ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି
ଭୁବନେଶ୍ୱର,୯।୧୧: ଓଡ଼ିଶାର ହସ୍ପିଟାଲିଟି ଛାତ୍ରୀଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟସ୍ତରର କୁକିଂ ପ୍ରତିଯୋଗିତା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍ ନ୍ୟୁଟ୍ରିସନ୍ ଭୁବନେଶ୍ୱର ଦ୍ୱାରା ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାର ସିଜନ୍-୪ କାର୍ଯ୍ୟକ୍ରମ ‘ଏଭେରେଷ୍ଟ ବେଟର…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୯।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିବା…
ଜିଏସ୍ଟି ବ୍ୟବସ୍ଥାର ପରିବର୍ତ୍ତନ ଆବଶ୍ୟକ
ନୂଆଦିଲ୍ଲୀ,୯।୧୧: ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ହାର କ୍ରମାଗତ ଭାବେ ହ୍ରାସ ପାଉଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ଅର୍ଥନେତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ବିବେକ ଦେବରାୟ ଚିନ୍ତା ପ୍ରକଟ କରିଛନ୍ତି। ବିଶେଷକରି କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ସଂଗ୍ରହ…
ବୃଦ୍ଧି ପାଉଛି ବୀମା ଶିଳ୍ପର କାରବାର
ନୂଆଦିଲ୍ଲୀ, ୯।୧୧: ଗତ କିଛି ମାସ ହେବ ବିଭିନ୍ନ କାରଣ ଓ ମାନ୍ଦାବସ୍ଥା ଯୋଗୁ ଭାରତୀୟ ବୀମା ଶିଳ୍ପରେ ବ୍ୟାପକ ଅସ୍ଥିରତା ଦେଖାଦେଇଥିଲା। କାରଣ କୋଭିଡ୍ ଯୋଗୁ ସବୁ ବର୍ଗର ଲୋକ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ ବୀମା…
‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’
ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ରାଜ୍ୟ ମହିଳା ସଭାନେତ୍ରୀ ବନ୍ଦିତା…
ବିମୁଦ୍ରୀକରଣ ଆର୍ଥିକ ଗଣହତ୍ୟା: ବିରୋଧୀ
ନୂଆଦିଲ୍ଲୀ,୯।୧୧(ପି.ଟି.): ନରେନ୍ଦ୍ର ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ବିରୋଧୀ ଦଳଗୁଡ଼ିକ ଆର୍ଥିକ ଗଣହତ୍ୟା, ଆପରାଧିକ କାର୍ଯ୍ୟ ଏବଂ ସଂଗଠିତ ଲୁଟ୍ ବୋଲି କହିଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚଳିତ ୫୦୦ ଏବଂ ୧,୦୦୦ ଟଙ୍କିଆ ନୋଟଗୁଡ଼ିକୁ ଅଚଳ ଘୋଷଣା…
୩ ଦକ୍ଷିଣୀ ରାଜ୍ୟରେ ସରକାର-ରାଜ୍ୟପାଳ ବିବାଦ
ନୂଆଦିଲ୍ଲୀ,୯।୧୧: ୩ ଦକ୍ଷିଣ ଭାରତୀୟ ରାଜ୍ୟ କେରଳ, ତାମିଲନାଡୁ ଏବଂ ତେଲଙ୍ଗାନାରେ ରାଜ୍ୟପାଳ ଏବଂ ଶାସକ ଦଳ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଏହି ୩ ରାଜ୍ୟର ରାଜ୍ୟପାଳମାନେ କେନ୍ଦ୍ରର ସଖୀ କଣ୍ଢେଇ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଉପରୋକ୍ତ…
ମନମୋହନ ସିଂଙ୍କ ନିକଟରେ ଦେଶ ଋଣୀ
ନୂଆଦିଲ୍ଲୀ,୯।୧୧: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ବେଳେବେଳେ ଏଭଳି ମନ୍ତବ୍ୟ ଦେଇଥାନ୍ତି, ଯାହା ଏନ୍ଡିଏ ସରକାରକୁ ଅପଦସ୍ଥ କରିବା ପାଇଁ ଉଦ୍ଦିଷ୍ଟ ବୋଲି ମନେହୁଏ। ଏହି କ୍ରମରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ରାଜ୍ୟସଭା ସଦସ୍ୟ ମନମୋହନ ସିଂଙ୍କୁ ଆର୍ଥିକ ସଂସ୍କାର…
ଆଡ୍ମିଟ୍ କାର୍ଡରେ ସନି ଲିଓନ
ବେଙ୍ଗାଲୁରୁ, ୯।୧୧: କର୍ନାଟକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଦେଉଥିବା ଜଣେ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡରେ ତାଙ୍କ ଫଟୋ ବଦଳରେ ବଲିଉଡ୍ ଅଭିନେତ୍ରୀ ସନି ଲିଓନ୍ଙ୍କ ଫଟୋ ଦେଖିବାକୁ ମିଳିଛି। ଆଡ୍ମିଟ୍ କାର୍ଡର ସ୍କ୍ରିନ୍ସର୍ଟ ଏବେ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବାରେ…
ଆଲୋଚନା ଲାଗି ରୁଷିଆ ଉପରେ ଚାପ
ନୂଆଦିଲ୍ଲୀ,୯।୧୧: ମସ୍କୋ ଗସ୍ତରେ ଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ମଙ୍ଗଳବାର ତାଙ୍କ ରୁଷିଆ ପ୍ରତିପକ୍ଷ ସର୍ଗେଇ ଲାଭରୋଭ୍ଙ୍କୁ ଭେଟିଛନ୍ତି। ଏହି ଅବସରରେ ଦୁଇ ନେତା ୟୁକ୍ରେନ୍ ଯୁଦ୍ଧ ସମେତ ନିର୍ଦ୍ଦିଷ୍ଟ ଆଞ୍ଚଳିକ ସମସ୍ୟା ଓ ବିଶ୍ୱ ସ୍ଥିତି ସମ୍ପର୍କରେ…
ଭାରତ ମହାସାଗରରେ ମିଳିତ ନଜର ରଖିବେ ଭାରତ, ଫ୍ରାନ୍ସ
ନୂଆଦିଲ୍ଲୀ,୯।୧୧: ଭାରତ ଓ ଫ୍ରାନ୍ସ ବାୟୁସେନାର ମିଳିତ ଯୁଦ୍ଧାଭ୍ୟାସ ରାଜସ୍ଥାନ ସେକ୍ଟରରେ ସଫଳତାର ସହ ସମ୍ପନ୍ନ ହେବା ପରେ ନୂଆଦିଲ୍ଲୀ ଏବଂ ପ୍ୟାରିସ ସେମାନଙ୍କ ରଣନୀତିକ ସହଯୋଗ ଅଧିକ ବଢ଼ାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନୌସେନାର ବୋଇଂ ପି୮ଆଇ ଏବଂ…
ଭାରତର ପ୍ରଥମ ଘରୋଇ ରକେଟ୍ ଲଞ୍ଚ୍ ଖୁବ୍ଶୀଘ୍ର
ନୂଆଦିଲ୍ଲୀ,୯।୧୧: ହାଇଦ୍ରାବାଦର ଘରୋଇ କମ୍ପାନୀ ସ୍କାଏରୁଟ୍ ଏରୋସ୍ପେସ୍ ପ୍ରସ୍ତୁତ ପ୍ରଥମ ରକେଟ ବିକ୍ରମ-ଏସ୍ ଆସନ୍ତା ୧୨ରୁ ୧୬ ତାରିଖ ମଧ୍ୟରେ ମହାକାଶକୁ ଛଡ଼ାଯିବ। ଏହି ମିଶନ୍ର ନାଁ ‘ପ୍ରାରମ୍ଭ’ ରଖାଯାଇଛି। ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ଶ୍ରୀହରିକୋଟାସ୍ଥିତ ଲଞ୍ଚ୍ପ୍ୟାଡ୍ରୁ ୩ଟି…
Archives


