Home

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ତେହରାନ,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମୃତ ସୁପ୍ରିମ…

୧୨ କଲରାପତରିଆ ‘ନରଖାଦକ’ ଅଭିଯୋଗମୁକ୍ତ

ଡେରାଡୁନ୍‌,୨୦ା୪: ଉତ୍ତରାଖଣ୍ଡ ବନ ବିଭାଗ ୧୨ କଲରାପତରିଆ ବାଘଙ୍କୁ ‘ନରଖାଦକ’ ଅଭିଯୋଗରୁ ମୁକ୍ତ କରିଛି। ମଣିଷ ମାରି ଖାଇଥିବା ଅଭିଯୋଗ ପରେ ବାଘଗୁଡ଼ିକୁ ବର୍ଷେ ହେଲା ପିଞ୍ଜରାରେ ରଖାଯାଇଥିଲା। ତେବେ ସ୍ଥାନୀୟ ଲୋକଙ୍କ ଉପରେ ମରଣାନ୍ତକ ଆକ୍ରମଣ ପାଇଁ ସେମାନେ ଦାୟୀ…

୨ ଯାଆଁଳା ଝିଅଙ୍କୁ ଗଳାକାଟି ହତ୍ୟା, ଧରାଦେଲେ ବାପା

କାନପୁର,୨୦ା୪: ଉତ୍ତରପ୍ରଦେଶର କାନପୁରରେ ଜଣେ ୪୮ ବର୍ଷୀୟ ବ୍ୟକ୍ତି ତାଙ୍କ ୧୧ ବର୍ଷର ୨ ଯମଜ ଝିଅଙ୍କ ଗଳାକାଟି ହତ୍ୟା କରିବା ପରେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ ଭାବେ କାର୍ଯ୍ୟ କରୁଥିବା ଅଭିଯୁକ୍ତ ଶଶୀରଞ୍ଜନ ମିଶ୍ରା ୨…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ ହେବ ସେନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଦୁଇପକ୍ଷ…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ଘଟଣାଟି ତିନୋଟି ପୃଥକ ସ୍ଥାନରେ ଘଟିଛି । ପୋଲିସ କହିଛି…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ ବିସ୍ଫୋରଣ ହେବାପରେ ଅଗ୍ନିକାଣ୍ଡ ଘଟିଛି । ହେଲେ ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ନ୍ୟାୟ ପାଇଁ କୋରାପୁଟ ଟାଉନ ଥାନାର ଦ୍ଵାରସ୍ଥ ହୋଇଛନ୍ତି ପରିବାର…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ପ୍ରାୟ ୨୫ କୁଇଣ୍ଟାଲ ମହୁଲ ବୋଝେଇ ଏକ ପିକଅପ୍…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଆହତ ଜଣକ ହେଲେ ପି. ଗୁନି…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ ମାସ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି । ଜିଲାପାଳଙ୍କ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବରଗଡ ଜିଲାପାଳ ଆଦିତ୍ୟ ଗୋୟଲ ସ୍କୁଲ, କଲେଜ ଏବଂ ଅଙ୍ଗନଓ୍ବାଡି…

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି ବିମାନଗୁଡ଼ିକ ରାୱଲପିଣ୍ଡିର ନୁର ଖାନ ଏୟାରବେସରେ ଅବତରଣ କରିଛି; ଏମାନଙ୍କ ସଂଖ୍ୟା ଚାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?