ନାବାଳକ ହତ୍ୟା ଘଟଣା: ନ୍ୟାୟ ପାଇଁ ଥାନାରେ ଶୋଇଲେ, ରାସ୍ତାରେ ବସିଲେ
ଭୁବନେଶ୍ୱର,୧୧।୧୧ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କ ହତ୍ୟା ଘଟଣାକୁ ୫ ମାସରୁ ଅଧିକ ଦିନ ବିତିଲାଣି, ହେଲେ ଏଯାଏ ପୋଲିସ ଚୁପ୍ ବସିଛି। ମୃତକଙ୍କ ପରିବାର ସଦସ୍ୟ ବାରମ୍ବାର ନ୍ୟାୟ ଆଶାରେ ଥାନାକୁ ଦୌଡ଼ି ହତାଶ ହୋଇଛନ୍ତି। ପୋଲିସ ସହଯୋଗ…
ଖରିଫ ଧାନ ଫସଲ ଖାଇଗଲେ ଚକଡ଼ା ପୋକ
ଡେଲାଙ୍ଗ,୧୧ା୧୧(ଡି.ଏନ୍.ଏ.): ଫସଲରେ ଚକଡା ପୋକ ଯୋଗୁ ଏବେ ଚାଷୀ ମୁଣ୍ଡରେ ଚଡ଼କ ପଡିଛି। ପରିବାର ପ୍ରତିପୋଷଣ କରିବା ପାଇଁ ଧାର କରଜ କରି ଧାନ ଫସଲ କରିଥିବା ଚାଷୀ ଏବେ ଚକଡା ପୋକ ଯୋଗୁ ହିନସ୍ତା ଭୋଗୁଛନ୍ତି। ଧାନ ଫସଲକୁ ରୋଗ…
ବିଲରେ ବିଦେଶାଗତ ପକ୍ଷୀ
ନିରାକାରପୁର,୧୧ା୧୧(ଡି.ଏନ୍.ଏ.): ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଖାଦ୍ୟ ଅନ୍ବେଷଣରେ ପକ୍ଷୀମାନେ ଖୋର୍ଦ୍ଧା ଜିଲା ଡିଆ ଏବଂ ଏହାର ଆଖପାଖ ପଞ୍ଚାୟତ ଅଞ୍ଚଳର ବିଲ ଗହିରରେ ବୁଲୁଥିବା ଦେଖିବାକୁ ମିଳିଛି। ପକ୍ଷୀଙ୍କୁ ଦେଖିବା ପାଇଁ…
ଯୁବକଙ୍କ ହେୟାର ଷ୍ଟାଇଲ ଦେଖି ମାଙ୍କଡ଼ ବେହୋସ, ଭିଡିଓ ଦେଖିଲେ…
ପଶୁମାନଙ୍କ ମଧ୍ୟରେ ମାଙ୍କଡ଼ର କାର୍ଯ୍ୟ ମଣିଷମାନଙ୍କ କାର୍ଯ୍ୟ ସହିତ ସମାନ ହୋଇଥାଏ। ଯେତେବେଳେ ସେମାନଙ୍କର ମଜାଳିଆ କାର୍ଯ୍ୟକଳାପ ସହିତ ଜଡ଼ିତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୁଏ, ଲୋକେ ହସି ହସି ଗଡ଼ନ୍ତି। ଏବେ ସେମିତି ଏକ ଭିଡିଓ ଲୋକଙ୍କ ମନୋରଞ୍ଜନ…
ଯୌନ ନିର୍ଯାତନା ମାମଲାରେ ଓସ୍କାର ବିଜେତା ପଲ ହାଗିସ ଦୋଷୀ ସାବ୍ୟସ୍ତ
ଓ୍ବାଶିଂଟନ,୧୧।୧୧: ଓସ୍କାର ବିଜେତା ନିର୍ଦ୍ଦେଶକ ପଲ ହାଗିସ ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥିସହ ପୀଡିତାଙ୍କୁ ୭.୫ ମିଲିୟନ ଆମେରିକୀୟ ଡଲାର କ୍ଷତିପୂରଣ ଦେବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୫ ଟରୋଣ୍ଟୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ…
ୟୁକ୍ରେନ୍ ଛାଡିଥିବା ଭାରତୀୟ ଛାତ୍ରଙ୍କୁ ଅଫର ଦେଲା ରୁଷିଆ
ମସ୍କୋ,୧୧ ।୧୧: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ବହୁ ଭାରତୀୟ ମେଡିକାଲ ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି । ଫେବୃୟାରୀ ୨୦୨୨ର ଶେଷ ଭାଗରେ ଯେତେବେଳେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କଲା ସେତେବେଳେ ଅଧିକାଂଶ ଭାରତୀୟ ଛାତ୍ରଙ୍କୁ…
ପୁଣି ଦବିଲା ଲୁଣା ନଦୀବନ୍ଧ, ୭ ଗାଁରେ ଆତଙ୍କ
ଡେରାବିଶ,୧୧ା୧୧(ସ୍ବ.ପ୍ର.): ଲୁଣା-ଚିତ୍ରୋପତ୍ଳା ଦ୍ୱିପାଞ୍ଚଳରେ ଥିବା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଜଳପୋକ ପଞ୍ଚାୟତ ପକ୍ଷୋଟଠାରେ ଗତ ଶୁକ୍ରବାର ରାତିରେ ଲୁଣା ନଦୀବନ୍ଧର ଦକ୍ଷିଣ ପାର୍ଶ୍ୱରେ ୪୦ ଫୁଟ ନଦୀବନ୍ଧ ଦବି ଯାଇଥିଲା। ଗୁରୁବାର ଏହି ନଦୀବନ୍ଧ ଆହୁରି ୨ ଫୁଟ ଦବି ଯିବାରୁ…
ଏମିତି ବେଳାଭୂମି, ଯେଉଁଠି ବିନା ପୋଷାକରେ ଭ୍ରମଣକୁ ରହିଛି ଅନୁମତି
ଭାରତୀୟ ନିୟମ ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ନଗ୍ନତାକୁ ଅନୁମତି ଦିଆଯାଇନାହିଁ। ମାତ୍ର ଏମିତି କିଛି ଦେଶ ରହିଛି, ଯେଉଁଠି ନଗ୍ନତାକୁ ମଧ୍ୟ ଅନୁମତି ଦିଆଯାଇଛି। ଫ୍ଲୋରିଡ଼ାରେ ରହିଛି ଏମିତି ଏକ ନ୍ୟୁଡ୍ ବିଚ୍ ବା ନଗ୍ନ ବେଳାଭୂମି। ଏଠାରେ ଆପଣ ନିଜ…
ସ୍ଥାନାନ୍ତର ହେଲା ପାଣିକୋଇଲି ଟୋଲ୍ ପ୍ଲାଜା
ଯାଜପୁର ଅଫିସ,୧୧ା୧୧: ଏନଏଚ୍ଏଆଇ (ନ୍ୟାଶନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ) ଓ ଜିଲା ପ୍ରଶାସନ ମଧ୍ୟରେ ଆଲୋଚନା ପରେ ଯାଜପୁର ଜିଲା ଦେଇ ଯାଇଥିବା ୧୬ନଂ.ଜାତୀୟ ରାଜପଥର ପାଣିକୋଇଲି ଟୋଲ ପ୍ଲାଜା ସ୍ଥାନାନ୍ତର ହୋଇଛି। ବୁଧବାର ପୂର୍ବାହ୍ନ ୮ଟାରୁ ଭଦ୍ରକ-ଯାଜପୁର ସୀମାନ୍ତ…
ଗ୍ରୀନ୍, ୟେଲୋକୁ ଟପି ଅରେଞ୍ଜ ଜୋନ୍ରେ କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଅଫିସ,୧୧ା୧୧: କେନ୍ଦ୍ରାପଡ଼ା ଜିଲାରେ ଦିନକୁଦିନ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି। ବାୟୁ ଗୁଣବତ୍ତା ସୂଚୀର ୨୨୫କୁ ଛୁଇଁ ଏକ ଉଦ୍ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହି ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ…
ମାଟିଆଗୁଣ୍ଡି ପୋକ ଆତଙ୍କ
ଯାଜପୁର ଅଫିସ,୧୧ା୧୧: ଲଗାତର ବନ୍ୟା ଓ ମରୁଡ଼ି ଜିଲାର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ଏହାସହ ଚଳିତବର୍ଷ ଧାନ ଅମଳ ଆରମ୍ଭ ହେବା ବେଳକୁ ଯାଜପୁର ଜିଲାର କୋରେଇ ବ୍ଲକ ୩ ପଞ୍ଚାୟତର ପ୍ରାୟ ୫ ଖଣ୍ଡ ଗାଁରେ ମାଟିଆଗୁଣ୍ଡି ପୋକ…
ଆଣ୍ଡାମାନ୍ର ପୂର୍ବତନ ମୁଖ୍ୟ ସଚିବ ଗିରଫ
ନୂଆଦିଲ୍ଲୀ,୧୦।୧୧: ଏକ ବଳାତ୍କାର ମାମଲାରେ ଅଭିଯୁକ୍ତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର ପୂର୍ବତନ ମୁଖ୍ୟ ଶାସନ ସଚିବ ଜିତେନ୍ଦ୍ର ନାରାୟଣଙ୍କୁ ଗିରଫ କରାଯାଇଛି। ତାଙ୍କୁ ଜେରା ପାଇଁ ପୋର୍ଟବ୍ଲେୟାର ଡକାଯାଇଥିଲା। ସମନ ପରେ ସେ ତଦନ୍ତରେ ସାମିଲ ହୋଇଥିଲେ। ଗୁରୁବାର ତାଙ୍କ ଜାମିନ…
Archives


