Home

ମାଓବାଦୀ କ୍ୟାମ୍ପ ଠାବ, ବିପୁଳ ସାମଗ୍ରୀ ଜବତ

ଭବାନୀପାଟଣା,୧୦ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳର ପାହାଡ଼ପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଗତିବିଧି ଥିବା ଖବର ପାଇ କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀ’ଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଓ ଏସ୍‌ଓଜି ଯବାନ ଅଞ୍ଚଳରେ କମ୍ବିଂ ଅପରେଶନ କରିଥିଲେ। ଏହି ସମୟରେ…

ହ୍ରିତିକଙ୍କ ସହ ଫିଲ୍ମ କରୁ କରୁ ପ୍ରେମରେ ପଡ଼ିଥିଲେ କରିନା, ହେଲେ ବିବାହିତ ଥିବା ଯୋଗୁ…

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ମାନଙ୍କ ମଧ୍ୟରୁ କରିନା କପୁର ଖାଁ-ସୈଫ୍‌ ଅଲି ଖାଁ ଅନ୍ୟତମ। ହେଲେ ଏଭଳି ଏକ ସମୟ ଥିଲା, ଯେତେବେଳେ ଅନେକ ଅଭିନେତାଙ୍କ ସହ କରିନାଙ୍କ ନାମକୁ ଯୋଡ଼ାଯାଇଥିଲା। ସେମାନେ ପ୍ରେମରେ ପଡ଼ିଥିବାକୁ ନେଇ ଚର୍ଚ୍ଚା ଜୋର…

ମଇଦାନରେ ଇଶାନଙ୍କ ସହ କୋହଲିଙ୍କ ‘ଭାଙ୍ଗଡ଼ା’, ଭାଇରାଲ ହେଉଛି ଭିଡିଓ

ଚାଟୋଗ୍ରାମ୍‌,୧୦।୧୨: ବାଲାଂଦେଶ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ନାଚିଲେ ବିରାଟ କୋହଲି । ବ୍ୟାଟ୍ସମ୍ୟାନ୍‌ ଇଶାନ କିଶନ ଦ୍ୱିଶତକ ମାରିବା ଖୁସିରେ ସେ ମଇଦାନରେ ଭାଙ୍ଗଡ଼ା କରିଥିବା ଦେଖାଯାଇଛି। ପରେ ଇଶାନ ମଧ୍ୟ ତାଙ୍କ ସହ ମିଶି ଖୁସି ମନାଇଛନ୍ତି। ଏହାର…

କ୍ଷୀର ବିକାଳିରୁ ମୁଖ୍ୟମନ୍ତ୍ରୀ…

ଶିମଲା,୧୦।୧୨ : ସୁଖବିନ୍ଦର ସିଂ ସୁଖୁ ହିମାଚଳ ପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ହେବେ। କଂଗ୍ରେସ ହାଇକମାଣ୍ଡ ଏହାକୁ ଅନୁମୋଦନ କରିଛନ୍ତି। ସେ ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ ହେବେ। ଜାତୀୟ ରାଜନୀତିରେ ସୁଖବିନ୍ଦର ସିଂ ସୁଖୁଙ୍କ ନାମ ଏପର୍ଯ୍ୟନ୍ତ ପ୍ରସିଦ୍ଧ…

କେନ୍ଦୁଝର ଗସ୍ତରେ ନୀତି ଆୟୋଗ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ, ବିଭିନ୍ନ କାର୍ଯ୍ୟର ତଦାରଖ

କେନ୍ଦୁଝର,୧୦ା୧୨(ସ୍ବ.ପ୍ର.): ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପରମେଶ୍ୱରନ ଆୟାରଙ୍କ ନେତୃତ୍ୱରେ ଆୟୋଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶନିବାର କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିଛନ୍ତି। ରାଜ୍ୟ ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ…

ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନର ପ୍ରଥମ ମହିଳା ସଭାପତି ହେଲେ ପି.ଟି. ଉଷା

ନୂଆଦିଲ୍ଲୀ,୧୦।୧୨: ଭେଟେରାନ ଧାବିକା ପି.ଟି. ଉଷା ଶନିବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ)ର ପ୍ରଥମ ମହିଳା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୮ ବର୍ଷୀୟ ଉଷା ନିର୍ନ୍ଦ୍ୱନ୍ଦ୍ୱରେ ଶୀର୍ଷ ପଦବୀକୁ ମନୋନୀତ ହୋଇଛନ୍ତି। ‘ପାୟୋଲି ଏକ୍ସପ୍ରେସ୍‌’ ଏବଂ ‘ଉଡନ ପରୀ’ ନାମରେ ଉଷା…

ପ୍ରକୃତିର ରକ୍ଷାଣବେକ୍ଷଣ ଯତ୍ନର ସହିତ କରାଯିବା ଜରୁରୀ: ରାଷ୍ଟ୍ରପତି…

ନୂଆଦିଲ୍ଲୀ,୧୦।୧୨ : ମାନବ ଅଧିକାର ଦିବସ ଅବସରରେ ରାଷ୍ଟ୍ରୀୟ ମାନବ ଅଧିକାର ଆୟୋଗ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ସମ୍ବୋଧିତ କରିଛନ୍ତି। ଜଳବାୟୁ ପରିବର୍ତ୍ତନକୁ ନେଇ ଉଦବେଗ ପ୍ରକାଶ କରି ସେ କହିଛନ୍ତି ଯେ ଜଳବାୟୁ…

ଦିନିକିଆ ଫର୍ମାଟରେ ଭାରତର ତୃତୀୟ ବୃହତ ବିଜୟ, ବାଲାଂଦେଶକୁ ୨୨୭ରନ୍‌ରେ ହରାଇଲା…

ନୂଆଦିଲ୍ଲୀ,୧୦।୧୨: ଭାରତ ଦିନିକିଆ ସିରିଜର ତୃତୀୟ ମ୍ୟାଚ୍‌ରେ ବାଲାଂଦେଶକୁ ଶୋଚନୀୟ ଭାବେ ପରାଜିତ କରିଛି। ୨୨୭ରନ୍‌ ବ୍ୟବଧାନରେ ଦଳ ବିଜେତା ହୋଇଛି। ଦିନିକିଆ ଫର୍ମାଟରେ ଏହା ଭାରତର ତୃତୀୟ ବଡ଼ ବିଜୟ ବୋଲି କୁହାଯାଉଛି। ପ୍ରଥମରୁ ଦୁଇଟି ମ୍ୟାଚ୍‌ ଜିତି ସିରିଜ…

ରିମେକ୍‌ ଯୋଗୁ ବରବାଦ ହୋଇଛି ବଲିଉଡ୍‌, ନିଜକୁ ଦୋଷୀ ବୋଲି କହିଲେ କରନ୍‌

ବମ୍ବେ: ଦିନ ଥିଲା ବଲିଉଡ୍‌ ସିନେମା ନିଜର ସ୍ବତନ୍ତ୍ରତା ଲାଗି ପରିଚିତି ଲାଭ କରିଥିଲା। ହେଲେ ବିଗତ କିଛି ଦିନରୁ ବଲିଉଡ୍‌ ଦର୍ଶକଙ୍କ ମନ ଜିଣିବାରେ ବିଫଳ ହୋଇଛି। ପରିଣାମସ୍ବରୂପ ରିଲିଜ ହେଉଥିବା ଫିଲ୍ମଗୁଡ଼ିକୁ ଦର୍ଶକେ ପସନ୍ଦ କରୁନାହାନ୍ତି। ଏଣୁ ସିନେମାଜଗତ…

ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ର ଅସନ୍ତୁଷ୍ଟ: ମହାବିଦ୍ୟାଳୟ ସମ୍ମୁଖରେ ଦେଲେ ଧାରଣା

ସାରସକଣା,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆସ୍ଥିତ ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରେ ପ୍ରକାଶିତ ପରୀକ୍ଷା ଫଳକୁ ନେଇ ଅନେକ ଛାତ୍ରୀଛାତ୍ର ଅସନ୍ତୁଷ୍ଟ ହୋଇ ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ମିଳିଥିବା ସୂଚନା ମୁତାବକ ଯୁକ୍ତ ୩ ଦ୍ବିତୀୟ ବର୍ଷର ତୃତୀୟ ସେମିଷ୍ଟାର…

ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ଭାରତ ୬୯ତମ ସ୍ଥାନରେ, ୨୪ ଦେଶରେ ଭିଜା ମୁକ୍ତ ପ୍ରବେଶ…

ନୂଆଦିଲ୍ଲୀ,୧୦।୧୨ : ଆର୍ଟନ କ୍ୟାପିଟାଲ ୨୦୨୨ ରେ ଦୁନିଆର ସବୁଠାରୁ ଶକ୍ତିଶାଳୀ ଏବଂ ଦୁର୍ବଳ ପାସପୋର୍ଟ ଥିବା ଦେଶଗୁଡିକର ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୟୁଏଇର ପାସପୋର୍ଟ ସବୁଠାରୁ ଶକ୍ତିଶାଳୀ ବୋଲି କୁହାଯାଉଛି। ଏହି ତାଲିକାରେ ଭାରତର ପାସପୋର୍ଟ ୬୯…

ପାଣିରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ସରକାରୀ ଆଇଟିଆଇର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ଜୀବନ ଯାଇଛି। ମୃତ ଛାତ୍ର ଜଣକ ପ୍ରଥମ ବର୍ଷ ଇଲେକ୍ଟ୍ରୋନିକ ବିଭାଗର ସଞ୍ଜୀବ ତ୍ରିପାଠୀ। ତାଙ୍କ ଘର ଭଞ୍ଜନଗର ନିକଟସ୍ଥ ବାଉଁଶଲୁଣ୍ଡିରେ। ସେ ଆଇଟିଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?