୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି
କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ ଖାଦ୍ୟର ସ୍ୱାଦ ଚାଖିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏହି ଅଭିଜ୍ଞତାର ଏକ ଫଟୋ ସୋସିଆଲ…
ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ
ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ ଲାଲସିଂର କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ । ଏହି ଘଟଣାରେ ଆଉ…
ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର
ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି । ଚଳନ୍ତା ଟ୍ରେନର ଦ୍ବାର ପାଖରେ ରିଲ୍ସ କରୁଥିବା ବେଳେ ମୁଫିଦାର ଇସଲାମ(୨୯)…
ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….
ଓ୍ବାଶିଂଟନ,୧୯ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ ପ୍ରତି ଆଉ କୌଣସି ଅନୁକମ୍ପା ଦେଖାଯିବ ନାହିଁ। ସେମାନେ ଶୀଘ୍ର ଏବଂ ସହଜରେ…
ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା
ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ ହେଉଛନ୍ତି ଧରିତ୍ରୀ ମହାରଣା(୧୫)। ରବିବାର ମଧ୍ୟାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି ।…
ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା
ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୬ ଜଣ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର…
ଓଲଟିଲା ମାଛ ବୋଝେଇ ଅଟୋ
ବାଲିଗୁଡ଼ା,୧୯ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ମୁସୁକୁଲିସ୍ଥିତ ବୁଲାଣି ନିକଟରେ ରବିବାର ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଦୁର୍ଘଟଣା ଘଟିଛି। ଘଟଣାରୁ ପ୍ରକାଶ ଯେ, ବାଲିଗୁଡ଼ାରୁ ଅଟୋ ଯୋଗେ ବାରଖମାକୁ ମାଛ…
ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍ ହେଲେ ଦାୟୀ ରହିବେ ଶିକ୍ଷକ
କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସତର୍କ କରିଛନ୍ତି। ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ସେ…
ରକ୍ତରଞ୍ଜିତ ହେଲା ଲଖୁଆପଡା, ରାତିଅଧରେ ୯ ଜଣଙ୍କୁ ଶାବଳରେ ଆକ୍ରମଣ କଲେ ମାନସିକ ବିକାରଗ୍ରସ୍ତ ଯୁବକ
ବଡ଼ଗାଁ,୧୯ା୪(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଲଖୁଆପଡା ଗାଁ ଦାଣ୍ଡ ଶନିବାର ରାତିରେ ରକ୍ତରଞ୍ଚିତ ହୋଇଥିଲା। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ ଗାଁ ଦାଣ୍ଡରେ ଶୋଇଥିବା ବ୍ୟକ୍ତିଙ୍କୁ ଶାବଳରେ ମରଣାନ୍ତକ ଆକ୍ରମଣ କରିବାରୁ ୯ ଜଣ…
ଆମେରିକୀୟ ‘ଜଳଦସ୍ୟୁ’କୁ ମୁକାବିଲା କରିବେ ଇରାନୀ ‘ମଶା’: ହର୍ମୁଜ ପ୍ରଣାଳୀରେ ବିନାଶର ପର୍ଯ୍ୟାୟ ପ୍ରସ୍ତୁତ…
ତେହରାନ,୧୯।୪: ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ସମ୍ମୁଖରେ ଘୋଷଣା କରିଥିଲେ ଯେ ଆମେରିକା ଇରାନ ନୌସେନାକୁ ସମ୍ପୂର୍ଣ୍ଣ ଭାବରେ ନଷ୍ଟ କରିଦେଇଛି। ଆମେରିକା ଦ୍ୱାରା ଆରମ୍ଭ ହୋଇଥିବା ଆକ୍ରମଣରେ, ଇରାନର ପ୍ରମୁଖ ଯୁଦ୍ଧଜାହାଜ, ବୁଡ଼ାଜାହାଜ ଏବଂ ଘାଟି ଧ୍ୱଂସ ପାଇଯାଇଥିଲା। ଡୋନାଲ୍ଡ ଟ୍ରମ୍ପ…
ଇଟାଲୀରେ ଦୁଇ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା, ଗୁରୁଦ୍ୱାର ବାହାରେ….
ନୂଆଦିଲ୍ଲୀ,୧୯।୪: ଇଟାଲୀରେ ଦୁଇଜଣ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତର ଇଟାଲୀର କୋଭୋ ସହରରେ ଘଟିଥିଲା। ପରଦିନ ସେହି ସ୍ଥାନରେ ଏକ ବୈଶାଖୀ ଉତ୍ସବ ଅନୁଷ୍ଠିତ ହେବାର ଥିଲା। ଏକ…
‘ଆମେ କୌଣସି ମୂର୍ଖଙ୍କ ଇଙ୍ଗିତରେ ହର୍ମୁଜ ଖୋଲିବୁ ନାହିଁ’, ଟ୍ରମ୍ପଙ୍କୁ ତାତ୍ସଲ୍ୟ କଲା ଇରାନ୍
ତେହରାନ,୧୯।୪: ଇରାନ-ଆମେରିକା ବିବାଦ ଏବେ ଏକ ସୋସିଆଲ ମିଡିଆ ଓ୍ବାରରେ ପରିଣତ ହୋଇଛି । ଏକ ଅଡିଓ କ୍ଲିପ୍ ଉଦ୍ଧୃତ କରି ଦକ୍ଷିଣ ଆଫ୍ରିକାରେ ଥିବା ଇରାନୀ ଦୂତାବାସ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ “ମୂର୍ଖ” ବୋଲି ଆଖ୍ୟା ଦେଇଛି ।…

