଅଧିବେଶନ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇ ସେହି ମାସ ସୁଦ୍ଧା ଶେଷ ହୋଇପାରେ। ଅଧିବେଶନ ପୁରୁଣା ପାର୍ଲାମେଣ୍ଟ ଭବନରେ ଅନୁଷ୍ଠିତ ହେବ ବୋଲି ଏକ ସୂତ୍ରରୁ କୁହାଯାଇଛି। ତେବେ ଅଧିବେଶନ ତାରିଖ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି…

ସୁପାରିସ ସତ୍ତ୍ୱେ ପକାଇରଖୁଛି କେନ୍ଦ୍ର

ନୂଆଦିଲ୍ଲୀ,୧୨ା୧୧: ଉଚ୍ଚତର ଅଦାଲତଗୁଡ଼ିକରେ ବିଚାରପତି ନିଯୁକ୍ତି ଲାଗି ନାମ ସୁପାରିସ ସତ୍ତ୍ୱେ କେନ୍ଦ୍ର ସରକାର ଏହାକୁ ପକାଇ ରଖିଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏପରିକି ସୁପ୍ରିମକୋର୍ଟ କଲେଜିୟମ ଏନେଇ ସରକାରଙ୍କୁ ସ୍ମରଣ କରାଇବା ସତ୍ତ୍ୱେ ନିଯୁକ୍ତି ଦିଆଯାଉ ନାହିଁ।…

ଗଣତାନ୍ତ୍ରିକ ସିଦ୍ଧାନ୍ତର ବିଜୟ: ଷ୍ଟାଲିନ୍‌

ଚେନ୍ନାଇ/ନୂଆଦିଲ୍ଲୀ,୧୨ା୧୧: ରାଜୀବ ଗାନ୍ଧୀଙ୍କ ୬ ହତ୍ୟାକାରୀଙ୍କୁ ମୁକ୍ତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ସ୍ବାଗତ କରିଛନ୍ତି। ଡିଏମ୍‌କେ ମୁଖ୍ୟ ଷ୍ଟାଲିନ୍‌ କହିଛନ୍ତି, ଏ.ଜି. ପେରାରିଭଲନ୍‌ଙ୍କ ପରେ ସୁପ୍ରିମକୋର୍ଟ ଅନ୍ୟ ୬ ଜଣଙ୍କୁ ଛାଡ଼ିଦେଇଛନ୍ତି। ଦୀର୍ଘ…

ଆମ ପାଇଁ ନ୍ୟାୟ କାହିଁ

ଚେନ୍ନାଇ/ନୂଆଦିଲ୍ଲୀ,୧୨ା୧୧: ମୁକ୍ତି ପାଇଥିବା ନଳିନୀ ଶ୍ରୀହରନ୍‌ଙ୍କ ସମେତ ଅନ୍ୟ ଦୋଷୀମାନଙ୍କ ପରିବାର ଲୋକେ ଖୁସି ବ୍ୟକ୍ତ କରିଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ସମୟରେ ଆମତ୍ଘାତୀ ବିସ୍ଫୋରଣରେ ମୃତାହତ ହୋଇଥିବା ଲୋକଙ୍କ ପାଇଁ ନ୍ୟାୟ କାହିଁ ବୋଲି ଶୁକ୍ରବାର ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri