Home

ସେମିଫାଇନାଲ ପୂର୍ବରୁ ହାତରେ ତ୍ରିରଙ୍ଗା ଧରିଲେ ପାକିସ୍ତାନୀ ଖେଳାଳି, ଦେଲେ ଅଟୋଗ୍ରାଫ

ସିଡନୀ,୯।୧୧: ପାକିସ୍ତାନ କ୍ରିକେଟ ଟିମ୍‌ ଏବେ ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଦଳ ସେମିଫାଇନାଲ ମୁକାବିଲାରେ ୭ ଉଇକେଟରେ ବିଜୟ ଲାଭ କରିଛି। ତେବେ ଏହି ମୁକାବିଲା ପୂର୍ବରୁ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ…

ମନ୍ଦିର ଯିବା ବେଳେ ଦୁର୍ଘଟଣା: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ, ଝିଅ ଗୁରୁତର

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଝୁମ୍ପୁରା ଥାନା ଅନ୍ତର୍ଗତ ଘଣ୍ଟିପଶି ଗ୍ରାମ ମୁଣ୍ଡାସାହି ନିକଟସ୍ଥ ଏକ ବୁଲାଣି ରାସ୍ତାରେ ଡାଲା ଅଟୋ ଓ ବାଇକ୍‌ ଧକ୍କା ହେବା ଫଳରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ-ଝିଅ ଗୁରୁତର ଅବସ୍ଥାରେ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସିତ ଥିବା…

ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ତହସିଲଦାରଙ୍କୁ ଦାବିପତ୍ର

କୋକସରା,୯ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ଓ କୃଷକ ସମିତି ସଂଗଠନର ଆବାହକ ଲକ୍ଷ୍ମୀକାନ୍ତ ବାଗ୍‌ଙ୍କ ନେତୃତ୍ୱରେ ବ୍ଲକ ବିଭିନ୍ନ ପଞ୍ଚାୟତର ଚକଡ଼ା କ୍ଷତିଗ୍ରସ୍ତ ଚାଷୀ ସମୂହ ବୁଧବାର କୋକସରା ତହସିଲଦାରଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ଦାବିରେ…

ପାକିସ୍ତାନ ଡ୍ରୋନକୁ ତଳକୁ ଖସାଇଲେ ବିଏସଏଫ ଯବାନ

ଚଣ୍ଡିଗଡ,୯।୧୧: ପଞ୍ଜାବର ଫିରୋଜପୁରରେ ସୀମା ସୁରକ୍ଷା ବଳ (ବିଏସଏଫ) ଯବାନମାନେ ଭାରତ-ପାକିସ୍ତାନ ସୀମା ନିକଟରେ ଆକାଶରେ ବୁଲୁଥିବା ପାକ ଡ୍ରୋନକୁ ତଳକୁ ଖସାଇଛନ୍ତି। ଡ୍ରୋନରୁ କୌଣସି ବିସ୍ଫୋରକ ସାମଗ୍ରୀ ମିଳିନାହିଁ। ଅନୁମାନ କରାଯାଉଛି ଯେ, ଡ୍ରୋନ ହେରୋଇନ କିମ୍ବା ଅସ୍ତ୍ରଶସ୍ତ୍ର ରଖି…

ଗର୍ଜିଲେ ମମତା: ୨୦୨୪ରେ କ୍ଷମତାକୁ ଫେରିବ ନାହିଁ ଭାଜପା

କୋଲକାତା,୯।୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କେନ୍ଦ୍ର ଭାଜପା ସରକାର ଉପରେ ବର୍ଷିଛନ୍ତି। ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ସଂଶୋଧିତ ନାଗରିକତା ଅଧିନିୟମ (ସିଏଏ) ଏବଂ ନ୍ୟାଶନାଲ ରେଜିଷ୍ଟର ଅଫ ନାଗରିକ…

ମହାନତା ଦେଖାଇଲେ ମୋଦି

ଶିମ୍‌ଲା,୯।୧୧: ହିମାଚଳ ପ୍ରଦେଶ କାଙ୍ଗରା ଜିଲାର ଚମ୍ବିରେ ଏକ ନିର୍ବାଚନ ରାଲିରେ ଯିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନତା ଦେଖାଇଛନ୍ତି। ନିଜ କନଭେନକୁ ଅଟକାଇ ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସକୁ ଯିବାକୁ ପ୍ରାଧାନ୍ୟ ଦେଇଥିଲେ। ପ୍ରଧାନମନ୍ତ୍ରୀ ରୋଗୀର ଜୀବନ ବିପଦରେ ନ…

ସେମିଫାଇନାଲ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ଆଡିଲେଡ,୯।୧୧: ଟି-୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ଇଂଲଣ୍ଡ ବିପକ୍ଷ ମ୍ୟାଚ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ସମ୍ପୂର୍ଣ୍ଣ ଫିଟ ହୋଇଯାଇଛନ୍ତି। ନଭେମ୍ବର ୨ ଆଡିଲେଡରେ ଅଭ୍ୟାସ ଅଧିବେଶନରେ ତାଙ୍କ ଡାହାଣ ହାତରେ…

ଭାଲୁ, ସିଂହ ସହ ସେଲ୍‌ଫି ନେଉଥିଲେ ଯୁବତୀ, ଆଉ ତା’ ପରେ…

ଆଜିକାଲି ସୋସିଆଲ ମିଡିଆ ଯୁଗ। ଏମିତିରେ ବି ସମସ୍ତଙ୍କ ହାତରେ ଆଣ୍ଡ୍ରଏଡ ଫୋନ୍‌। ତେଣୁ ଲୋକେ ଭଲ ଫଟୋ ଉଠାଇବା ଏବଂ ପୋଷ୍ଟ କରିବାକୁ ବହୁତ ପସନ୍ଦ କରୁଛନ୍ତି। ବେଳେବେଳେ ଏହି ଅଭ୍ୟାସ ସେମାନଙ୍କ ଜୀବନରେ ଅନେକ ଅସୁବିଧା ସୃଷ୍ଟି କରେ।…

ଭାରତ ବିପକ୍ଷ ସେମିଫାଇନାଲ ମୁକାବିଲା ପୂର୍ବରୁ ଇଂଲଣ୍ଡକୁ ‘ଡବଲ୍‌ ଝଟ୍‌କା’

ଆଡିଲେଡ,୯।୧୧: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଗୁରୁବାର ଆଡିଲେଡ୍‌ ମଇଦାନରେ ଏହି ମୁକାବିଲା ଖେଳାଯିବ। ଏହା ପୂର୍ବରୁ ଇଂଲଣ୍ଡ ଟିମ୍‌କୁ ଆଉ ଏକ ଝଟ୍‌କା ଲାଗିଛି। ଇଂଲଣ୍ଡ ଟିମ୍‌ର…

ଫାଇନାଲରେ ପାକିସ୍ତାନ

ସିଡନୀ,୯।୧୧: ପାକିସ୍ତାନ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ୱକପ ୨୦୨୨ର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲ ମ୍ୟାଚରେ ପାକିସ୍ତାନ ୭ ଉଇକେଟରେ ଜିତିଥିଲା। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୧୫୩ ରନ୍‌ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ ପାକିସ୍ତାନ ୩ ଉଇକେଟ…

ନୀରବ ମୋଦି ଭାରତ ଆସିବା ରାସ୍ତା ସଫା

ଲଣ୍ଡନ,୯।୧୧: ଭାରତରେ ୭ ହଜାର କୋଟି ଟଙ୍କା ଠକେଇ ଅଭିଯୋଗରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଆଣିବା ପାଇଁ ରାସ୍ତା ସଫା ହୋଇଇଛି। ବ୍ରିଟେନ ହାଇକୋର୍ଟ ତାଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ତାଙ୍କୁ ପ୍ରତ୍ୟର୍ପଣ କରାଯିବା ଉଚିତ ନୁହେଁ ବୋଲି…

ଇଟାଲୀରେ ଭୂକମ୍ପ

ରୋମ୍‌,୯ା୧୧: ବୁଧବାର ଇଟାଲୀର ଉତ୍ତର-ପୂର୍ବ ଉପକୂଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୭ ଥିଲା। ଏହି ଭୂକମ୍ପ ଯୋଗୁ କିଛି ଅଟ୍ଟାଳିକାରେ ଫାଟ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର ରିପୋର୍ଟ କିଛି ଜଣାପଡ଼ିନାହିଁ। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri